-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଦାରିଙ୍ଗବାଡ଼ି ରେ ବଲାଙ୍ଗୀର ଆଇନ ମହାବିଦ୍ୟାଳୟର ବଣଭୋଜି

24-Dec-2022



ବଲାଙ୍ଗୀର(ସନ୍ତୋଷ କୁମାର ଠାକୁର) ତା୨୪-୧୨-୨୨ - ବଲାଙ୍ଗିର ଆଇନ ମହା ବିଦ୍ୟାଳୟର ଦାରିଙ୍ଗବାଡିରେ ବଣଭୋଜି । ଛାତ୍ରଛାତ୍ରୀ, ଅଧ୍ୟାପକ ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ । ଜଙ୍ଗଲରୁ ଆରମ୍ଭ ହୋଇଥିଲା ମଣିଷ ଜୀବନ । ବଣ ପାହାଡର ପ୍ରାକୃତିକ ସୌନ୍ଦର୍ଯ୍ୟର ଆକର୍ଷଣ ଆଜି ମଧ୍ୟ ରହିଛି । ଜୀବନ ଜଞ୍ଜାଳରେ ଚକଟି ହେଉଥିବା ମଣିଷ ମନକୁ ହାଲୁକା କରିବାରେ ଯଥେଷ୍ଟ ସହୋଯୋଗ ହୋଇଥାଏ ବଣଣୋଜି । ସବୁଜ ସୁନ୍ଦର ପରିବେଶରେ ଖାଇବା, ବୁଲିବା ଇତ୍ୟାଦି ସ୍ମୃତି ସାଇତିବା ସମସ୍ତଙ୍କ ଇଚ୍ଛା  । ଗୋଷ୍ଠୀରେ ଭୋଜି ଆନନ୍ଦକୁ ଆହୁରୁ ଗୁଣିତ କରିଥାଏ । ଏଣୁ ଇଂରାଜୀ ବର୍ଷ ଶେଷ ଭାଗରୁ ଆରମ୍ଭ ହୋଇଯାଏ ବଣଭୋଜି ଋତୁ । ଏଭଳି ଏକ କାର୍ଯ୍ୟକ୍ରମ ନେଇ ଭୋରରୁ ବଲାଙ୍ଗିର ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟାପକ, କର୍ମଚାରୀ ତଥା ଛାତ୍ରଛାତ୍ରୀଙ୍କ ଯାତ୍ରା ଆରମ୍ଭ ହୋଇଥିଲା ଦାରିଙ୍ଗବାଡିକୁ । ସମସ୍ତେ ଏକାଠି ଯାତ୍ରାରୁ ଫେରିବା ଯାଏ ଖୁବ୍ ମଜା କରିଥିଲେ । ପ୍ରତି ମୁହୂର୍ତ୍ତ ସ୍ମରଣୀୟ ଥିଲା ବୋଲି ଅଧ୍ୟକ୍ଷ ସଞ୍ଜିବ କୁମାର ପ୍ରଧାନ ଓ ଅନ୍ୟମାନେ କହିଛନ୍ତି । କେବଳ ଖାଇବା, ପିଇବ ଓ ବୁଲିବା ନୁହେଁ ଅଧ୍ୟକ୍ଷ ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସମ୍ପର୍କ ଓ ଆତ୍ମିୟତା ମଜବ୍‌ୁତ୍ ହେଲା । ଯାହା ପରୋକ୍ଷରେ ଶିକ୍ଷାନୁଷ୍ଠାନ ସହ ସମସ୍ତଙ୍କ ପାଇଁ ଶୁଭଙ୍କର । ବଣଭୋଜିରରେ ନିଶ୍ଚିତ ସ୍ୱତନ୍ତ୍ରତା ରହିଛି ବୋଲି ସହକାରୀ ଅଧ୍ୟାପକ ଚଣ୍ଡି ପ୍ରସାଦ ଖମାରୀ ମତ ପ୍ରକାଶ କରି କାର୍ଯ୍ୟକ୍ରମ ଆୟୋଜକଙ୍କୁ ସାଧୁବାଦ୍ ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like