-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ଜୀଓ ଟାୱାର ଏଵଂ ରାସ୍ତା ପାଇଁ ପଞ୍ଚାୟତ ତାଲାବନ୍ଦ ଆନ୍ଦୋଳନ

26-Dec-2022



କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ୍ ଆଲାମି ଗ୍ରାମପଞ୍ଚୟତ କାର୍ଯ୍ୟାଳୟ ଠାରେ ଜିଓ ଟାୱାର ଏଵଂ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ରେ ରାସ୍ତା ନିର୍ମାଣ ପାଇଁ ଦାବୀ ଜୋର୍ ଧରିଛି। ଦୀର୍ଘ ସ୍ଵାଧୀନତାର ୭୫ ବର୍ଷ ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଞ୍ଚଳବାସୀ ଜୀଓ ନେଟୱର୍କ ର ସୁବିଧା ପାଇପାରୁନାହାନ୍ତି ଏଵଂ ପଞ୍ଚାୟତର ସାଇନପଦର୍ ଠାରେ 200 ଶଯ୍ୟା ବିଶିଷ୍ଟ ସେବାଶ୍ରମ ଥାଇ ମଧ୍ୟ ଆଜି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ହୋଇପାରୁନାହିଁ।ଆଲାମୀ ଗ୍ରାମପଞ୍ଚାୟତ ର ଯୁବନେତା ଆଦିତ୍ୟ କହଁରଙ୍କ ତତ୍ତ୍ଵାବଧାନରେ ପଞ୍ଚାୟତ ବାସୀ ଗ୍ରାମପଞ୍ଚାୟତ କାଯ୍ୟାଳୟରେ ତାଲା ପକାଇ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି।ଯେତେ ପର୍ଯ୍ୟନ୍ତ ଜିଲ୍ଲାପାଳ ହସ୍ତକ୍ଷେପ ନକରିଛନ୍ତି ସେ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ଯୁବନେତା ପ୍ରକାଶ କରିଛନ୍ତି।
ଫୁଲବାଣୀ ରୁ ଅନନ୍ତ କହଁର ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like