-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ ସବ୍ କମିଟିର ସ୍କୁଲ ପରିଦର୍ଶନ

23-Dec-2022



ବଲାଙ୍ଗିର, ବଲାଙ୍ଗିର ଜିଲ୍ଲା ନାଗରିକ କମିଟି ଶିକ୍ଷା ବିଭାଗ ସବ୍ କମିଟିର ସଭ୍ୟମାନେ ସ୍ଥାନୀୟ ବ୍ରାହ୍ମଣପଡା ୟୁ.ପି. ସ୍କୁଲ ପରିଦର୍ଶନ କରି ସ୍କୁଲର ବିଭିନ୍ନ ସମସ୍ୟା ଅନୁଧ୍ୟାନ କରିଥିଲେ । ସିଆରସିସି ରଶ୍ମିତା ମହାନ୍ତି, ପ୍ରଧାନ ଶିକ୍ଷୟତ୍ରୀ ରେଣୁକା ବେହେରା, ସହକାରୀ ଶିକ୍ଷୟତ୍ରୀ ଜୟଶ୍ରୀ ପାଣିଗ୍ରାହୀ, ବିଜୟଲକ୍ଷ୍ମୀ ରାଏଗୁରୁ, ଉତ୍ତମା ବାଗ, ଗୀତାଞ୍ଜଳି ପଟେଲ ତଥା ଭାରତୀ ପାଣିଗ୍ରାହୀ ବିଦ୍ୟାଳୟରେ ଉପସ୍ଥିତ ଥିଲେ । କମିଟି ସଦସ୍ୟ ଧର୍ମବ୍ରତ ରଥ, ଗୋପଭୂଷଣ ନାଥ, ପିତବାସ ପଣ୍ଡା, ଦିବାକର ହୋତା ଏବଂ ଆର୍ତ୍ତତ୍ରାଣ ମିଶ୍ର ପରିଦର୍ଶନରେ ଉପସ୍ଥିତ ଥିଲେ । ଶିକ୍ଷାଦାନ ଉପଯୋଗୀ ୪ଟି ଶ୍ରେଣୀ ଗୃହ ଥିବା ବେଳେ ୩ଟି କୋଠରୀ ମରାମତି ଅଭାବରୁ ବ୍ୟବହାରଯୋଗ୍ୟ ହୋଇନାହିଁ ।

ଅଷ୍ଟମ ଶ୍ରେଣୀ ପାଇଁ ହିନ୍ଦୀ , ସଂସ୍କୃତ ଏବଂ ଖେଳ ଶିକ୍ଷକ ଏ ପର୍ଯ୍ୟନ୍ତ ନିଯୁକ୍ତି ପାଇ ନାହାନ୍ତି । ବିଦ୍ୟାଳୟରେ ଷ୍ଟାଫ୍ ଶୈାଚାଳୟ ଏବଂ ବାଳକ ଶୌଚାଳୟ ନାହିଁ । ପିଇବା ପାଣି ସଂରକ୍ଷଣ ବ୍ୟବସ୍ଥା ନାହିଁ । ବୋରୱେଲ ଅଚଳ ଅବସ୍ଥାରେ ଅଛି । ଲକ୍ଷ୍ମୀଯୋର ପଟକୁ ସ୍କୁଲର ପାଚେରୀ ନ ଥିବାରୁ ଅସାମାଜିକ ଲୋକଙ୍କ ଦୌରାମ୍ୟ ଲାଗି ରହିଛି । ସ୍କୁଲର କିଛି ଅଂଶ ଜବରଦଖଲ ହୋଇଥିବା ନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଆବଶ୍ୟକୀୟ ସୂଚନା ଦିଆଯାଇଛି । ବର୍ଷା ଦିନେ ବିଦ୍ୟାଳୟର ରାସ୍ତାକଡର ଶ୍ରେଣୀ କୋଠରୀ ଗୁଡିକର କାନ୍ଥରୁ ତଥା ଛାତରୁ ପାଣି ଝରୁଥିବାରୁ ତାହା ବ୍ୟବହାର ଉପଯୋଗୀ ହୋଇପାରୁନାହିଁ । ବିଦ୍ୟୁତ ସଂଯୋଗୀକରଣ ହୋଇପାରିନ ଥିବାରୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି । ସବ କମିଟିର ସଦସ୍ୟ ମାନେ ଶିକ୍ଷକ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ପରlମର୍ଶ ଦେଇ ଥିଲେ lଏ ନେଇ କମିଟିର ସଦସ୍ୟମାନେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟିକୁ ଅଣିବାକୁ ପ୍ରତିଶୃତି ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like