-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||     

HOME   ଜିଲ୍ଲା

ପାଙ୍କେଲ ବାହାଲ ସାପ୍ତାହିକ ବଜାରକୁ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ

26-Dec-2022



ବଲାଙ୍ଗୀର(ପ୍ରେରଣା ଖବର) ପୁଇନ୍ତଲା ବ୍ଲକ୍ ଅନ୍ତର୍ଗତ ବହଲ ପଦର୍ ଗ୍ରାମ ପଞ୍ଚାୟତ ର ପଙ୍କେଲ ବାହାଲ ଗ୍ରାମ ନିକଟରେ ଥିବା ସାପ୍ତାହିକ ବଜାର କୁ ଗତକାଲି ତା ୨୫.୧୨.୨୦୨୨ ରିଖ ବିଳମ୍ବିତ ରାତ୍ରରେ କେହି ଦୁର୍ବୃତ୍ତ ସେଠାରେ ଦୋକାନ ପାଇଁ ରଖାଯାଇଥିବା ବାଉଁଶ ମାନଙ୍କୁ ନେଇ ଯାଇଥିବା ବେଳେ କିଛି  ବାଉଁଶ କୁ ଜାଳି ଦେଇଥିବା ଚର୍ଚ୍ଚା ହେଉଛି । ସ୍ବର୍ଗତ ରମେଶ ଚନ୍ଦ୍ର ବାଗ ଲୋକଙ୍କ ସୁବିଧା ପାଇଁ ଏହି ବଜାର ବସାଇଥିବା ତଥା ଅଞ୍ଚଳରେ ବସବାସ କରୁଥିବା ବାସିନ୍ଦା ମାନଙ୍କ ମନୋରଞ୍ଜନ ପାଇଁ ୨୦୧୭ ରେ ଧନୁଯାତ୍ରା ଆରମ୍ଭ କରିଥିବା ସ୍ଥାନୀୟ ଜନସାଧାରଣ ଚର୍ଚ୍ଚା କରନ୍ତି ।ଏହି ବଜାର ଉପରେ ଆଖପାଖ ଅଞ୍ଚଳର ଲୋକେ ନିର୍ଭର କରନ୍ତି। ଚାଷୀ ମାନେ ନିଜ ଉତ୍ପାଦିତ ଦ୍ରବ୍ୟ ଆଣି ଏଠାରେ ବିକ୍ରି କରି ସ୍ବାବଲମ୍ବୀ ହେବା ସହ ତାଜା ପନିପରିବା ଯୋଗାଇ ଦେଇଥାନ୍ତି । କରୋନା ପାଇଁ ୨୦୧୯ ରୁ ୨୦୨୧ ପର୍ଯ୍ୟନ୍ତ ଧନୁଯାତ୍ରା ବନ୍ଦ ରହିଲା ।ଚଳିତବର୍ଷ ନିଜ ସ୍ବାର୍ଥ ପାଇଁ କିଛି ବ୍ୟକ୍ତି ବିଶେଷ ଧନୁଯାତ୍ରା କରିବାପାଇଁ ସଜବାଜ ହେଉଥିବା ସହ ସାପ୍ତାହିକ ବଜାରରୁ ବେଆଇନ ଭାବେ ଚାନ୍ଦା ଅସୁଲି କରୁଥିବା ଚର୍ଚ୍ଚା ହେଉଛି ।ଧନୁଯାତ୍ରା ରେ ଘୁଡୁ ଘୁଡୁ ପଟି ପଡ଼ୁଥିବା ଏବଂ ଅନେକ ଲୋକ ଅର୍ଥ ଲାଭ ଏବଂ ମନୋରଞ୍ଜନ ନିଶାରେ ସର୍ବସ୍ବାନ୍ତ ହେଉଥିବା ଯୋଗୁଁ ଧନୁଯାତ୍ରା କୁ ବିରୋଧ କରୁଥିବା ପ୍ରତିତ ହୁଏ । ବିରୋଧ ଯୋଗୁଁ ବଜାର କୁ ଭାଙ୍ଗି ନଷ୍ଟ କରି ଦିଆଯାଇଛି ବୋଲି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚର୍ଚ୍ଚା ହୁଏ ।ଆସନ୍ତା ଶୁକ୍ରବାର ଦିନ ବଜାର ବସିବ ।ବେପାରୀ ମାନେ କିଭଳି ବ୍ୟବସାୟ କରିବେ ବୋଲି ଚିନ୍ତାରେ ।ଏହି ବିଷୟ କୁ ନେଇ ଗ୍ରାମର କିଛି ଯୁବକ ସରପଞ୍ଚ,ବିଡ଼ିଓ ତଥା ପୋଲିସ କୁ ଲିଖିତ ଅଭିଯୋଗ ଦେବେ ବୋଲି ପ୍ରସ୍ତୁତ ହେଉଥିବା ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026

You Might Also Like