-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ହକିପୁର କୁ ବିରୋଧ କରୁଛୁ, ଶିଳ୍ପପୁର  ଲେଖିବାକୁ ଆହ୍ୱାନ ଓ ଚ୍ୟାଲେଞ୍ଜ କରୁଛୁ  - ସୋନପୁରିଆ ସଚେତନ ନାଗରିକ

23-Dec-2022



ଓଡିଶା ରେ ଆୟୋଜିତ ହେବା କୁ ଥିବା ଆଗାମୀ  ହକି ବିଶ୍ୱକପ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଧେଶ କ୍ରମେ ସାରା ରାଜ୍ୟ ରେ ସବୁ ଜ଼ିଲ୍ଲାରେ ଉତ୍ସବର ମାହୋଲ ସୃଷ୍ଟି ହୋଇ ଥିବା ବେଳେ ଗତ କାଲି ସନ୍ଧ୍ୟା ରେ ସୁବର୍ଣ୍ଣପୁର ଜ଼ିଲ୍ଲା ରେ ମଧ୍ୟ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଜ଼ିଲ୍ଲାପାଳଙ୍କ ଅଧ୍ୟକ୍ଷତା ରେ ଏକ ବର୍ଣ୍ଣlଢ୍ୟ ପରିବେଶ ରେ ସାମ୍ବାଦିକ ସମ୍ମିଳନୀ ର ଆୟୋଜନ କରାଯାଇଥିଲା l  ହକି ଖେଳ ପ୍ରତି ଲୋକଙ୍କ ଆଗ୍ରହ  ବଢାଇବା ପାଇଁ, ଜ଼ିଲ୍ଲା ର ହକି ଖେଳାଳୀଙ୍କୁ ଉତ୍ସାହିତ କରିବା ପାଇଁ ଓ ଏହା କୁ ଲୋକାଭିମୁଖୀ କରିବାକୁ ସହର ର ଇଷ୍ଠ ଦେବ ଙ୍କ ନାଁ ରେ ନାମିତ ଥିବା ଏହି ସୁବର୍ଣ୍ଣପୁର କୁ ବଡ଼ ବଡ଼ ହୋଡିଙ୍ଗ ରେ କାନ୍ଥ ବାଡ଼ ସବୁଆଡେ ହକିପୁର ଲେଖି ଦେଇଛି l ଯା ଫଳରେ କି  ଆଜି ଏହା ର ବିରୋଧ ର ଶମ୍ବୁଖୀନ ହୋଇ ପ୍ରଶାସନ ର ହକି ନିଶା ଜୋସ ର ହୋସ ଉଡିଯାଇଛି l ଆଜି ସ୍ଥାନୀୟ ବୁଦ୍ଧିଜୀବୀ ତଥା ଏଡଭୋକେଟ ବଳଦେବ ବେଦବାକ ଙ୍କ ନେତୃତ୍ୱ ରେ ସହର ର ସଚେତନ ନାଗରିକ ଏହା କୁ ବିରୋଧ କରି ଜ଼ିଲ୍ଲାପାଳ ଙ୍କ ଅଫିସ ଆଗରେ ଏହାର ପ୍ରତିବାଦ କରିଛନ୍ତି l ଏବଂ ହକିଖେଳ କୁ ସ୍ୱାଗତ କରୁଛୁ କିନ୍ତୁ ସୁବର୍ଣ୍ଣପୁର କୁ ହକିପୁର ଲେଖିବାକୁ  ଏ ହକ କିଏ ଦେଲା ଜ଼ିଲ୍ଲା ପ୍ରଶାସନ କୁ ବୋଲି  ଶ୍ରୀ ବେଦବାକ ପ୍ରଶ୍ନ କରିଛନ୍ତି l ଏବଂ ଯଦି  ପ୍ରକୃତ ରେ ଜ଼ିଲ୍ଲାବାସୀ ଙ୍କ ପ୍ରତି  ଜ଼ିଲ୍ଲା ପ୍ରଶାସନ ଓ ଜନ ପ୍ରତିନିଧି ଙ୍କ

ଦରଦ ଅଛି ତାହେଲେ ଶିକ୍ଷା ସ୍ୱାସ୍ଥ୍ୟ ଓ କୃଷି  କ୍ଷେତ୍ରରେ ଦ୍ରୁତ ବିକାଶ କର,  ସ୍ପିନିଙ୍ଗ ମିଲ ର ପୁନଃରୁଦ୍ଧାର କର, ଓ ଶହ ଶହ ନୂତନ ଶିଳ୍ପାନୁଷ୍ଠାନ ଗଢ଼ି ତୁରନ୍ତ ସୁବର୍ଣ୍ଣପୁର ଜ଼ିଲ୍ଲା ର ଘରେ ଘରେ ଶିଳ୍ପପୁର ଲେଖ ବୋଲି ଶ୍ରୀ ବେଦବାକଙ୍କ ସମେତ ସଚେତନ ନାଗରିକ ଆହ୍ୱାନ କରିଛନ୍ତି ଏବଂ ଚ୍ୟାଲେଞ୍ଜ  ମଧ୍ୟ କରିଛନ୍ତି l ଏବଂ ଏଭଳି ମହୋତ୍ସବ ର  ପ୍ରସ୍ତୁତି ଓ ଆୟୋଜନ ପୂର୍ବରୁ  ସହର ଓ ଜ଼ିଲ୍ଲା ର ବୁଦ୍ଧିଜୀବୀ ଙ୍କୁ ଅଣଦେଖା କରିବା କୁ ଦୃଢ଼ ନିନ୍ଦା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like