-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ କ୍ରିପାଲ ଫିଟନେସ ବିଜେତାଙ୍କୁ ସମ୍ବର୍ଦ୍ଧିତ

24-Dec-2022



ବୀରମହାରାଜପୁର, (ବିନୋଦ ପାଣ୍ଡେ):   ଭାରତ ର ଗୋଆ ଠାରେ ଆନ୍ତର୍ଜାତିକ ଆଇ ସି ଏନ  କ୍ରିପାଲ ଫିଟନେସ ପ୍ରତିଯୋଗିତାରେ  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କ୍ରିପାଲ ଫିଟନେସ ପକ୍ଷରୁ ଏକ ଦଳ ଅଂଶଗ୍ରହଣ କରିଥିଲେ।‌ ଏହି ପ୍ରତିଯୋଗିତାରେ ବୀରମହାରାଜପୁର ଦଳ  ତୃତୀୟ ସ୍ଥାନରେ ହାସଲ କରିବା ସହ ୧୧ ଗୋଟି ପଦକ ହାସଲ  କରିଥିଲେ। ଏହି ଅବସରରେ ବୀରମହାରାଜପୁର ରେ ଦଳର

ସମସ୍ତ  ବିଜେତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ବୀରମହାରାଜପୁର କ୍ରିପାଲ ଫିଟନେସ  କୋଚ ଶ୍ରୀରାମ କ୍ରିପାଲ ମିଶ୍ର,ମେନେଜର ଆଲୋକ ଦେହୁରୀ, ମେଣ୍ଟର ଶାନ୍ତନୁ ମିଶ୍ର, ଆସିଷ୍ଟାଣ୍ଟ କୋଚ ପ୍ରମୋଦ ପୁରୋହିତ, ଖେଳାଳି ଶାନ୍ତନୁ, ସୁଧୀର, ଅଙ୍କିତ ପ୍ରମୁଖ ଏଥିରେ ଭାଗନେଇଥିଲେ। ଭାରତ  ଗୋଆରେ ଆଇ. ସି. ଏନ ପ୍ରତିଯୋଗିତା ରେ ସମସ୍ତେ ନିଜ ନିଜ ସ୍ଥାନରେ ତୃତୀୟ ରେ ରହି ନିଜ ମାଟି ପାଇଁ ଗର୍ବ ଆଣିଛନ୍ତି ଏବଂ ଅନ୍ତର୍ଯ୍ୟାତୀୟ

ସ୍ତରରେ ଖେଳିବା ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଭାରତ ର ଗୋଆ ଠାରେ ୧୦ ଓ ୧୧ ତାରିଖରେ ଆଇ ସି ଏନ ପକ୍ଷରୁ ଆନ୍ତର୍ଜାତିକ ପ୍ରାକୃତିକ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ରେ ଡାଏଟ ଏବଂ ଏକ୍ସସାଇଜ ଦ୍ୱାରା ମସଲ ବନାଯାଏ ଏବଂ ଟିମ କ୍ରିପାଲ ଫିଟନେସ ତାକୁ ପ୍ରମୋଟ କରିଥିଲା।କୋଚ କ୍ରିପାଲ ଚମ୍ପିୟନ କୋଚ ଏବଂ ମିଷ୍ଟର ଇଣ୍ଡିଆ ମେଲ ଫିଜିକ ରେ ରନର୍ସଅପ ହୋଇ ଅନ୍ତର୍ଯ୍ୟାତିକ ସ୍ତରରେ ଖେଳିବା ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ଏହି ବିଜେତା ଦଳକୁ ବିଭିନ୍ନ ମହଲରୁ ଶୁଭେଚ୍ଛା ସମ୍ବର୍ଦ୍ଧନା ଜ୍ଞାପନ ଦିଆ ଯାଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like