-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ମଣ୍ଡେଇ ପଡ଼ିଆ ରେ ପ୍ରତିଷ୍ଠିତ ଭିମା ଦେବ ଓ ରୈଲା ଦେବୀ ଙ୍କ ମୂର୍ତ୍ତି କୁ ଫୋପାଡି ଦିଆଗଲା

26-Dec-2022



ଗତ ଡ଼ିସେମ୍ବର ୧୧ ତାରିଖରେ ଆରମ୍ଭ ହୋଇଥିଲା ନବରଙ୍ଗପୁର ଜିଲ୍ଲା ସ୍ତରୀୟ ମଣ୍ଡେଇ ମହୋତ୍ସବ। ପାରମ୍ପରିକ ଦେବତା ଭୀମା ଓ ରୈଲା ଙ୍କ ବିଗ୍ରହ କୁ କରା ଯାଇଥିଲା ପ୍ରତିଷ୍ଠା। ମଣ୍ଡେଇ ଶେଷ ହେବା ପରେ ସମ୍ମାନ ର ସହ କୌଣସି ଗୁଡ଼ି କିମ୍ବା ପବିତ୍ର ସ୍ଥାନ ରେ ମୂର୍ତ୍ତି ଦ୍ବୟ କୁ ସ୍ଥାନାନ୍ତରିତ କରିବା

କଥା। କିନ୍ତୁ ପ୍ରଶାସନ ଓ ଆୟୋଜକ ମାନେ ମୂର୍ତ୍ତି ଦ୍ବୟ କୁ ଅବହେଳିତ ଭାବେ ଛାଡ଼ି ଦେବା ଓ ବର୍ତ୍ତମାନ ଅସମ୍ମାନ କରି ଫୋପାଡି ଦିଆ ଯାଇଥିବା ଫୋଟ ସବୁ ସାମାଜିକ ଗଣମାଧ୍ୟମ ରେ ଘୁରି ବୁଲୁଛି। ହିନ୍ଦୁ ମହାସଂଘ କେନ୍ଦ୍ରୀୟ ସମିତି ପ୍ରମୁଖ ଜୟନ୍ତ କୁମାର ପାତ୍ର ଭୀମା ଦେବ ଓ ରୈଲା ମାଁ ଙ୍କ ଅପମାନ କୁ ଅବିଭକ୍ତ କୋରାପୁଟ ଜିଲ୍ଲାବାସୀ ଙ୍କ ଅପମାନ ବୋଲି କହିଛନ୍ତି। ପୁରୁଷ ର ପ୍ରତୀକ ଭୀମା ଓ ପ୍ରକୃତି ର ପ୍ରତୀକ

ରୈଲା ମାଁ ଙ୍କ ପ୍ରତି ଏଭଳି ଅପ କର୍ମ ସଂପୂର୍ଣ୍ଣ ନିନ୍ଦନୀୟ ବୋଲି ସେ ମତବ୍ୟକ୍ତ କରିଛନ୍ତି। ଆଦିବାସୀ ହିନ୍ଦୁ ସଂସ୍କୃତିକୁ ଅବହେଳା କରା ଯାଇଛି ଏତିକି ପାଇଁ ସେ ସିଧା ଆୟୋଜକ ମାନଙ୍କୁ ଦାୟୀ କରିଛନ୍ତି। ଏହି ଘଟଣାକୁ ବରିଷ୍ଠ ସାମ୍ବାଦିକ ଭାଗୀରଥି ମଲିକ ଏବଂ ଯୁବ କବି ସବ୍ୟସାଚୀ ବିଶୋୟୀ ମଧ୍ୟ ଦୃଢ଼ ନିନ୍ଦା କରିଛନ୍ତି।

(ରିପୋର୍ଟ :ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like