-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲାରେ ମାଁ ଦ୍ୱାରସେହ୍ନି ଫୁଟବଲ ୩ୟ ଦିନରେ ଖୋଳାନ କୁ ହରାଇ ଚଳକି ବିଜୟୀ

25-Dec-2022



ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ପଲ୍ଲୀଶ୍ରୀ ହାଇସ୍କୁଲ ଖେଳ ପଡ଼ିଆରେ ଗତ ୨୨ ରୁ ଆରମ୍ଭ ହୋଇଥିବା ମାଁ ଦ୍ୱାରସେହ୍ନି ଫୁଟବଲ ପ୍ରତିଯୋଗିତାର ଆଜି ତୃତୀୟ ଦିବସରେ ଖୋଳାନ ଓ ଚଲକୀ ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ସଂଘର୍ଷ ପୂର୍ଣ୍ଣ ଖେଳରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଗୋଟିଏ ଲେଖାଏଁ ଗୋଲ କରି ସମାନ ପୋଜିସନରେ ଥିବାରୁ ଶେଷରେ ଟ୍ରାଇବ୍ରେକର ର ସହାୟତା ନିଆଗଲା ସେଥିରେ ଚଲକୀ ଦଳ ବିଜୟୀ ହୋଇଥିଲା । ଆଜିର ମ୍ୟାଚରେ ମୁଖ୍ଯଅତିଥି ଭାବେ   ଅତିଥିଭାବେ ସିନ୍ଧେକେଲା ଥାନାଧିକାରୀ ବି.ରୁଦ୍ରିଆ , ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା  ସମାଜସେବୀ ଅନିଲ ତ୍ରିପାଠୀ , ସମ୍ମାନିତ ଅତିଥି ଭାବେ    ସାମ୍ବାଦିକ ଦିନେଶ ଜୈନ , ଝଲପ

ସମିତି ସଭ୍ୟ ସୁଦାମ ଭୋଇ , ଝରିଆଲ ସମିତି ସଭ୍ୟ ରାଜୁ ହାତୀ , ଗନ୍ଧର୍ଲା ସମିତି ସଭ୍ୟ ଅହଲ୍ୟା ଭୋଇ , ଜାମଖୁଣ୍ଟା ସମିତି ସଭ୍ୟ ଦ୍ରୋଣସେନ ବେହେରା , ଭୁର୍ଷାଗୁଡା ସମିତି ସଭ୍ୟ ଦ୍ରୁପଦ ବାରିକ , ମୁଣ୍ଡପଦର ସମିତି ସଭ୍ୟ ନୀଳକଣ୍ଠ ବାରିକ , ଅରସାତୁଲା ସମିତି ସଭ୍ୟ ବିନୋଦିନି ବାଗ , ଦେଢଗାଁ ସମିତି ସଭ୍ୟ ଶବର ଜାଲ , ରମେଶ ସାହୁ , ପିତମ ସୁନା , ବିଷ୍ଣୁ ସାହୁ , ପୁରାତନ ଖେଳାଳି କୁଶ ଭୋଇ , ଭବାନୀ ଶଙ୍କର ତ୍ରିପାଠୀ , ପୂର୍ଣ୍ଣ ଦାସ ପ୍ରମୁଖ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ରେଫରି ଭାବେ ତାପସ ପତି , ନିଲୁ ଭୋଇ , ସୁରେଶ ପଣ୍ଡା ପ୍ରମୁଖ ଖେଳ ପରିଚାଳନା କରିଥିଲେ । ଅମୁଲ୍ୟ ସିଂଦେଓ ଓ ନୌରାଜ ରଣା ଖେଳର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିବା ବେଳେ ଆୟୋଜକ କମିଟିର ପ୍ରେମ ମଳିକ , ସିବାନନ୍ଦ ସାହୁ , ସୁନିଲ ସାହୁ , ବଣ୍ଟି ସାହୁ , ଉପେନ ସାହୁ , ରାଜ୍ ସାହୁ , ବିକାଶ ସାହୁ , ମୁନା ସିଂଦେଓ , ପୂର୍ଣ୍ଣ ଚନ୍ଦ୍ର ଦାସ , ହେମନ୍ତ ସାହୁ , କୁଶ ଭୋଇ , ସୁଜିତ ସରାଫ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like