-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ନୟାଗଡ଼ ମହୋତ୍ସବ ର ଉଦ୍ଘାଟନ କଲେ ମନ୍ତ୍ରୀ ଅତନୁ |

25-Dec-2022



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା)ଆରମ୍ଭ ହୋଇଯାଇଛି ନୟାଗଡ ମହୋତ୍ସବ | ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଓ ଖାଉଟି କଲ୍ୟାଣ ଏବଂ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାକୁ ଉଦଘାଟନ କରିଛନ୍ତି | ପ୍ରଥମ ଦିନ ଅନୁଷ୍ଠିତ ସଭାରେ ପୁରୀ ସାଂସଦ ପିନାକୀ ମିଶ୍ର, ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ , ନୟାଗଡ ଜିଲ୍ଲାପାଳ ପ୍ରମୂଖ ସମ୍ମାନୀତ ଅତିଥି ରୂପେ

ମଞ୍ଚାସିନ ରହିଥିଲେ | କାର୍ଯ୍ୟକ୍ରମ ଅବସରରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ନାୟକ ତାଙ୍କ ବକ୍ତବ୍ୟରେ ନୟାଗଡ଼ର ବିକାଶ ଦେଖିବା ପାଇଁ ଅନ୍ୟ ଜିଲ୍ଲାରୁ ଲୋକମାନେ ଆସିବା ଆବଶ୍ୟକ ବୋଲି କହିଥିଲେ ।ବିଶ୍ବ ସ୍ତରୀୟ ବଲାଙ୍ଗୀ ପାର୍କ ଏବଂ ସହର ସୌନ୍ଦର୍ଯ୍ୟ କରଣ କାର୍ଯ୍ୟକୁ ପ୍ରଶଂସା କରିଥିଲେ ମନ୍ତ୍ରୀ । ୨୨ ବର୍ଷ ମଧ୍ୟରେ ଅନେକ ମହୋତ୍ସବ ଦେଖୁଛି, କିନ୍ତୁ ନୟାଗଡ଼ ମହୋତ୍ସବର ବାସ୍ନା ଟିକେ ଅଲଗା ବୋଲି କହିଥିଲେ । ପୁରୀ ସାଂସଦ ପିନାକୀ ମିଶ୍ର ତାଙ୍କ ବକ୍ତବ୍ୟରେ ନବୀନ ସରକାର ସମୟରେ ଓଡ଼ିଶା ବିକାଶ କଥା କହିବା ସହ ନୟାଗଡ଼ ବିକାଶ ପାଇଁ ବିଧାୟକଙ୍କୁ ପ୍ରଶଂସା କରିଥିଲେ । ସେହିଭଳି ଭାବେ ମହୋତ୍ସବର ପୃଷ୍ଠପୋଷକ ତଥା ନୟାଗଡ଼ ବିଧାୟକ ଡ. ସାହୁ

ନୟାଗଡ଼ ଆଉ ପାହାଡ଼ ମଧ୍ୟରେ ସୀମିତ ନାହିଁ , ବରଂ ଏହାର ବିକାଶ ଏବଂ ଉନ୍ନତି ପାହାଡ ଠାରୁ ଉଚ୍ଚରେ ବୋଲି ପ୍ରକାଶ କରିଥିଲେ,ସାମୁହିକ ପ୍ରଚେଷ୍ଟାରେ ନୟାଗଡ ଉନ୍ନତି ପଥରେ ଥିବାରୁ ସେ ସମସ୍ତ ନୟାଗଡ ବାସୀଙ୍କୁ କୃତଜ୍ଞତା ଜଣାଇଥିଲେ |  ଏହି ମହୋତ୍ସବର ପ୍ରଥମ ଦିନରେ ହଜାର ହଜାର ଜିଲ୍ଲାବାସୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉପଭୋଗ କରିଥିବା ଦେଖା ଯାଇଛି | ସାଂସ୍କୃତିକ କାର୍ଯ୍ୟକ୍ରମ ଓଡ଼ିଶୀ ନୃତ୍ୟର ଝଲକ ଦେଖିବାକୁ ମିଳିଛି ଏବଂ ସଙ୍ଗୀତ ରେ ମଜ୍ଜି ଥିଲେ ଉପସ୍ଥିତ ଅତିଥି ବୃନ୍ଦ ଓ ଦର୍ଶକ ମାନେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like