-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କୁଚିଣ୍ଡାକୁ ସ୍ଵତନ୍ତ୍ର ଜିଲ୍ଲା ଘୋଷଣା ଦାବି କରି ବିଶାଳ ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ I

23-Dec-2022



କୁଚିଣ୍ଡା(ସଂଜୀବ ପାଣିଗ୍ରାହୀ)
ଆଦିବାସୀ ଅଧ୍ୟୁଷିତ ତଥା ବିଭିନ୍ନ କମିଟି ଦ୍ଵାରା ଅନୁନ୍ନତ ଅଞ୍ଚଳ ଘୋଷିତ କୁଚିଣ୍ଡା ଉପଖଣ୍ଡକୁ ଏକ ସ୍ବତନ୍ତ୍ର ଜିଲ୍ଲା ଘୋଷଣା ଦାବି କରି ଆଜି ସ୍ଥାନୀୟ ମୁକୁନ୍ଦୀ ଖେଳ ପଡିଆ ସମ୍ମୁଖରୁ ବିଭିନ୍ନ ରାଜନୈତିକ ଦଳ, ସଂଗଠନ ଓ ଲୋକ ପ୍ରତିନିଧିଙ୍କ ଏକ ମିଳିତ ବିଶାଳ ଶୋଭାଯାତ୍ରା ସହର ପରିକ୍ରମା କରି ମହାମହିମ ରାଷ୍ଟ୍ରପତି ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଉପ ଜିଲ୍ଲାପାଳଙ୍କ ଜରିଆ ରେ ଏକ ଦାବି ପତ୍ର ପ୍ରଦାନ କରାଯାଇଥିଲା I କୁଚିଣ୍ଡା ଓକିଲ ସଂଘର ଆବାହକତ୍ୱ ତଥା ସାମାଜିକ କର୍ମୀଙ୍କ ସକ୍ରିୟ ସହାୟତାରେ ଏହି ଦାବି ପତ୍ର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ଶୋଭାଯାତ୍ରା ପୂର୍ବରୁ ଖେଳ ପଡିଆ ସମ୍ମୁଖରେ ଓକିଲ ସଂଘ ସଭାପତି ପ୍ରମୋଦ କୁମାର ଛୁରିଆଙ୍କ ସଂଯୋଜନାରେ ଆୟୋଜିତ ସଚେତନତା ସଭାରେ ବରିଷ୍ଟ ଓକିଲ ତଥା ସହ ଆବାହକ ହୃଦାନନ୍ଦ ଶର୍ମା ,କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚାର କାର୍ଯ୍ୟକାରୀ ସଭାପତି ତଥା ଅବସରପ୍ରାପ୍ତ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ନାୟକ,ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ,ରବି ନାରାୟଣ ନାଏକ, ବୃନ୍ଦାବନ ମାଝୀ , ବିଶିଷ୍ଟ ବିଜେଡି ନେତା ବିଜୟ କୁମାର ମହାନ୍ତି ,ଏନଏ ସି ଅଧ୍ୟକ୍ଷ ପ୍ରଦ୍ୟୁତ ମହାନ୍ତି , ଜମନକିରା ବରିଷ୍ଟ ନାଗରିକ ସଂଘ ସଭାପତି ରବୀନ୍ଦ୍ର ଦାନୀ , ପୂର୍ବତନ ଅଧ୍ୟକ୍ଷ ସରୋଜ ପଟ୍ଟ ନାୟକ  , ସାମ୍ବାଦିକ ରବୀନ୍ଦ୍ର ଦାନୀ ,ପ୍ରଭାତ ବେହେରା , ବାମରା ବ୍ଲକ ଅଧ୍ୟକ୍ଷା ପିଙ୍କି ଧୂରୁଆ,ପୂର୍ବତନ ଅଧ୍ୟକ୍ଷ ପ୍ରଦୀପ ମିଶ୍ର, ସାମାଜିକ କର୍ମୀ ଅଲେଖ ପତି ,ନାରୀନେତ୍ରୀ ବିଣା ନାଏକ ପ୍ରମୁଖ ଉଦବୋଧନ ଦେଇ ଜିଲ୍ଲା ଦାବି ପୂରଣ ପର୍ଯ୍ୟନ୍ତ ଆନ୍ଦୋଳନ ଅବ୍ୟାହତ ରହିବ ବୋଲି ଘୋଷଣା କରିଥିଲେ । ଏହା ପରେ ଆଦିବାସୀ ନୃତ୍ୟର ତାଳେ ତାଳେ ବିଶାଳ ଶୋଭାଯାତ୍ରାରେ ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲା । ଦାବିପତ୍ର ପ୍ରଦାନ ବେଳେ କୁଚିଣ୍ଡା ବିଧାୟକ  କିଶୋର ଚନ୍ଦ୍ର ନାଏକ ମଧ୍ୟ ସାମିଲ ଥିଲେ I ଓକିଲ ସଂଘ ନେତୃତ୍ବରେ ଏହି ସର୍ବଦଳୀୟ ଆନ୍ଦୋଳନ ପରେ ଖୁବ ଶୀଘ୍ର ଏକ କ୍ରିୟାନୁଷ୍ଠାନ ଗଠନ ହୋଇ ଆନ୍ଦୋଳନକୁ ଆଗେଇ ନିଆ ଯିବା ବୋଲି ଉଦ୍ୟୋକ୍ତା ଗଣଙ୍କ ପକ୍ଷରୁ ଘୋଷଣା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like