-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ହାତୀ ଆକ୍ରମଣ ରେ 65 ବର୍ଷ ର ବୃଦ୍ଧ ଙ୍କ ମୃତ୍ୟୁ

23-Dec-2022



 ସୁବର୍ଣ୍ଣପୁର//  ସୁବର୍ଣ୍ଣପୁର ଜିଲ୍ଲା  ତରଭା ବ୍ଲକ ଅଧିନସ୍ଥ କୁମ୍ଭାରମୁଣ୍ଡା ଫରେଷ୍ଟ ସେକ୍ସନ ରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି ।ଖବର ରୁ ପ୍ରକାଶ ଯେ ତରଭା ବ୍ଲକ ଚାରଭଟା ଗ୍ରାମପଞ୍ଚାୟତ ଅଧିନସ୍ଥ ସୁଖିଲାସର ଗ୍ରାମର ହର ରଣା (୬୫) ଧାନ ଖଳାରେ  ତାଙ୍କର ପୁତ୍ର ନିଲୁ ରଣା ଙ୍କ ସହିତ ଧାନ ଜଗି  ଖଳାରେ ଶୋଇ ଥିବା ସମୟ ରେ  ଭୋର ୩ ଟା ବେଳେ ହାତୀପଲ ର ଆକ୍ରମଣ ର  ଶିକାର ହୋଇଥିଲେ l ହାତୀ ମାନଙ୍କୁ ଦେଖି ନିଲୁ ରଣା ଜୀବନ ବିକଳରେ ଦୌଡ଼ି ପଳାଇ ଯାଇଥିବା ବେଳେ ହର ରଣା ହାତୀ ହାବୁଡରେ ପଡି ଯାଇଥିଲେ ‌। ହାତୀପଲ ତାଙ୍କୁ ଗୋଡ଼ରେ ଦଳି ଦେଇଥିଲେ ‌। ଫଳରେ ହର ରଣା ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା । ପରିବାର ଲୋକେ ସକାଳୁ ଧାନ ଖଳାକୁ ଯାଇ ହର ରଣା କୁ ହାତୀ ଦଳି ମାରିଦେଇଥିବା ଦେଖି ବନ ବିଭାଗ କୁ ଖବର ଦେଇଥିଲେ । ଖବର ପାଇ ବନବିଭାଗ ର ଏ ସି ଏଫ ପ୍ରଫୁଲ୍ଲ କୁମାର ଧରୁଆ, ସୋନପୁର ରେଞ୍ଜର ମନୋରଞ୍ଜନ ବାଗ ଓ କୁମ୍ଭାରମୁଣ୍ଡା ଫରେଷ୍ଟର ଦିନେଶ ମାଝୀ ପ୍ରମୁଖ ବିଭାଗିୟ କର୍ମଚାରୀ ମାନଙ୍କ ସହିତ ଘଟଣାସ୍ଥଳରେ ପହଞ୍ଚି ପୁଲିସ କୁ ଖବର ଦେବା ସହିତ ଶବକୁ ଜବତ କରି ତରଭା ଡାକ୍ତରଖାନା କୁ ପଠାଇ ଥିଲେ । ଏଇ ଖବରପାଇ କମସରା ଫାଣ୍ଡି ଅଧିକାରୀ ଗଜାନନ ବେହେରା ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ବିକ ସ୍ଥିତି ଯାଞ୍ଚ କରିବା ସହିତ ତରଭାଥାନା କୁ ଖବର ଦେଇଥିଲେ । ଏନେଇ ପୁଲିସ ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଓ ଏହାର ତଦନ୍ତ ଦାୟିତ୍ୱ କମସରା ଫାଣ୍ଡି ଅଧିକାରୀ ଗଜାନନ ବେହେରା ନେଇଥିବା ଆଇଆଇସି ସୁବ୍ରତ କୁମାର ପାଣିଗ୍ରାହୀ ପ୍ରକାଶ କରିଛନ୍ତି । ହାତୀ ଆକ୍ରମଣରେ ମୃତ୍ୟୁବରଣ କରୁଥିବା ଏହି ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ସରକାରୀ ସହାୟତା ପ୍ରଦାନ ପାଇଁ ତୁରନ୍ତ ପଦକ୍ଷେପ ନେଉଥିବା ବିଷୟ ଏସିଏଫ ଶ୍ରୀ ଧରୁଆ ପ୍ରକାଶ କରିଛନ୍ତି l ଏବଂ  ମୃତ ବ୍ୟକ୍ତି ର ଅନ୍ତ୍ୟେଷ୍ଟି କ୍ରିୟା ସମୟରେ ସଙ୍ଗେ ସଙ୍ଗେ ଉକ୍ତ ରାଶି ର ଦଶ ପ୍ରତିଶତ  ୪୦ ହଜାର ଟଙ୍କା ପ୍ରଦାନ କରାଯିବ ଓ ଅବଶିଷ୍ଟ ୩ ଲକ୍ଷ ୬୦ ହଜାର ଟଙ୍କା ସରକାରୀ ନିୟମ ଅନୁସାରେ ପରେ ପ୍ରଦାନ କରାଯିବ ବୋଲି ପ୍ରକାଶ କରିଥିଲେ । ଏହି ଅଞ୍ଚଳ ହାତୀ ଉପଦ୍ରଵ ଅଞ୍ଚଳ ହୋଇଥିବାରୁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ହାତୀ ମାନଙ୍କ ବିଷୟରେ ଜନସାଧାରଣଙ୍କୁ ସଚେତନ କରାଯାଉଥିବା ଫରେଷ୍ଟର ଶ୍ରୀ ମାଝୀ ପ୍ରକାଶ କରିଛନ୍ତି । ବର୍ତ୍ତମାନ ଉପଦ୍ରବ କରୁଥିବା ଏହି ୧୦ ଟିକିଆ ହାତୀ ପଲ ମଧ୍ୟରେ ଗୋଟିଏ ଅଣ୍ଡିରା ହାତୀ ଥିବା ବେଳେ ୬ ଗୋଟି ମାଇଁ ହାତୀ ଓ ୩ ଗୋଟି ଛୋଟ ଛୋଟ ହାତୀ ରହିଥିବା ଫରେଷ୍ଟର ଶ୍ରୀ ମାଝୀ ପ୍ରକାଶ କରିଛନ୍ତି । ଏବଂ ହାତୀ ମାନଙ୍କ ର ଗତି ଵିଧି ଉପରେ ବିଭାଗ ପକ୍ଷରୁ ତୀକ୍ଷ୍ଣ ନଜର ରଖା ଯାଇଥିବା ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like