-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ପକ୍ଷରୁ ଜାତୀୟ ଖାଉଟି ଦିବସ ପାଳିତ 

24-Dec-2022



ବଲାଙ୍ଗିର  : ବଲାଙ୍ଗିର ପତିତପାବନ ଏକାଡେମୀ ସଭାଗୃହରେ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ତରଫରୁ ଉପ ନିୟନ୍ତ୍ରକ ବୈଧ ମାପ ବିଜ୍ଞାନ, ବଲାଙ୍ଗିର ପ୍ରଯୋଜନାରେ ଜାତୀୟ ଖାଉଟି ଦିବସ ୨୦୨୨ପଞ୍ଚାୟତର ସଭାପତି ଗୋପବନ୍ଧୁ ସତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଚି I ମୁଖ୍ୟ ଅତିଥିଭାବେ ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ I ପ୍ରାରମ୍ଭରେ ସ୍ଵାମୀ ବିବେକାନନ୍ଦ ଭାରତମାତା ଓ ଅନ୍ୟ ଦେବାଦେବୀ ମାନଙ୍କ

ପୂଜାର୍ଚନା କରା ଯାଇଥିଲା I ଉପ ନିୟନ୍ତ୍ରକ ବୈଧ ବିଜ୍ଞାନ ଶ୍ରୀମତୀ ବାସନ୍ତୀ ନାୟକଙ୍କ ସ୍ଵାଗତ ଭାଷଣ ଓ ବିଷୟବସ୍ତୁ ଉପସ୍ଥାପନା ପରେ ବୈଧ ମାପ ନିରୀକ୍ଷକ କ୍ଷିତିଶ ରଞ୍ଜନ ଦାଶ ପ୍ରଥମେ ଓଜନ ମାପ ଗ୍ରାହକ ବିଭିନ୍ ସଚତେନତା ଉପରେ ବିଶ୍ଲେଷଣାତ୍ମକ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ I ମୁଖ୍ୟ ଅତିଥି ଶ୍ରୀ ନାଗଭୂଷଣ ଗ୍ରାହକ ର ଅଧିକାର ଓ ସଚେତନତା ଏଥିପାଇଁ ଥିବା ଆଇନରେ ବ୍ୟବସ୍ଥା ସମ୍ପର୍କରେ କହିଥିଲେ I ମୁଖ୍ଯବକ୍ତା ଭବରେ ଜିଲ୍ଲା ଉପଭୋକ୍ତା ବିବାଦ ସମାଧାନ ଆୟୋଗ ଅଧ୍ୟକ୍ଷ ରବିନ୍ଦ୍ର କୁମାର ତ୍ରିପାଠୀ ଯୋଗଦେଇ ବିସ୍ତୃତ ରୂପେ ଚଳିତ ବର୍ଷର ବିଷୟବସ୍ତୁ 'ଉପୋଭୋକ୍ତl ଆୟୋଗ ରେ ମାମଲା ଗୁଡିକର ପ୍ରଭାବଶାଳୀ ସମାଧାନ' ଉପରେ ବିଭିନ୍ନ ଦିଗରୁ ଆଲୋଚନା କରିଥିଲେ l ନୂତନ ରୂପରେ ପରିବର୍ତିତ ଖାଉଟି ସୁରକ୍ଷା ଆଇନର ପରିବର୍ତ୍ତନର ବିବରଣୀ ପ୍ରଦାନ କରିଥିଲେ I ସମ୍ମାନିତ ଅତିଥିଭାବେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ମୀର ରାଜା ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନବ କୃଷ୍ନ ସାହୁ, ଜିଲ୍ଲା ସୂଚନା ଲୋକସଂପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ବଲାଙ୍ଗିର ମୁନିସିପାଲଟି ର ନଗରପାଳ ଶ୍ରୀମତୀ ଲିକl ସାହୁ ଜିଲ୍ଲାପରିଷଦ ସଭ୍ୟ ତଥା ଲୋଇସିଂହା ବିଧାୟକ

ଡ ମୁକେଶ ମହାଲିଙ୍ଗ ଙ୍କ ପ୍ରତିନିଧି ଶିବଦତ୍ତ ମିଶ୍ର ଓ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ରାଜ୍ଯ ସଭାପତି ଶଶିଭୂଷଣ ପୁରୋହିତ ବିଷୟବସ୍ତୁ ଉପରେ ସୁଚିନ୍ତିତ ମତାମତ ରଖିଥିଲେ I ପୂର୍ବରୁ ଖାଉଟି ବିଷୟବସ୍ତୁ ଉପରେ ବଲାଙ୍ଗିର ମହିଳା ମହାବିଦ୍ୟାଳୟ, ବିଦ୍ୟା ଭୂଷଣ ସଂସ୍କୃତ ମହାବିଦ୍ୟାଳୟ ଓ ଗାୟତ୍ରୀ ଆବାସିକ ମହାବିଦ୍ୟାଳୟ ରେ କରାଯାଇଥିବା କୁଇଜ୍ ପରୀକ୍ଷା ରେ କୃତିତ୍ଵ ହାସଲ କରିଥିବା ପ୍ରଥମ ସ୍ଥାନରେ ଆଶା ମହାକୁର ସଂସ୍କୃତ କଲେଜ ଓ ଅଙ୍କିତ ବିଶି ଗାୟତ୍ରୀ କଲେଜ, ଦ୍ଵିତୀୟ ସ୍ଥାନରେ ମନିଷ କୁମାର ପଧାନ ଗାୟତ୍ରୀ କଲେଜ ଓ ଲଲିତ ମାଝି ଗାୟତ୍ରୀ କଲେଜ ତୃତୀୟ ସ୍ଥାନ ରେ ପ୍ରଭାତ କୁମାର ତ୍ରିପାଠୀ ସଂସ୍କୃତ କଲେଜ, ଯାଜ୍ଞଶ୍ରୀ ରଣା ଓ ପ୍ରତୀକ ମେହେର ଗାୟତ୍ରୀ କଲେଜ ହାସଲ କରିବା ସହିତ ପୁରସ୍କୃତ ହୋଇଥିଲେ I ଲକ୍ଷ୍ମୀନାରାୟଣ ପଡା, କନ୍ଧପାଲି ଓ ଠିକାଦାର ପଡା ମହିଳା ଓ ପିଲାଙ୍କ ପରୀକ୍ଷାରେ ମନୀଷ ସିଂ ପ୍ରଥମ, କାମିନୀ ମେହେର୍ ଦ୍ଵିତୀୟ ଓ ଆଦିତି ଶତପଥୀ ତୃତୀୟ ସ୍ଥାନରେ ରହି ଥିବା ବେଳେ ଆଜିର କାର୍ଯ୍ୟକ୍ରମ ରେ ପୁରସ୍କାର ହାସଲ କରିଥିଲେ I


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like