-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ରାଜ୍ୟ

ନକଲି ଆଦିବାସୀ ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟସଭା ରେ ପ୍ରସଙ୍ଗ ଉପସ୍ଥାପନ କଲେ ସାଂସଦ ନିରଞ୍ଜନ ବିଶି

23-Dec-2022



ବଲାଙ୍ଗିର // ଆଜି ରାଜ୍ୟସଭାରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କ ଦ୍ୱାରା ଆଗତ "ସମ୍ବିଧାନ ଅନୁସୂଚିତ ଜନଜାତି ଆଦେଶ ସଂଶୋଧନ ବିଲ , ୨୦୨୨" ପ୍ରସଙ୍ଗରେ ବିଲ ସପକ୍ଷରେ ମତାମତ ପ୍ରଦାନ ପୂର୍ବକ ସାଂସଦ ନିରଞ୍ଜନ ବିଶି କେନ୍ଦ୍ର ସରକାରଙ୍କ ଦୃଷ୍ଟିଆକର୍ଷଣ କରି କହିଥିଲେ ଯେ ସାମ୍ବିଧାନିକ ବିଧିବ୍ୟବସ୍ଥା ଅନୁସାରେ ଆଦିବାସୀ ସମ୍ପ୍ରଦାୟ, ଆଦିବାସୀ ଅଂଶବଂଶ, ଗୋଷ୍ଠୀ ସମୂହକୁ ରାଜ୍ୟ ଆଦିବାସୀ ତାଲିକାରେ ସାମିଲ କରିବା କାର୍ଯ୍ୟ ବହୁତ ସ୍ୱାଗତଯୋଗ୍ୟ ପଦକ୍ଷେପ, କିନ୍ତୁ ଅଣ ଆଦିବାସୀ ଲୋକ ଜାଲ ଜାତି ପ୍ରମାଣପତ୍ର ମାଧ୍ୟମରେ, ସମ୍ବିଧାନ ପ୍ରଦତ୍ତ ଅଧିକାର, ସଂରକ୍ଷଣ ସୁବିଧା ଛଡାଇ ନେବା ଅସମ୍ବିଧାନିକ କାର୍ଯ୍ୟ l ତେଣୁ ନକଲି ଆଦିବାସୀ ମାନଙ୍କୁ  ଜାଲଜାତି ପ୍ରମାଣପତ୍ର ରବ୍ଦ କରି, ଚାକିରୀ ରୁ ବହିଷ୍କାର କରିବା ସହିତ ଗିରଫ କରାଯାଉ,ନକଲି ଆଦିବାସୀ କର୍ମଚାରୀ ହଡପ କରିଥିବା ଦରମା ଭତ୍ତା ବ୍ୟାଜlପ୍ତ  କରିବା ପାଇଁ ସାଂସଦ ଶ୍ରୀ ବିଶି ଦାବୀ କରିଥିଲେ l ଏହା ସହିତ କର୍ଣ୍ଣାଟକ ରାଜ୍ୟରେ ଥିବା ବେଟା କୁରୁବା କାଡୁ କୁରୁବା ଆଦିବାସୀ ସମ୍ପ୍ରଦାୟକୁ କର୍ଣ୍ଣାଟକ ଆଦିବାସୀ ତାଲିକାରେ ସାମିଲ କରିବା ପାଇଁ  ବିଜେଡି ଦଳ ତରଫରୁ ସାଂସଦ ଶ୍ରୀ ବିଶି ସମର୍ଥନ କରିଥିଲେ l କର୍ଣ୍ଣାଟକ ଭଳିଆ ସମ୍ବିଧାନ ଅନୁସୂଚିତ ଜନଜାତି ଆଦେଶ ସଂଶୋଧନ ବିଲ ଆଣି  ଓଡିଶା ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସୁପାରିଶ କରାଯାଇଥିବା ସଅର, ପୋର୍ଜା, ପହରିଆ,ଦୁରୁଆ, ଧୂରୁଆ, ଧୂରୁୱା,ବଣ୍ଡା ପ୍ରଜା, ବୋଣ୍ଡା ପରଜା, ମାଙ୍କିଡିଆ, ଯୋଡ଼ିବା, ଝୋଡ଼ିଆ, ଜlଡ଼ିଆ, ଝାଡ଼ିଆ, ଚୁକ ଟିଆ ଭୁଞ୍ଜିଆ,ପାଉଡି ଭୂୟାଁ ଆଦିବାସୀ ସମ୍ପ୍ରଦାୟ ଗୁଡିକୁ ଓଡିଶା ଆଦିବାସୀ ତାଲିକାରେ ସାମିଲ କରିବା ପାଇଁ ପଦକ୍ଷେପ ନେବାକୁ କେନ୍ଦ୍ର ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ କୁ ଅନୁରୋଧ କରିଥିଲେ l ସ୍ୱାଧୀନତାର ୭୫ ବର୍ଷ ପରେ  ପାର୍ଲିଆମେଣ୍ଟର ପବିତ୍ର ଉଚ୍ଚ ସଦନରେ ଶବର ଆଦିବାସୀ ଭାବରେ ଶ୍ରୀ ବିଶି ପ୍ରଥମ ସାଂସଦ l ସାରା ଭାରତ ଦେଶର ଶବର ଆଦିବାସୀ ମାନଙ୍କ ମଧ୍ୟରେ ଶ୍ରୀ ବିଶି ହେଉଛନ୍ତି ପ୍ରଥମ ରାଜ୍ୟସଭା ସାଂସଦ l ଏଥିପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରାଜ୍ୟସଭାର ପବିତ୍ର ଗୃହରେ କୃତଜ୍ଞତା ଜଣାଇଥିଲେ ସାଂସଦ ଶ୍ରୀ ବିଶି l ସାଂସଦ ଶ୍ରୀ ବିଶିଙ୍କ ବକ୍ତବ୍ୟ ରେ ଉପସ୍ଥିତ ସାଂସଦ ଗଣ ସ୍ୱାଗତ ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like