-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଓକିଲ ସଂଘର କାର୍ଯ୍ୟକାରିିଣୀ ବୈଠକ-ସମ୍ବଲପୁର ଓକିଲ ମାନଙ୍କ ପ୍ରତି ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନର ଦୃଢ଼ ନିନ୍ଦା 

24-Dec-2022



ବଲାଙ୍ଗିର, ଆଜି  ସ୍ଥାନୀୟ ସିଭିଲ କୋର୍ଟ ବାର୍ ହଲ୍‌ଠାରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅମରେଶ ତ୍ରିପାଠୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ବୈଠକରେ ସମ୍ବଲପୁର ଓକିଲ ସଂଘର ସଭ୍ୟ ମାନଙ୍କ ବିରୁଦ୍ଧରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ଦୃଢ଼ ନିନ୍ଦା କରାଯାଇଥିଲା । ଗତ ଡିସେମ୍ବର ୧୨ ତାରିଖରେ ହାଇକୋର୍ଟ ସ୍ଥାୟୀ ବେଂଚ ଆନ୍ଦୋଳନକୁ କେନ୍ଦ୍ର କରି ସମ୍ବଲପୁର କୋର୍ଟ ପରିସରରେ ଘଟିଥିବା ଅପ୍ରୀତିକର ଘଟଣାର ପ୍ରକୃତ ଅନୁସନ୍ଧାନ ନ କରି ପୋଲିସ ଘଟଣାରେ ସଂପୃକ୍ତ ନ ଥିବା ସମ୍ବଲପୁର ଜିଲ୍ଲ     ଓକିଲ ସଂଘର କିଛି ଓକିଲ ମାନଙ୍କୁ ଅମାନୁଷିକ ଭାବରେ ମାଡ ମାରିଥିଲା । ଭାରତ ପରି ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ନିଜର ହକ୍ ପାଇଁ ଲଢ଼େଇ କରୁଥିବା ଓକିଲ ମନାଙ୍କ ଆନ୍ଦୋଳନକୁ ଦମନ କରାଯିବାର ଏକ ହୀନ ପ୍ରୟାସ କରାଯାଇଛି । ପୋଲିସ ମାଡର ଶିକାର ହୋଇଥିବା ନିରୀହ ଓକିଲ ମାନଙ୍କ ପ୍ରତି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସମବେଦନା ଜଣାଇଛି । ସୁପ୍ରିମ କୋର୍ଟର ରାୟ ପ୍ରତି ଆମର ଯଥେଷ୍ଟ ଆସ୍ଥା ଓ ସମ୍ମାନ ରହିଛି ବୋଲି ଜିଲ୍ଲା ଓକିଲ ସଂଘ ପକ୍ଷରୁ କୁହାଯାଇଛି । ପୋଲିସ ନିରୀହ ଓକିଲ ମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି ଘଟଣାର ସତ୍ୟାସତ୍ୟ ଅନୁସନ୍ଧାନ କରିବାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଦାବି କରିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026

You Might Also Like