-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ସହରାଂଚଳ  ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଅଣ ସଂକ୍ରମଣ ରୋଗ ଚିହ୍ନଟ ଶିବିର

26-Dec-2022



ବଲାଙ୍ଗିର(ପ୍ରେରଣା ଖବର) ସ୍ଥାନୀୟ ମିନା ଟେଣ୍ଟ ହାଉସ, ପେଲେସଲାଇନ ଠାରେ ମିନା ଟେଣ୍ଟ ଙ୍କ ସହଯୋଗ କ୍ରମେ ଜିଲ୍ଲା ସହରାଞ୍ଚଳ ପ୍ରାଥମିକ କେନ୍ଦ୍ର ତଥା ଓଡିଶା ସରକାରଙ୍କ ପରିବାର କଲ୍ୟାଣ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ- ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ତରଫରୁ ଏକ ଅଣସଂକ୍ରମଣ ସ୍ୱାସ୍ଥ୍ୟ ଶିବିରର ଆୟୋଜନ କରାଯାଇଥିଲା ଯେଉଁଠି ସହର ମଧ୍ୟରେ ଥିବା ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଏଠି ତାଙ୍କ ସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା ମାନ ଯଥା, ଉଚ୍ଚ ଓ ନିମ୍ନ ରକ୍ତଚାପ, ମଧୁମେହ, ସଠିକ ଉଚ୍ଚତା, ଓଜନ ଓ ବିଶେଷ ଭାବରେ କ୍ୟାନ୍ସର, ଭଳି ମାରାତ୍ମକ ବ୍ୟାଧି କୁ ଚିହ୍ନଟ କରି ତାଙ୍କ ପାଇଁ ଉଚିତ ପରାମର୍ଶ ଓ ଉପଯୁକ୍ତ ନିର୍ଦ୍ଧାରିତ ସ୍ଥାନ କୁ ପ୍ରେରଣ କରାଇବାକୁ ପରାମର୍ଶ ଦିଆଯାଇଥିଲା l ଉପରୋକ୍ତ ଶିବିରରେ ସର୍ବମୋଟ  ୧୭୦ ରୁ ଊର୍ଧ୍ଵ ଜନସାଧାରଣ ଆସି ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରାଇ ଥିଲେ ଓ ସଠିକ ଔଷଧ ଗ୍ରହଣ କରିଥିଲେ l
ଉପରୋକ୍ତ ଶିବିର ଏକ  ଉପଯୋଗୀ ଶିବିର ଯେଉଁଠି ଆମ  ଅଂଚଳର ବ୍ୟକ୍ତିବିଶେଷ ସ୍ୱାସ୍ଥ୍ୟ ପ୍ରତି ସାମାନ୍ୟ ସତର୍କତା ଅବଲମ୍ବନ କଲେ ଅନେକ ଗୁରୁତର ବ୍ୟାଧି ରୁ ମୁକୁଳି ଯାଇ ପାରିବେ ବୋଲି ସ୍ୱାସ୍ଥ୍ୟ ଶିବିର ରେ ଡା. ଦିବ୍ୟ କିଶୋର ପତି ( ADMO PH) ଓ  ଶ୍ରୀ ରାମାନୁଜ ପଣ୍ଡା APM(NHM) ଜଣାଇ ଥିଲେ l ପେଲେସଲାଇନ ଦୁର୍ଗା ମଣ୍ଡପ ର ଅନେକ ସଦସ୍ୟ ତାଙ୍କ ନିଜ ସ୍ୱାସ୍ଥ୍ୟ କୁ ପରୀକ୍ଷା କରିବାରେ ସଫଳ ହୋଇ ପାରିଥିବା ହେତୁ ଓ ଆସନ୍ତା ଦିନରେ ଏଭଳି ସ୍ୱାସ୍ଥ୍ୟ

ଚିକିତ୍ସାକୁ ଆହୁରି ବ୍ୟାପକ କରାଯିବା ଆବଶ୍ୟକ ବୋଲି ସଂଘ ତରଫରୁ ମତ ପ୍ରକାଶ ପାଇଥିଲା l ଉକ୍ତ ଶିବିରରେ ସତ୍ୟ ରଞ୍ଜନ ମିଶ୍ର ଓ ରବି ରଞ୍ଜନ ପୂଜାରୀ( ନିର୍ଦ୍ଦେଶକ, ଚେୟାରମେନ ପିସ ୟୁନିସନ ) ଯୋଗଦାନ କରି ଏହିଭଳି ଅନେକ ଶିବିର ଆୟୋଜନ ପାଇଁ ନିଜ ମତ ପ୍ରକାଶ କରିଥିବା ବେଳେ, ସ୍ୱାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ଡା. ଆଶିଷ ବିଶ୍ୱାସ,ଜାତୀୟ ସ୍ୱାସ୍ଥ୍ୟ ମିଶନର ସହଯୋଗୀ ମେନେଜର ରାମାନୁଜ ପଣ୍ଡା ଯୋଗଦାନ କରି ଏହି ସ୍ୱାସ୍ଥ୍ୟ ପରୀକ୍ଷାର ବିଶେଷତ୍ୱ ସମ୍ପର୍କରେ ସଭିଙ୍କୁ ସୂଚନା ଦେଇଥିଲେ l
ଉପରୋକ୍ତ ଶିବିରରେ ଡା. ସଂଧ୍ୟା ରାଣୀ ବିଶ୍ୱାସ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ର ସୁଶ୍ରୀ ରେଖା ଅଗ୍ରୱାଲ ଡାଟା ମ୍ୟାନେଜର ସୁଶ୍ରୀ ରୋନି ବଗର୍ତି (ଫାର୍ମାସିଷ୍ଟ ), ଶ୍ରୀମତୀ ମାମି ସିଂଦେଓ, ଶ୍ରୀମତୀ ରୋଜାଲିନା ହୋତା (ନର୍ସିଂ), ଶ୍ରୀମାନ ସତ୍ୟବ୍ରତ ପଧାନ (ଏଲ୍ ଟି), ମଣିଭଦ୍ର ସାହୁ , ଅଞ୍ଜଳୀ ନାଗ, ବିପିନ ବିହାରୀ ସେଟ,ଦାଶରଥି ପଧାନ ଇତ୍ୟାଦି ଙ୍କ ସହ ମିନା ଟେଣ୍ଟ ହାଉସ ର ସଭ୍ୟ ଗଣ ଏହି ଅଣସଂକ୍ରମଣ ସ୍ୱାସ୍ଥ୍ୟ ଶିବିରକୁ ସଫଳ କରାଇବାରେ ସହାୟକ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like