-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ବୌଦ୍ଧରେ ସରକାରୀ ଅଧିକାରୀ ଓ କର୍ମଚାରୀ ଦମନ ଚଳଚିତ୍ର ଦେଖିଲେ

24-Dec-2022



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି) ବୌଦ୍ଧଜିଲ୍ଳାର  ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ ଶୁକ୍ରବାର ଦିନ ଦମନ ଚଳଚିତ୍ର ଦେଖିଛନ୍ତି । ବୌଦ୍ଧ ଟାଉନହଲଠାରେ ଜିଲ୍ଳାପାଳ ସତ୍ୟରଞ୍ଜନ ସାହୁ,ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା,ଜିଲ୍ଲାପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେରଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ,ସ୍ୱାସ୍ଥ୍ୟ ବିଭାଗର ଡାକ୍ତର ଓ ନର୍ସ,ନର୍ସିଂ କଲେଜ ର ଛାତ୍ରୀଙ୍କ ସମେତ ଗଣମାଧ୍ୟମ ପ୍ରତିନିଧିମାନେ ଏହି ଚଳଚିତ୍ରକୁ ଦେଖିଥିଲେ । ଦୀର୍ଘଦିନ ପରେ ଓଡ଼ିଆ ଚଳଚିତ୍ର ଜଗତରେ ଦମନ ଭଳି ଏକ ସଚେତନତା ବାର୍ତ୍ତା ପ୍ରଦାନ କରୁଥିବା ଚଳଚିତ୍ର ନିର୍ମାଣ ହୋଇଥିବାବେଳେ ଏହା ସମସ୍ତଙ୍କର ପ୍ରଶଂସା ଲାଭ କରିଛି । ଏହି ଚଳଚିତ୍ରଟି ରାଜ୍ୟର ମାଓ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳ ମାଲକାନଗିରିର ସ୍ୱାସ୍ଥ୍ୟସେବା ଉପରେ ଆଧାରିତ ହୋଇଛି । ସରକାରୀ କର୍ମଚାରୀଙ୍କୁ ଏହି ଚଳଚିତ୍ରଟି ଅଧିକ ପ୍ରେରଣା ଯୋଗାଇବ ବୋଲି ଜିଲ୍ଲାପାଳ ଶ୍ରୀଯୁକ୍ତସାହୁ ମତବ୍ୟକ୍ତ କରିଛନ୍ତି । ଜାତୀୟ ସ୍ୱାସ୍ଥ୍ୟ ମିଶନର ପ୍ରୋଗ୍ରାମ ମ୍ୟାନେଜର ରୂପକ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ଚଳଚିତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମ ପରିଚାଳନା ହୋଇଥିଲା । 
                                                             


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like