-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ମାଁ ରାଏଗଡେନ୍ ସ୍ପୋଟ୍ସ କ୍ଲବ୍ ଦ୍ଵାରା ଟି-ଟେନ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ୍ ଉଦଯାପିତ

26-Dec-2022



ରେଗେଡ଼ା(ପ୍ରଦିପ କୁମାର ସାହୁ)
 କଳାହାଣ୍ଡି କର୍ଲାମୁଣ୍ଡା ବ୍ଲକ ସ୍ଥାନୀୟ ରେଗେଡ଼ା ସ୍ଥିତ ଗ୍ରୀନ୍ ପାର୍କ୍ ଷ୍ଟାଡିୟମ୍ ଠାରେ ମାଁ ରାଏଗଡେନ୍ ସ୍ପୋଟ୍ସ କ୍ଲବ୍ ଦ୍ଵାରା ଟି-ଟେନ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ୍ ଉଦଯାପିତ ହୋଇଯାଇଛି। 
କଶୃପଡା ବନାମ୍ ଗଜ୍‌ବାହାଲ୍ ମଧ୍ୟରେ ଫାଇନାଲ୍ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଗଜ୍‌‌ବାହାଲ୍ ଟସ ଜିତି ବ୍ୟାଟିଙ୍ଗ କରି ନିଧାରିତ ୧୦ ଓଭର ୬ ଉଇକେଟ ହରାଇ  ୮୧ ରନ ସଂଗ୍ରହ କରିଥିବା ବେଳେ କଶୃପଡା ୮.୩ ଓଭର ଓ ୨ ଉଇକେଟ ହରାଇ ୮୫ ରନ କରି ଚାମ୍ପିୟାନ ହୋଇଥିଲେ।

ଏହି ମ୍ୟାଚ ରେ ବିବେକସେନା ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଖେଳାଳୀ ଓ କ୍ଳବ ର ସମସ୍ତ ସଦଶ୍ୟ ଙ୍କୁ ଉତ୍ସାହିତ କରିବା ସହ ଖେଳ ଦେହ ଓ ମନ କୁ ଶୁଦ୍ଧ ଓ ନିରୋଗୀ ରଖେ ବୋଲି ନିଜ ବ୍ୟକ୍ତବ୍ୟରେ କହିଥିଲେ। ସଂମ୍ମାନିତ ଅତିଥି ରୂପେ ରେଗେଡ଼ା ସରପଞ୍ଚ ଦୀପ୍ତିରାଣୀ ସାହୁ,ସମିତି ସଭ୍ୟ ଗେଲ କମ୍ପ, ନାଏବ ସରପଞ୍ଚ ସନ୍ଧ୍ୟା ରାଣୀ ବାଗ, କ୍ଷୀର ସାଗର ଦାଶ କ୍ଲବ ସଭାପତି ଗୁଣନିଧି ଭୋଇ ଉପସ୍ଥିତ ଥିବା ବେଳେ ପ୍ରଶାନ୍ତ ଦାଶ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like