-+91-9937148622 |

prerana_bgr@rediffmail.com |

  Tuesday 10th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍    (10-Mar-2026)       ||      ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   (10-Mar-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||      ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   (09-Mar-2026)       ||      *ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   (09-Mar-2026)       ||      ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   (09-Mar-2026)       ||      *ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   (09-Mar-2026)       ||      *ସୁବର୍ଣ୍ଣ ଭାରତୀ ପରିବାର ଓ ଭାରତ ବିକାଶ ପରିଷଦ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ*- *ଉନ୍ମୋଚନ ହେଲା ସମ୍ମାନ ସମାରୋହ ସ୍ମରଣିକା ଦିବ୍ୟତା* -   (09-Mar-2026)       ||      ତେଜସ୍ୱିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିରର ଚତୁର୍ଥ ବାର୍ଷିକୋତ୍ସବ    (09-Mar-2026)       ||      ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   (09-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   (09-Mar-2026)       ||     

HOME   ଜିଲ୍ଲା

କଳାକାର ଚୟନ ଉତ୍ସବ ୨୦୨୨ ଉଦଯାପିତ

24-Dec-2022



ପଦ୍ମପୁର(ନରହରି ବଗର୍ତ୍ତୀ): ସ୍ଥାନୀୟ ରାଜାଜୀ ଟାଉନ ହଳରେ କଳାକାର ଚୟନ ଉତ୍ସବ ୨୦୨୨ ଶାନ୍ତି ଶୃଙ୍ଖଲା ସହିତ ଉଦଯାପିତ ହୋଆଯାଇଛି । ପଦ୍ମପୁର ବ୍ଳକର ୨୨ ଗୋଟି ପଞ୍ଚାୟତ ଓ ପଦ୍ମପୁର ବିଜ୍ଞାପିତ ପରିଷଦର କଳାକାର ମାନେ ଚୟନ ପାଇଁ ନିଜସ୍ୱ କଳା ପ୍ରଦର୍ଶନ କରିଥିଲେ । ଅଶୋକ କୁମାର ବହିଦାର ଓ ସୁରେନ୍ଦ୍ର ସାହୁ ଦାଇତ୍ୱରେ ଥିଲେ । ପଦ୍ମପୁର ବ୍ଳକ ସମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ରଜନୀକାନ୍ତ  ବହିଦାର ପ୍ରଗତି ସହାୟକ ସନ୍ତୋଷ କୁମାର ବେହେରା ଓ ପଦ୍ମପୁର ବ୍ଳକର ବି କେ ଏସ ଏସ ଉପସଭାପତି ଅଶ୍ୱିନୀ କୁମାର ପଟେଲ ଓ ଗୋପବନ୍ଧୁ ଶିକା କାଗକ ପତ୍ର ଯାଞ୍ଚ କରିଥିଲେ । ବ୍ଳକ ପ୍ରଶାସନ ତରଫରୁ ସମସ୍ତ କଳାକାର ମାନଙ୍କର ଖାଦ୍ୟ ପାନୀୟର ବ୍ୟବସ୍ତା କରଯାଇଥିଲା । ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ରମେଶ ଗୁର୍ଲା, କାର୍ତ୍ତିକ ମହାନନ୍ଦ ସହଯୋଗ କରିଥିଲେ । ଶେଷରେ ସୁଦାମ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   10-Mar-2026
  ଜିଲ୍ଲା  
*କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   10-Mar-2026
  ଜିଲ୍ଲା  
ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   10-Mar-2026
  ରାଜ୍ୟ  
ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   10-Mar-2026
  ଜିଲ୍ଲା  
ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   10-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍   10-Mar-2026
  ଜିଲ୍ଲା  
ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   10-Mar-2026
  ରାଜ୍ୟ  
ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   10-Mar-2026
  ରାଜ୍ୟ  
ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   10-Mar-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   10-Mar-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   09-Mar-2026
  ଜିଲ୍ଲା  
NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ   09-Mar-2026

You Might Also Like