-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟର  ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

23-Dec-2022



ବଲାଙ୍ଗିର (ପ୍ରେରଣା ଖବର) ସ୍ଥାନୀୟ ଆର୍. ଏନ ସିଂଦେଓ କ୍ରୀଡା କମ୍ପ୍ଲେକ୍ସ ଠାରେ  ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟ ପକ୍ଷରୁ  ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଅଛି | ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ବନ ଅଧିକାରୀ  ନିତିଶ କୁମାର,  ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଆଦିତ୍ୟ ଦଳବେହେରା,  ଜିଲ୍ଲା କ୍ରୀଡା ଅଧିକାରୀ  ପରାସର ବାଗ ଯୋଗଦାନ କରିଥିଲେ | 

ଅତିଥିଗଣ ଛାତ୍ରଛାତ୍ରୀମାନଙ୍କୁ କ୍ରୀଡା ପ୍ରତି ଆଗ୍ରହ ଓ କ୍ରୀଡା ଦ୍ୱାର ଜୀବନ ଗଠନ ଉପରେ ଉତ୍ସାହ ପ୍ରଦାନ କରିଥିଲେ |   ଶିକ୍ଷକ ଶିକ୍ଷୟତ୍ରି,  ଛାତ୍ରଛାତ୍ରୀ ମାନଙ୍କୁ ନେଇ ଦୌଡ,  ସଟଫୁଟ, ଡିସ୍କସ୍, ଜବଲିଂ ଥ୍ରୋ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା  l ୨୦୨୨ ବାର୍ଷିକ କ୍ରିଡା ପ୍ରତିଯୋଗିତା ରେ  +୨  ରୁ ହାନସିକା ଶର୍ମା (+ ୨ ପ୍ରଥମ ବର୍ଷ) ଓ ଏମ୍ ଡି  ଆଦିଲ୍ (+୨ ଦ୍ୱିତୀୟ ବର୍ଷ) ପୁଣି +3 ରୁ  ଟି ସେରିନା ଫ୍ଲୋରେନ୍ସ  (+ ୩ଦ୍ୱିତୀୟ ବର୍ଷ) ଓ  ଆକାଶ କୁମାର ମାଜି (+୩ ଦ୍ୱିତୀୟ ବର୍ଷ) ଚମ୍ପିଆନ୍ସ ଅଫ୍ ଘୋଷଣା ହୋଇଥିଲେ   |      ପ୍ରତିଯୋଗିତା ପରେ ଅତିଥିମାନଙ୍କ ସହିତ  ରାମ କୁମାର ପାଣିଗ୍ରହୀ  ପ୍ରିନ୍ସିପାଲ୍   କେନ୍ଦିୟ ବିଦ୍ୟାଳୟ,   ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀକାନ୍ତ ଶର୍ମା, ପରାମର୍ଶଦାତା ପୀତବାସ ପଣ୍ଡା, 

 କଲେଜ ସମ୍ପାଦିକା ସୁମନ ଶର୍ମା,  ପ୍ରିନ୍ସିପାଲ୍  ଚେତନା ଅଗ୍ରୱାଲ,  ଶିକ୍ଷକ ଶିକ୍ଷୟତ୍ରି  ଉପସ୍ଥିତ ରହି ବିଜେତାମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା  | କଲେଜର ପ୍ରଶାସନିକ  ଅଧିକାରୀ ଶୈଳେସ କୁମାର ପାଲ ଙ୍କ ଧନ୍ୟବାଦ ଅର୍ପଣ କରିବା ସହିତ  କ୍ରୀଡା ଶିକ୍ଷକ ନିରୋଜ କୁମାର ମିଶ୍ର ଦ୍ୱାରା ଉକ୍ତ ବାର୍ଷିକ କ୍ରୀଡା ପ୍ରତିଯୋଗିତା ୨୦୨୨ ର ସମାପ୍ତି ଘୋଷଣା କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like