-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଚାଷୀ ଆନ୍ଦୋଳନ ସମର୍ଥନରେ ଏଆଇକେକେଏମ୍‌ଏସ୍ ର ପଥପ୍ରାନ୍ତ ସଭା

03-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର): କୃଷକ ବିରୋଧୀ ଏବଂ ଜନ ବିରୋଧୀ କୃଷିର ତିନୋଟି ଆଇନ-ପ୍ରାଇଭେଟ୍ ମଣ୍ଡି ଆଇନ, ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ, କୃଷି ଆଇନ-୨୦୨୦ କୁ ବାତିଲ କରିବା ଦାବିରେ ପଞ୍ଜାବ, ହରିୟାନା ଠାରୁ ଆରମ୍ଭ କରି ସାରା ଭାରତ ବର୍ଷରେ ଯେଉଁ ଶକ୍ତିଶାଳି ଚାଷୀ ଆନ୍ଦୋଳନ ମୁଣ୍ଡ ଟେକିଛି ତାର ସମର୍ଥନରେ ଏଆଇକେକେଏମ୍‌ଏସ୍ ବଲାଙ୍ଗିର ଶାଖା ତରଫରୁ ଆଜି ଏକ ପଥପ୍ରାନ୍ତ ସଭା ରାଜେନ୍ଦ୍ର କଲେଜ ଛକ ଠାରେ ଅନୁଷ୍ଠିତ ହୋଇଯାଇଛି । କୃଷକର ଚାଷଜମି ଓ କୃଷିଜାତ ଦ୍ରବ୍ୟକୁ ବଡ ବଡ କର୍ପୋରେଟ, ପୁଞ୍ଜିପତି ଏବଂ ଧନ୍ୟ ବ୍ୟବସାୟୀଙ୍କ ହାତରେ ଟେକି ଦେବା ପାଇଁ ଅଣାଯାଇଥିବା ଏହି ଆଇନ ବିରୁଦ୍ଧରେ ବିଶେଷ କରି ପଞ୍ଜାବ, ହରିୟାନା ଓ ୟୁପିର ଚାଷୀମାନେ ଦିଲ୍ଲୀରେ ଯେଉଁ ଗୁରୁତ୍ୱପୂର୍ଣ୍ଣ ଲଢେଇ ଚଲେଇ ରଖିଛନ୍ତି ତାହାକୁ ସାରା ଭାରତ ବର୍ଷର ଅଦ୍ଭୁତପୂର୍ବ ଜନ ସମର୍ଥନ ମିଳୁଛି । ଏହି କ୍ରମରେ ଏଆଇକେକେଏମ୍‌ଏସ୍ ତରଫରୁ ମଧ୍ୟ ଆଇନକୁ ପ୍ରତ୍ୟାହାର କରିବା ପାଇଁ ଆନ୍ଦୋଳନ ସଙ୍ଗଠିତ କରାଯାଇଛି । ସଂଗଠନ ତରଫରୁ ପ୍ରକାଶ ଯେ, ଭାରତ ଭଳି ଏକ କୃଷି ପ୍ରଧାନ ଦେଶରେ କର୍ପୋରେଟ୍ ସଂସ୍ଥା ଏବଂ କମ୍ପାନୀମାନଙ୍କୁ ମୁନାଫା ଦେବା ଉଦ୍ଦେଶ୍ୟରେ ଦେଶରେ ଏହି ଆଇନ ଅଣାଯାଇଚି । ଏହା ଦ୍ୱାରା ଚାଷୀ ତାର ଉତ୍ପାଦିତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୁଲ୍ୟ ପାଇ ପାରିବ ନାହିଁ ଏବଂ କୃଷି କ୍ଷେତ୍ରରେ ଘରୋଇ କମ୍ପାନିର ଅନୁପ୍ରବେଶ ଯୋଗୁଁ କୃଷକମାନେ ନିଜର ଜିବିକା ହରାଇବେ । ଫଳସୃତିରେ ବଜାରରେ ଉପଲବ୍ଧ କୃଷି ସାମଗ୍ରୀର ମଧ୍ୟ ଆକାଶଛୁଆଁ ଦରଦାମ ବୃଦ୍ଧି ହେବ । ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ଯୋଗୁଁ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମରେ ଲଗାମ ରହିବ ନାହିଁ । ଏହା ମୁନାଫାଘୋର ମହଜୁଦକାରୀମାନଙ୍କୁ ଜନସାଧାରଣଙ୍କୁ ଶୋଷଣ କରିବାରେ ସହାୟକ ହେବ । ତେଣୁ ଏହି ଆଇନକୁ ବାତିଲ କରିବା ଦାବିରେ ସମସ୍ତ ସ୍ତରର ଜନସାଧାରଣ ଆଗେଇ ଆସିବା ପାଇଁ ଏବଂ କୃଷକ ଆନ୍ଦୋଳନକୁ ସମର୍ଥନ କରିବା ପାଇଁ ସଂଗଠନ ତରଫରୁ ଆହ୍ୱାନ କରାଯାଇଛି । ଆଜିର ପଥପ୍ରାନ୍ତ ସଭାର ନେତୃତ୍ୱ ନେଇଥିଲେ ସୁନିଲ ଭୋଇ ଏବଂ ରାଜେନ୍ଦ୍ର ରଣା, ବିକାଶ ଜେନା, ଅନନ୍ତ ରଣା, ସଂଗ୍ରାମ ପଧାନ, ଯୋଗେଶ୍ୱର ରଣା, ରିତିକ ମେହେର, ଗୌରୀ ରାଉତ ପ୍ରମୁଖ ସଭାରେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like