-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ସୁବଳୟା ଜଗନ୍ନାଥ ସେନା ଦ୍ୱାରା ରକ୍ତଦାନ ଶିବିରରେ ୭୭ ୟୁନିଟ ରକ୍ତ ସଂଗୃହିତ

24-Dec-2022



ସୁବଳୟା:  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା  ଗ୍ରାମରେ ଜଗନ୍ନାଥ ସେନାର ସଦସ୍ୟଙ୍କ ଦ୍ୱାରା ଦ୍ଵିତୀୟ ବର୍ଷ ପାଇଁ ରକ୍ତଦାନ ଶିବିର ର ଆୟୋଜନ ହୋଇଛି l ଆରମ୍ଭରୁ ଜଗନ୍ନାଥ ସେନାର ସଦସ୍ୟ ଏବଂ ସୁବର୍ଣ୍ଣପୁର ଜୁନିଅର ରେଡ଼କ୍ରସର କର୍ମକର୍ତାଙ୍କ ଦ୍ୱାରା ମିଳିତ ଭାବରେ ଏକ ସଚେତନ ରାଲି ଅନୁଷ୍ଠିତ ହୋଇଥିଲା l ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରୁ ରାଲି ବାହାରି ଦୈନିକ ବଜାର ଦେଇ ସମୁଦାୟ ସୁବଳୟା ଗ୍ରାମ ପରିକ୍ରମା କରିଥିଲା ଓ ଗ୍ରାମବାସୀଙ୍କୁ

ରକ୍ତଦାନ କରିବା ପାଇଁ ଅନୁରୋଧ କରିଥିଲେ l ସୁବଳୟା ସରପଞ୍ଚ ପ୍ରମୋଦ କୁମାର ମହାପାତ୍ର ଶିବିରକୁ ଉଦଘାଟନ କରିଥିବା ବେଳେ, ସମିତି ସଭ୍ୟା ଲିଲି ମେହେର,ବୀରମହାରାଜପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଂଜିତ ରଥ, ସମାଜସେବୀ ନନ୍ଦିକିଶୋର ମିଶ୍ର, ଅଶୋକ ପୁରୋହିତ,   ଡା. ବିଶ୍ଵନାଥ ରଥ, ଜୁନିଅର ରେଡ଼କ୍ରସ ଅଫିସର ରବିଚନ୍ଦ୍ର ପଶlୟତ, ରାଜ୍ୟ ପୁରସ୍କାର ପ୍ରାପ୍ତ ସମାଜସେବୀ ତଥା ରାମନାରାୟଣ ଦାଶ ପ୍ରମୁଖ ରକ୍ତଦାନ ପାଇଁ ଲୋକଙ୍କୁ ପ୍ରବାର୍ତ୍ତାଇଥିଲେ  l ସୁବଳ ହାଇସ୍କୁଲର ଜୁନିଅର ରେଡ଼କ୍ରସର  ପରାମର୍ଶଦାତା ଚନ୍ଦ୍ରମଣି ବାଘଙ୍କ ସଂଯୋଜନା କାର୍ଯ୍ୟକ୍ରମରେ ଉଦଘାଟନି ସଭାରେ ସନ୍ତୋଷ ପୁଜାହାରୀ ମଞ୍ଚ ପରିଚାଳନା

କରିଥିବା ବେଳେ କ୍ଳବ ସଭାପତି ପ୍ରମୋଦ ପୋଢ଼ଅତିଥି ମାନଙ୍କୁ ସ୍ୱାଗତ  କରିଥିବା ବେଳେ, କ୍ଲବ ସମ୍ପାଦକ ଚନ୍ଦନ ସାହୁ ଧନ୍ୟବାଦ ଦେଇଥିଲେ l ରେଡ଼କ୍ରସ କର୍ମୀ ଚନ୍ଦ୍ରଶେଖର ମହାପାତ୍ର, ଗୋପେଶ ପଣ୍ଡା, ହୃଷିକେଶ ଚାନ୍ଦ, ରଞ୍ଜିତ ପଧାନ, ଉପେନ୍ଦ୍ର ସାହୁ  ପ୍ରମୁଖ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ l  ଶିବିରରେ  ମହିଳା ଓ ଯୁବପିଢ଼ିଙ୍କ ଯୋଗଦାନ ବଳରେ ସମୁଦାୟ ୭୭ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା l ସୋନପୁର ରକ୍ତଭଣ୍ଡାର କର୍ମଚାରୀ ସୁବାଷ ଚନ୍ଦ୍ର ପଣ୍ଡା, ଜଗତ ଦରୱଆନ, ଯୁଧିଷ୍ଠିର ନାୟକ ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ ।

ଜଗନ୍ନାଥ ସେନାର ମୁଖ୍ୟ ପ୍ରମୋଦ ପୋଢ଼,  ସନ୍ତୋଷ ପୁଜାହାରୀ, ଚନ୍ଦନ ସାହୁ, କିଶୋର ମେହେର, ନୀଳାମ୍ବର ପାଣ୍ଡେ, ମଣ୍ଟୁ ପାତ୍ର, ନାରାୟଣ ଅଗ୍ରୱାଲ, ପ୍ରମୋଦ ରଣା, ପିଙ୍କୁ ପୁଜାହାରୀ, ଦିଲ୍ଲୀପ ମେହେର, ନାରାୟଣ ମେହେର, ଲଳିତ ମେହେର, ଦୟାନିଧି ମେହେର, ନୟନ ସାହୁ, ସମ୍ପଦ ପୁଝରୀ ପ୍ରମୁଖ ଉପସ୍ଥିତ ରହି ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like