-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସାମ୍ବାଦିକ ସଂଘ(ଏସ୍‌ୟୁଜେ) ବଲାଙ୍ଗିର ଶାଖା ର ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ

25-Dec-2022



ବଲାଙ୍ଗୀର(ପ୍ରେରଣା ଖବର)// ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ରାଜ୍ୟ ସାମ୍ବାଦିକ ସଂଘ(ଏସ୍‌ୟୁଜେ) ବଲାଙ୍ଗୀର ଶାଖା ତରଫରୁ ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇି । ସଭା ପ୍ରାମ୍ଭରେ ନୂଆଁପଡାର ସାମ୍ବାଦିକ  ମନୁ ତାଣ୍ଡିଙ୍କ ଅକାଳ ବିୟୋଗରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।   ସାମ୍ବାଦିକ ରଘୁ ନନ୍ଦନ ସିଂହ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏଥିରେ ଆମନ୍ତ୍ରିତ ଅତିଥି ଭାବରେ ରାଜ୍ୟ ସାମ୍ବାଦିକ ସଂଘର ରାଜ୍ୟ ସାଧାରଣ ସଂପାଦକ ପ୍ରଶାନ୍ତ ପାଢ଼ୀ, ରାଜ୍ୟ ଉପସଭାପତି ଦୁଷ୍ମନ୍ତ ପଣ୍ଡା, ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ଶତପଥୀ, ଏସ୍‌ୟୁଜେ ରାଜ୍ୟ ସମ୍ପାଦକ ତଥା ବଲାଙ୍ଗୀର ଜିଲ୍ଲା  ଆବାହକ ମହେନ୍ଦ୍ର

ଦର୍ଜି, ଓ ରାଜ୍ୟ କାର୍ଯ୍ୟକାରୀ ସଭାପତି କୀର୍ତ୍ତି ଚନ୍ଦ୍ର ସାହୁ ମଂଚାସୀନ ରହି ନିଜର ଅଭିଭାଷଣ ପ୍ରଦାନ କରିଥିଲେ । ସାମ୍ବାଦିକ ଏକତା  ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ବକ୍ତା ମାନେ ଆହ୍ୱାନ ଦେଇଥିଲେ । ସାମ୍ବାଦିକ ମାନଙ୍କ ପାଇଁ ପେନ୍‌ସନ ଓ ସ୍ୱାସ୍ଥ୍ୟ ବୀମା ପ୍ରଦାନ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଉଦାସୀନତା ମନୋଭାବ କୁ ନିନ୍ଦା କରାଯାଇଥିଲା । ପରେ ଏସ୍‌ୟୁଜେ ବଲାଙ୍ଗୀର ଶାଖାର ର ନୂତନ କର୍ମକର୍ତ୍ତା ଙ୍କ ନାମ ଘୋଷଣା କରାଯାଇଥିଲା । ଏସ୍‌ୟୁଜେର  ସଭାପତି ଭାବରେ ସାମ୍ବାଦିକ ଗୋପବନ୍ଧୁ ଶତପଥୀ, କାର୍ଯ୍ୟକାରୀ ସଭାପତି ଭାବରେ ରାଜକୁମାର ଦାଶ, ଉପସଭାପତି ଭାବରେ ସରୋଜ ବିଶ୍ୱାଲ, ସଂପାଦକ ଭାବେ ରଘୁ ନନ୍ଦନ ସିଂହ, ସାଧାରଣ ସଂପାଦକ ଭାବରେ ଶରତ ମହାକୁଡ, କାର୍ଯ୍ୟକାରୀ ସଂପାଦକ ଭାବରେ ନିରୋଜ ମିଶ୍ର, ରାଜ୍ୟ ସଭ୍ୟ ଭାବେ ଲୋଇସିଂହାର ବିମଳ ହୋତା କୋଷାଧ୍ୟକ୍ଷ  ଭୋବେ ସନ୍ତୋଷ ଠାକୁର ମନୋନୀତ ହୋଇଥିଲେ ।  ସଂଘର କାର୍ଯକାରୀ କମିଟିକୁ ସତ୍ୟ ନାରାୟଣ ପଟେଲ, ବାଳକୃଷ୍ଣ ଷଡଙ୍ଗୀ, ଜୟପ୍ରକାଶ ମଟାରୀ ପ୍ରମୁଖ ମନନୀତ ହୋଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସାମ୍ବାଦିକ ମହେନ୍ଦ୍ର ପ୍ରଧାନ, ବିନୋଦ ଦୀପ, ମୋତିଲାଲ ମିଶ୍ର, ରାଧାକୃଷ୍ଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।  ଶେଷରେ ସାମ୍ବାଦିକ ଶରତ ମହାକୁଡ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like