-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍    (10-Mar-2026)       ||      ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   (10-Mar-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||      ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   (09-Mar-2026)       ||      *ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   (09-Mar-2026)       ||      ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   (09-Mar-2026)       ||      *ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   (09-Mar-2026)       ||     

HOME   ଜିଲ୍ଲା

ମହାବିଦ୍ୟାଳୟ ପରିସରରେ ନୂତନ ଛାତ୍ର ଛାତ୍ରୀଙ୍କୁ ସ୍ବାଗତ ଏବଂ ବିଦାୟକାଳୀନ ସମ୍ବର୍ଦ୍ଧନା

24-Dec-2022



ଗଣିଆ(ବିଜଯ ଲଷ୍ମୀ ରାଉତ) ଗଣିଆ ବ୍ଳକ ଅନ୍ତର୍ଗତ ଆଡକଟା ଠାରେ ଥିବା ବନମାଳୀ ବାରିକି ରିଜିଓନାଲ ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଯୁକ୍ତ ଦୁଇ ଏବଂ ତିନି କଳା ଏବଂ ବିଜ୍ଞାନ ଉଭୟ ଶ୍ରେଣୀର ନୂତନ ଛାତ୍ର ଛାତ୍ରୀଙ୍କୁ ସ୍ବାଗତ ଏବଂ ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୟ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ପୂର୍ବତନ ବ୍ଳକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁ, କନ୍ଧମାଳ ସାଂସଦଙ୍କ ଜିଲ୍ଲା ପ୍ରତିନିଧି ସଦାଶିବ ମିଶ୍ର, ସରପଞ୍ଚ ସୁଭାଷିନୀ ବାରିକି, ଅବସରପ୍ରାପ୍ତ ପ୍ରଫେସର ଗୋପିନାଥ ସାହୁ, ଅବସରପ୍ରାପ୍ତ ପ୍ରଫେସର କୁଳମଣି ବାରିକି, ପରିଚାଳନା କମିଟିର ସଭାପତି କାଶିନାଥ ବାରିକ, ଶିକ୍ଷାବିତ୍ ବାମନ ଚରଣ ବାରିକି ପ୍ରମୁଖ ଉପସ୍ଥିତ ଥିଲେ । ନୂତନ ଛାତ୍ର ଛାତ୍ରୀଙ୍କୁ ଫୁଲ ଚନ୍ଦନ ଦେଇ ନୂତନ ଛାତ୍ର ଛାତ୍ରୀ ସମ୍ବର୍ଦ୍ଧିତ କରିଥିଲେ । ମହାବିଦ୍ୟାଳୟ ତରଫରୁ ଅତିଥି ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଛାତ୍ର ଛାତ୍ରୀ ମାନେ ସେମାନଙ୍କର ଅଭିଭାଷଣରେ ଖେଳପଡିଆ,କମନରୁମ୍,ପରିଶ୍ରାଗାର ନିର୍ମାଣ କରିବାକୁ ଅତିଥି ମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ଛାତ୍ରୀ ରୋମାଲିନ କରଙ୍କର ଅଭିଭାଷଣରେ ଅତିଥି ମାନେ ଅଭିଭୂତ ହୋଇ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅଳସୁଆ, ଲଜ୍ଜା ଏବଂ ଭୟ ତ୍ୟାଗ କଲେ ଜଣେ ଭଲ ଛାତ୍ର ହୋଇପାରିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ମହାବିଦ୍ୟାଳୟରେ ଥିବା ସମସ୍ୟା ଗୁଡିକ ଖୁବ୍ ଶିଘ୍ର ସମାଧାନ କରିବାକୁ ଚେଷ୍ଟା କରିବେ ବୋଲି ବିଧାୟକ ଘୋଷଣା କରିଥିଲେ । ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   10-Mar-2026
  ଜିଲ୍ଲା  
ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    10-Mar-2026
  ଜିଲ୍ଲା  
୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   10-Mar-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   10-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   10-Mar-2026
  ଜିଲ୍ଲା  
*କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   10-Mar-2026
  ଜିଲ୍ଲା  
ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   10-Mar-2026
  ରାଜ୍ୟ  
ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   10-Mar-2026
  ଜିଲ୍ଲା  
ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   10-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍   10-Mar-2026
  ଜିଲ୍ଲା  
ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   10-Mar-2026
  ରାଜ୍ୟ  
ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   10-Mar-2026

You Might Also Like