-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||     

HOME   ଜିଲ୍ଲା

ଗ୍ରାମାଞ୍ଚଳ ରେ ରକ୍ତଦାନ ନିମନ୍ତେ ସଚେତନତା ରାଲି

24-Dec-2022



ସୁବଳୟା -ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମରେ ରକ୍ତଦାନ କରିବା ଉଦ୍ୟେଶ୍ୟ ରେ ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି l ସୁବଳୟା ଜଗନ୍ନାଥ ମନ୍ଦିର ର ସେବକ ଜଗନ୍ନାଥ ସେନା ବୃନ୍ଦ ଙ୍କ ମିଳିତ ସମାରୋହରେ ସୁବଳୟା ଗ୍ରାମରେ ରାଲି ମାଧ୍ୟମରେ ଜନ ସାଧାରଣ ଙ୍କୁ ବହୁ ସଂଖ୍ୟା ରେ ରକ୍ତଦାନ କରିବାକୁ ଆହ୍ୱାନ କରାଯାଇଛି l ସ୍ଲୋଗାନ ଏବଂ ପ୍ଲାକାର୍ଡ ପ୍ରଦର୍ଶନ କରି ରକ୍ତଦାନ ର ମହତ୍ୱ ଏବଂ ଉପକାରିତା ବିଷୟରେ ଲୋକ ମାନଙ୍କୁ ସୁବଳୟା ର ମୁଖ୍ୟଛକ ଏବଂ ଦୈନିକ ବଜାର ଠାରେ ଯୁବ ବର୍ଗ ଙ୍କୁ, ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ହେବାକୁଥିବା

ରକ୍ତଦାନ ଶିବିର କୁ ଆମନ୍ତ୍ରଣ କରାଯାଇଥିଲା l ଏଥିରେ ଜଗନ୍ନାଥ ସେନା ର ମୁଖ୍ୟ ପ୍ରମୋଦ ପୋଢ଼, ସଦସ୍ୟ ସନ୍ତୋଷ ପୁଜାହାରୀ, ଚନ୍ଦନ ସାହୁ, କିଶୋର ମେହେର, ନୀଳାମ୍ବର ପାଣ୍ଡେ, ମଣ୍ଟୁ ପାତ୍ର, ନାରାୟଣ ଅଗ୍ରୱାଲ, ପ୍ରମୋଦ ରଣା, ପିଙ୍କୁ ପୁଜାହାରୀ, ଦିଲ୍ଲୀପ ମେହେର, ନାରାୟଣ ମେହେର, ଲଳିତ ମେହେର, ଦୟାନିଧି ମେହେର, ନୟନ ସାହୁ, ସମ୍ପଦ ପୁଝରୀ,
ରେଡ଼କ୍ରସ କର୍ମୀ ଚନ୍ଦ୍ରମଣି ବାଘ, ଚନ୍ଦ୍ରଶେଖର ମହାପାତ୍ର, ଉପେନ୍ଦ୍ର ସାହୁ, ରଂଜିତ ପଧାନ, ହୃଷିକେଶ ଚାନ୍ଦ, ଗୋପେଶ ପଣ୍ଡା, ରାମନାରାୟଣ ଦାଶ ଏବଂ ଜିଲ୍ଲା ଜୁନିଅର ରେଡ଼କ୍ରସ ଅଫିସର ରବିଚନ୍ଦ୍ର ପଶlୟତ ସାମିଲ ହୋଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026

You Might Also Like