-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ମହାନଗର

ପ୍ରବନ୍ଧ ସଂକଳନ ‘ଜୀବନ ଜିଇଁବାର କଳା’ ଲୋକାର୍ପିତ

24-Dec-2022



କଟକ(ପପ୍ରଣା ଖବର)-କଟକର ବିଜୟିନୀ ପବ୍ଲିକେସନ ପକ୍ଷରୁ ଲେଖିକା ମୀରା ବେଉରା ଙ୍କ ପ୍ରବନ୍ଧ ସଂକଳନ ‘ଜୀବନ ଜିଇଁବାର କଳା’ ଲୋକାର୍ପିତ ହୋଇଯାଇଛି । କଟକ ରାମଚନ୍ଦ୍ର ଭବନ ଠାରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ଅଧ୍ୟକ୍ଷତା କରି  ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଏଏସ୍ ନାଇଡୁ ପୁସ୍ତକକୁ ଉନ୍ନୋଚିତ କରିଥିଲେ । ଲେଖିକା ମୀରା ବେଉରାଙ୍କ ଲେଖନୀ ସ୍ପଷ୍ଟ, ଶକ୍ତିଶାଳୀ ଓ ସମାଜନିଷ୍ଟ ହୋଇ ସମାଜକୁ କିଭଳି ପରିବର୍ତ୍ତନ କରିବା ପାଇଁ ଆଶା ରଖିଛି ସେ ସଂପର୍କରେ ଜଷ୍ଟିସ ଶ୍ରୀ ନାଇଡୁ ନିଜର ବକ୍ତବ୍ୟ ରଖିଥିଲେ । ମୁଖ୍ୟ ଅତିଥି ଭାବରେ ପ୍ରଫେସର  ଡଃ. ନଟବର ଶତପଥୀ ଯୋଗ ଦେଇ ଲେଖିକା ମୀରା ବେଉରାଙ୍କ ମର୍ମସ୍ପର୍ଶୀ

ରଚନା ଉପରେ ଆଲୋକପାତ କରିବା ସହ ମଣିଷ କିପରି ପ୍ରତି ମୁହୂର୍ତ୍ତରେ ନିଜ ସହ ଲଢ଼ି ଜୀବନ ଜିଇଁବାର କଳା ଶିଖିଥାଏ ତା ଉପରେ ପାଠକ ମାନଙ୍କୁ ବୁଝାଇଥିଲେ । ମୁଖ୍ୟବକ୍ତା ଭାବେ ଡଃ ବାବାଜୀ ଚରଣ ପଟ୍ଟନାୟକ ମଂଚାସୀନ ଥିଲେ ।  ସମ୍ମାନିତ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ତଥା ସମାଜର ପୂର୍ବତନ ସଂପାଦକ ଡଃ ସତ୍ୟ ରାୟ ଯୋଗ ଦେଇଥିଲେ । ପ୍ରକାଶକ ଦିଲୀପ ବେଉରା ଉନ୍ମୋଚିତ ହୋଇଥିବା ପୁସ୍ତକ ସଂପର୍କରେ ସୂଚନା ଦେଇଥିଲେ । ଲେଖକୀୟ ଅଭିବ୍ୟକ୍ତିରେ ଲେଖିକା ମୀରା ବେଉରା ସାଂପ୍ରତିକ ସମାଜର ସମସ୍ୟା ଉପରେ ରେଖାପାତ କରି ସଂଘର୍ଷମୟ ଜୀବନରେ ସାଧାରଣ ମଣିଷ ଟିଏ ଦୁଃଖ ଯନ୍ତ୍ରଣାକୁ ଭୁଲି କିପରି ଜୀବନ ଜିଇଁବାର କଳା ଶିଥାଏ ସେ ସଂପର୍କରେ ନିଜର ମତ ରଖିଥିଲେ ।

ସଭା ପ୍ରାରମ୍ଭରେ ଡଃ ରାଜୀବ କୁମାର ଷଡଙ୍ଗୀ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଲୋକାର୍ପଣ ଉତ୍ସବରେ କଟକ ଓ ଭୁବନେଶ୍ୱର ର ବହୁ କବି, ଲେଖକ, ସ୍ତମ୍ବକାର ଓ ସାହିତ୍ୟପ୍ରେମୀ ଯୋଗ ଦେଇଥିଲେ । ସଭା ଶେଷରେ ଡଃ ହେମନ୍ତ କୁମାର ପରିଡା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like