-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଷାଠିଏ ଘର ଡୁମାଲ ସମାଜର କାର୍ଯ୍ୟକାରିଣୀ ବୈଠକ

26-Dec-2022



ବଲାଙ୍ଗିର, - ଜିଲ୍ଲା ସଭାପତି ଲମ୍ବୋଦର ମହାକୁରଙ୍କ ସଭାପତିତ୍ୱରେ ବେଲପଡା ବ୍ଲକ ସେମେଲପାଲି ଠାରେ ଏକ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୂର୍ବତନ ରାଜ୍ୟ ସଭାପତି ଦେବାର୍ଚ୍ଚନ ଚାଉଲିଆ, ପୂର୍ବତନ କୋଷାଧ୍ୟକ୍ଷ ଜିତେନ୍ଦ୍ର ବେହେରା, ହର୍ଡଖୋଲ କେନ୍ଦ୍ର ର ସଭାପତି ହୃଷିକେଶ ପଧାନ, ବଲାଙ୍ଗିର ଜିଲ୍ଲା ଡୁମାଲ ସମାଜର ଉପଦେଷ୍ଟା ମଣ୍ଡଳିର ମୁଖ୍ୟ ମଲିଆ ଗଡୁଆ, ଉପଦେଷ୍ଟା ଚକାନନ୍ଦ କମ୍ପ, ବିଶ୍ୱାମିତ୍ର ବଘାର, ଦୟାନିଧି ଖମାରୀ, ନାରାୟଣ କମ୍ପ, ସୁବଳ ଖମାରୀ, ସୁରେଶ କରନ ଏବଂ ବିଭିନ୍ନ କେନ୍ଦ୍ର ସଭାପତି ଓ ସଂପାଦକ ମଂଚାସିନ ହୋଇ ନିଜର ବକ୍ତବ୍ୟ ରଖିଥିଲେ । ସେମେଲପାଲି କେନ୍ଦ୍ରର ସଭାପତି ରୂପେ କନ୍ଦର୍ପ ଦନ୍ତା,

ସଂପାଦକ ରୂପେ ନବ କିଶୋର ଡାଙ୍ଗ, କୋଷାଧ୍ୟକ୍ଷ ସୁରେସ ମହାକୁର ନିର୍ବାଚିତ ହୋଇଥିଲେ । ଉପଦେଷ୍ଟା ମଣ୍ଡଳିର ମୁଖ୍ୟ ଶ୍ରୀ ଗଡୁଆ ଏବଂ ଜିଲ୍ଲା ସଂପାଦକ ଇନ୍ଦ୍ରମଣି ବାରିକ ପରାମର୍ଶ ଅନୁସାରେ ୬ ଜଣ ସଭ୍ୟଙ୍‌କୁ ରାଜ୍ୟ ପରିଷଦ ସଭ୍ୟ ରୂପେ ମନୋନିତ କରାଯାଇଥିଲା । ଜନ ଗଣନା ଉପରେ ଆଲୋଚନା କରାଯାଇ ଆସନ୍ତା ୬ ମାସ ମଧ୍ୟରେ ସମସ୍ତ କେନ୍ଦ୍ର ର ପ୍ରତ୍ୟେକ ଗ୍ରାମର ଡୁମାଲ ପରିବାରର ପରିସଂଖ୍ୟାନ କରିବା ନିମିତ୍ତ ଉପସ୍ଥିତ ସମସ୍ତ ସଭାପତି ଓ ସଂପାଦକମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରାଯାଇଥିଲା । ଏହି ପରିସଂଖ୍ୟାନ କାର୍ଯ୍ୟ ସମାପ୍ତ କରିବା ପାଇଁ ଚକାନନ୍ଦ କମ୍ପ ପ୍ରତିଶୃତି ପ୍ରଦାନ କରିଥିଲେ ।  ଏତଦ୍ ବ୍ୟତିତ ସେମେଲପାଲିର ମାହେଶ୍ୱରୀ ସେନାର ଯୁବକମାନେ ଏହି କାର୍ଯ୍ୟକ୍ରମ ପରିଚାଳନାରେ ସମ୍ପୁର୍ଣ୍ଣ ରୂପେ ସାହାଯ୍ୟ ଏବଂ ସହଯୋଗ କରିଥିଲେ । ପରିଶେଷରେ କୋଷାଧ୍ୟକ୍ଷ ସୁୁରେଶ ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like