-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||     

HOME   ଜିଲ୍ଲା

ବୌଦ୍ଧରେ ଜାତୀୟ ଖାଉଟି ଦିବସ ପାଳିତ 

24-Dec-2022



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି) : ବୌଦ୍ଧ ଟାଉନହଲ ପରିସରରେ ଜିଲାପ୍ରଶାସନ ପକ୍ଷରୁ ଜାତୀୟ ଖାଉଟି ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବରେ ଜିଲ୍ଲା ପରିଷଦର ସଭାପତି ପ୍ରଭାସିନୀ ଦାସ ଯୋଗଦେଇ ଖାଉଟି ଅଧିକାର ଓ ଖାଉଟି ସଚେତନତା ଉପରେ ଗୁରୁତ୍ୱାରୋପ କରିଥିଲେ । ଅନ୍ୟତମ ଅତିଥି ଭାବରେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ, ଏନଏସି ଅଧ୍ୟକ୍ଷ ମୁତ୍ୟୁଞ୍ଜୟ ମିଶ୍ର,ଉପାଧ୍ୟକ୍ଷା ସୁଭାଷିନୀ ସେଠୀ ଓ ଖାଉଟି ନିଦାନ ମଞ୍ଚର ପ୍ରତିନିଧି ପ୍ରଦିପ କୁମାର ନାୟକ ପ୍ରମୁଖ ଯୋଗଦେଇ ଖାଉଟି ସୁରକ୍ଷା ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ସଚେତନ ଖାଉଟି ହିଁ ସୁରକ୍ଷିତ ଖାଉଟି ବୋଲି ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ଓଜନ ଓ ମାପ ନିରୀକ୍ଷିକା ସାଗରୀକା ସାବତ,ଡ୍ରଗ ଇନିସପେକ୍ଟର ସନ୍ତୋଷ କୁମାର ପ୍ରଧାନ ଓ ଖାଦ୍ୟ ସୁରକ୍ଷା ଅଧିକାରୀ ଧରଣୀଧର ନାୟକ ଯୋଗଦେଇ ଖାଉଟିମାନେ ନିଜର ଅଧିକାର ପାଇଁ ରହିଥିବା ଆଇନଗତ ଦିଗ ଉପରେ ଆଲୋଚନା କରିଥିଲେ । ଅଧ୍ୟାପକ ପ୍ରବୀର କୁମାର ଦାସ ମଞ୍ଚ ପରିଚାଳନା କରିଥିବାବେଳେ ମାପ ବିଜ୍ଞାନ ଉପ ନିୟନ୍ତ୍ରକ ରଞ୍ଜନ ରଶ୍ମି ପରିଡା ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026

You Might Also Like