-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ବହିହାଟ ପ୍ରସ୍ତୁତି ବୈଠକ

25-Dec-2022



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସ୍ଥାନୀୟ ବଲାଙ୍ଗୀର ଷ୍ଟୁଡେଣ୍ଟ୍ ଷ୍ଟୋର୍ ପରିସରରେ ଜିଲ୍ଲା ଲେଖକ ପରିଷଦର ଆଗାମୀ ୧୬ତମ ବଲାଙ୍ଗୀର ବହିହାଟ - ୨୦୨୩ ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ମଳୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ଏହି ବୈଠକରେ ପରିଷଦର କର୍ମକର୍ତ୍ତା, ସଦସ୍ୟ ଓ ଅନ୍ୟାନ୍ୟ ସହଯୋଗୀମାନେ ଯୋଗଦେଇଥିଲେ । ଏଥିରେ ଆଗାମୀ ଫେବୃଆରୀ ୧୪ରୁ ୨୩ ତାରିଖ ପର୍ଯ୍ୟନ୍ତ ୧୦ଦିନ ବ୍ୟାପି କୋଶଳ କଳା ମଣ୍ଡଳ ପଡିଆରେ ହେବାକୁ ଥିବା ଏହି ରାଜ୍ୟସ୍ତରୀୟ ପୁସ୍ତକମେଳାରେ ପୂର୍ବପରି ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯିବାକୁ ସ୍ଥିର ହୋଇଛି । ଏଥିମଧ୍ୟରେ  ଗଳ୍ପ ଆଲୋଚନା, କବିତା ଆଲୋଚନା, ଶିଶୁ ସାହିତ୍ୟ, ବହୁଭାଷୀ କବିତା ପାଠ, କୁଇଜ୍, ହାସ୍ୟବ୍ୟଙ୍ଗ ଆସର, ସମ୍ବର୍ଦ୍ଧନା ପର୍ବ, ପରିଷଦର ମୁଖପତ୍ର 'କୋଶଳାୟନ' ର ପ୍ରକାଶନ, ବହିହାଟ ପୁରସ୍କାର, ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ ଇତ୍ୟାଦି କରାଯିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି । ଚଳିତବର୍ଷ ୧୦୦ଟି ବୁକ୍ ଷ୍ଟଲ୍ କରାଯିବ ଓ ଏଥିପାଇଁ କମିଟିର କାର୍ଯ୍ୟକର୍ତ୍ତାମାନେ ରାଜ୍ୟ ପୁସ୍ତକମେଳା 'ଅକ୍ଷର' ଭୁବନେଶ୍ଵରକୁ ଯାଇ ପୁସ୍ତକବିକ୍ରେତା ଓ ପ୍ରକାଶକମାନଙ୍କୁ ସମ୍ପର୍କ ସ୍ଥାପନ କରିଥିବା ପ୍ରକାଶ କରିଥିଲେ ।    ଚଳିତବର୍ଷ ବହିହାଟର ସୁପରିଚାଳନା ନିମନ୍ତେ ବୁଦ୍ଧିଜିବୀ, ଲେଖକ, କଳାକାର ଓ ସାମ୍ବାଦିକଙ୍କୁ ନେଇ ଏକ ଆୟୋଜକ କମିଟି ଗଠନ କରାଯାଇଛି । ଏଥିରେ ପରିଷଦର ସମ୍ପାଦକ କପିଳେଶ୍ବର ଖମାରୀ, ସହସମ୍ପାଦକ ରଘୁନନ୍ଦନ ସିଂ, ସୁବର୍ଣ୍ଣପୁର ଜିଲ୍ଲାର ଉପସଭାପତି ଦେବେନ୍ଦ୍ର ନାଏକ(ତରଭା), କୋଷାଧ୍ୟକ୍ଷ ଅଜିତ କୁମାର ମହାନ୍ତି , ମୁରଲୀଧାରୀ ପତି , ରତ୍ନମୟ ତ୍ରିପାଠୀ, ମହେନ୍ଦ୍ର କୁମାର ଦର୍ଜୀ , ଶରତ କୁମାର ମିଶ୍ର , ଡା . ଅଶୋକ କୁମାର ସେଠୀ , ପୂର୍ଣ୍ଣଚନ୍ଦ୍ର ପଣ୍ଡା , ପ୍ରଶାନ୍ତ ମହାକୁର , ସନ୍ତୋଷ ଠାକୁର , ସୁବଳ ମହାକୁର , ସୁଶାନ୍ତ କୁମାର ପଣ୍ଡା , ସଞ୍ଜୟ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ । ଦୂରଦୂରାନ୍ତର ଓ ସମୟାଭାବରୁ ଆସିପାରି ନଥିଲେ ହେଁ ,  ଟିଟିଲାଗଡ ଉପସଭାପତି ଟିକେଲାଲ ବେହେରା , ପାଟଣାଗଡ ଉପସଭାପତି ଦିଲିପ ମିଶ୍ର , ପାଟଣାଗଡ କାର୍ଯ୍ୟକାରୀ ସଦସ୍ୟ ଲିଙ୍ଗରାଜ ଚିନ୍ଦା, ସୋନପୁର କାର୍ଯ୍ୟକାରୀ ସଦସ୍ୟ ଦିଲିପ ପାତ୍ର ,  ବଲାଙ୍ଗୀର କାର୍ଯ୍ୟକାରୀ ସଦସ୍ୟ ହୃଷିକେଶ ପୁରୋହିତ  ଓ ଅନ୍ୟାନ୍ୟ ସଦସ୍ୟମାନେ ସ୍ବୀକୃତି ଦେଇଥିବା ପ୍ରକାଶ ।ଶେଷରେ ସହସମ୍ପାଦକ ରଘୁନନ୍ଦନ ସିଂ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like