-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ଲୋଇସିଂହା -IAP/ACA-2021-12 ପ୍ରକଳ୍ପ ଅନୁଦାନ ଟଙ୍କା ଆତ୍ମସାତ୍ ଅଭିଯୋଗ

03-Dec-2020



ଲୋଇସିଂହା, (ବିନୋଦ କୁମାର ଦୀପ ): ସରକାର ଲୋକଙ୍କ ସୁବିଧା ସୁଯୋଗ ପାଇଁ ଯେତେ ପରିମାଣରେ ଚେଷ୍ଟା କରୁଛନ୍ତି  କିଛି ଅସାଧୁ ବ୍ୟକ୍ତି ଦୁର୍ନୀତି କରିବାରେ ପଛାଉନାହାନ୍ତି l ଏପରି ଏକ ଚିତ୍ର ଦେଖିବାକୁ ମିଳିଛି ଲୋଇସିଂହା ବ୍ଲକ କୁସଙ୍ଗ ପଞ୍ଚାୟତ ପିପିଲି ଗ୍ରାମରେ l ପିପିଲି ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ଗ୍ରାମ ଦେଇ ଯାଇଥିବା କୁସଙ୍ଗାଇ ଜୋରରେ IAP/ACA- 2011-12 ପ୍ରକଳ୍ପ   ଯୋଜନାରେ ନିର୍ମିତ  ଏକ ଚେକଡ୍ୟାମର ମହାଦୁର୍ନୀତି ଘଟିଛି l କାମ କିଛି ହୋଇନାହିଁ ହେଲେ ଟଙ୍କା ଉଠାଇ ହେରଫେର କରାଯାଇଛି, ଯାହାର ଅଟକଳ ରାଶି ୮ ଲକ୍ଷ ୨0 ହଜାର ଟଙ୍କା l ଲୋଇସିଂହା  ଚିଠି ନ. 4061 ତା 06.12.18 ଓ ତାର ସମ୍ପୂର୍ଣ ବିଲଟି 14.08.2020 ରେ ଉଠାଣ ହୋଇଛି l ସରକାର ଏଥିପ୍ରତି ଦୃଷ୍ଟିଦେଇ ଉଚିତ ପଦକ୍ଷେପ ନେବାକୁ  ଲୋଇସିଂହା ମଣ୍ଡଳ ବିଜେପି କର୍ମକର୍ତା ଓ ପିପିଲି  ଗ୍ରାମବାସୀ ବିଡ଼ିଓଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like