-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ କଳା ପରିଷଦ ୧୯ତମ ତ୍ରିଦିବସୀୟ ପ୍ରତିଭା ମହୋତ୍ସବ ।

26-Dec-2022



 କଟକ ସଦର କନ୍ଦରପୁର ଥାନା ଅନ୍ତର୍ଗତ ସରସ୍ଵତୀ କଳା ପରିଷଦର ୧୯ ତମ ପ୍ରତିଭା ସମ୍ମାନ ମହୋତ୍ସବ ଦ୍ୱିତୀୟ ଦିବସ ବହୁ ଆଡ଼ମ୍ବରରେ ପାଳିତ ହୋଇଯାଇଛି। ଏହି ମହୋତ୍ସବର ପ୍ରଥମ ଅଧିବେଶନରେ ଅତିଥି ଭାବରେ ସାହିତ୍ୟିକ ଓ ନିତିଦିନ ଖବରକାଗଜ ବିଭାଗୀୟ ମୁଖ୍ୟ ସାମ୍ବାଦିକ ଶ୍ରୀ ଗୋବିନ୍ଦ, ଶିକ୍ଷାବିତ୍ ତଥା କଟକ ଏକାଡେମି କନସେଟ ସ୍କୁଲ ପ୍ରତିଷ୍ଠାତା ପ୍ରଭାତ ତ୍ରିପାଠୀ, ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସମାଜସେବୀ ଗଙ୍ଗାଧର ବେହେରା, ଭୁବନେଶ୍ୱର ଆୱାଜ୍ ମିଡ଼ିଆ ମୁଖ୍ୟ  ସାମ୍ବାଦିକ ସତ୍ୟବ୍ରତ, ସାମାଜିକ କର୍ମୀ ସଂଗଠକ ସୀତାରାମ ପଣ୍ଡା ଓ କଳାକାର ଓ ସମାଜସେବୀ ସମରେନ୍ଦ୍ର ମହାପାତ୍ର ଯୋଗ ଦେଇଥିଲେ। ସେହିଭଳି ଦ୍ଵିତୀୟ ଅଧିବେଶନରେ ଅତିଥି ଭାବରେ ଅର୍ଗସ ଟିଭି ସାମ୍ବାଦିକ ଦୁର୍ଗା ସିଶି , ସମାଜସେବୀ ଓ ଉତ୍କଳ ବିକାଶ ପରିଷଦ ସଭାପତି ଇଂ.ପ୍ରକାଶ ଚନ୍ଦ୍ର ସେଠୀ, ସମାଜସେବୀ ଓ ଆସୋଷ୍ଟି ଫାଉଣ୍ଡେସନ ସଂଗଠିକା ବିଜୟଲକ୍ଷ୍ମୀ ମହାପାତ୍ର, ଅଭୟ ଦାସ, ଗୁରୁ ରମାକାନ୍ତ ସାହୁ  ଯୋଗଦାନ କରିଥିଲେ।

 ପରିଷଦର ସଭାପତି ପ୍ରତିଭା ଶତପଥି, ସମ୍ପାଦକ ନାଟ୍ୟକାର ଗୁରୁ ଅଶୋକ କୁମାର ପଟ୍ଟନାୟକ, ଉପସଭାପତି ପ୍ରଫୁଲ୍ଲ ଦାସ ଓ କର୍ମକର୍ତ୍ତା ଦୈତାରି ପ୍ରଧାନ, ଦୁର୍ଗା ଚରଣ ପରିଡ଼ା, ହେମନ୍ତ ପ୍ରଧାନ, ବିକ୍ରମ ନନ୍ଦ, ବାବୁଲି ପାତ୍ର, ପ୍ରଭାତ ମଲ୍ଲିକ ଓ ବିଶ୍ଵନାଥ ସାହୁ ପ୍ରଭୃତି ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ପ୍ରତିଷ୍ଠିତ ସମାଜସେବୀ ଓ ସାମ୍ବାଦିକ ବ୍ୟକ୍ତିବିଶେଷଙ୍କୁ ଅନୁଷ୍ଠାନ ତରଫରୁ ସମ୍ବର୍ଦ୍ଧନା କରାଯାଇଥିବାବେଳେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନେ ବହୁମୁଖି ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

(କଟକ ରୁ ନାରାୟଣ ଭୂୟାଁ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026

You Might Also Like