-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ମିଳିତ ମଞ୍ଚ କ୍ଷତିପୂରଣ ପାଇଁ ସରକାରଙ୍କୁ ଦେବ ଜମାକାରୀ ଏବଂ ଜମାରାଶିର ସମ୍ପୁର୍ଣ୍ଣ ବିବରଣୀ

03-Dec-2020



ବଲାଙ୍ଗିର, ଆର୍ଥିକ ସଂସ୍ଥାମାନଙ୍କ ଦ୍ୱାରା କ୍ଷତିଗ୍ରସ୍ତଙ୍କ ମିଳିତମଞ୍ଚ (ଏଏସ୍‌କେଏମ୍‌ଏମ୍‌) ବଲାଙ୍ଗିର ଜିଲ୍ଲା କମିଟି ତରଫରୁ ପାଟଣାଗଡ ବ୍ଲକ ଅନ୍ତର୍ଗତ ବନାଇମୁଣ୍ଡା ପଞ୍ଚାୟତ ଏବଂ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ପଥର୍ଲା ପଞ୍ଚାୟତ ସମ୍ମୁଖରେ ଜମାକାରୀ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଅଛି । ବଲାଙ୍ଗିରର ଜିଲ୍ଲା ସଭାପତି ତଥା ରାଜ୍ୟ ଉପ-ସଭାପତି ବିଭୁଦତ୍ତ ମିଶ୍ରଙ୍କ ସଭାପତିତ୍ୱରେ ଏହି ସତ୍ୟାଗ୍ରହରେ ରାଜ୍ୟ ସଭାପତି ଜୟନ୍ତ ଦାସ ଯୋଗଦେଇ ସରକାର ତାଙ୍କ ପ୍ରତିଶୃତି ରକ୍ଷା କରିବାରେ ବିଫଳ ହୋଇଥିବାରୁ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରି ଆନ୍ଦୋଳନକୁ ଆହୁରି ଶାଣିତ କରିବାକୁ ଆହ୍ୱାନ ଦେଇଥିଲେ । ମିଳିତ ମଞ୍ଚ ଗତ ୨୮ ତାରିଖ ସାଧାରଣ ପରିଷଦ ବୈଠକରେ ପାରିତ ହୋଇଥିବା ନିଷ୍ପତି ମୁତାବକ, ଯେହେତୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଜମାକାରୀ ଚିହ୍ନଟ ପ୍ରକ୍ରୀୟାକୁ ଜାଣିଶୁଣି ବିଳମ୍ବିତ କରୁଛନ୍ତି, ତେଣୁ ମିଳିତ ମଞ୍ଚ ନିଜ ତରଫରୁ କ୍ଷତିଗ୍ରସ୍ତଙ୍କ ସମ୍ପୁର୍ଣ୍ଣ ବିବରଣି ସରକାରଙ୍କ ପାଖରେ ଦାଖଲ କରି ତୁରନ୍ତ ତୁରନ୍ତ ଯୁଦ୍ଧକାଳୀନ ଭିତ୍ତିରେ ଟଙ୍କା ଫେରସ୍ତ ପାଇଁ ଦାବି ସହ ଚାପ ପ୍ରୟୋଗ କରିବ । ଏଣୁ ସମସ୍ତ ଜମାକାରୀ ତାଙ୍କ ଜମା ସମ୍ବନ୍ଧିୟ ଦଲିଲ ମଞ୍ଚ ମାଧ୍ୟମରେ ସରକାରଙ୍କ ପାଖରେ ଦାଖଲ କରିବାକୁ ଶ୍ରୀ ମିଶ୍ର ଅନୁରୋଦ କରିବା ସହ ପଞ୍ଚାୟତ ସ୍ତରୀୟ ସତ୍ୟାଗ୍ରହକୁ ସଫଳ କରିବାକ ଡାକରା ଦେଇଥିଲେ । ଜମାକାରି ଜିଲ୍ଲା ନେତା ଲଳିତ ଦୀପ  ରାଲିର ନେତୃତ୍ୱ ନେଇ ସତ୍ୟାଗ୍ରହ ପରିଚାଳନା କରିଥିଲେ । ସତ୍ୟାଗ୍ରହ ପରେ ସରପଞ୍ଚ ମାନଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ କୁଶଳେଶ୍ୱର ନାଏକ, ମଦନ ମୋହନ ବାଗ, ସରୋଜ କୁମାର ତାଣ୍ଡି, ଡିଲେଶ୍ୱର ମେହେର, ସତ୍ୟନାରାୟଣ ସାହୁ, ନିର୍ମଳ ସାହୁ, ଗଣେଶ ମେହେର, ସୋମନାଥ ପଧାନ, ସତ୍ୟନାରାୟଣ ଖେତି, ଆନନ୍ଦ ପଧାନ, ବାଳଗୋପାଳ ମହାକୁର, ଯଶୋବନ୍ତ ମେହେର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like