-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଓଁ ସରସ୍ବତୀ ଶିଶୁ ମନ୍ଦିର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା

26-Dec-2022



କଟକ (ପ୍ରେରଣା ଖବର)
କାଳୀଗଳିସ୍ଥିତ ସରସ୍ବତୀ ଶିଶୁ ମନ୍ଦିରର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା  ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ଅରୁଣ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ୫୦ ମିଟର,୧୦୦ ମିଟର,୨୦୦ ମିଟର,୪୦୦ ମିଟର,ଗୋଳା ଫିଙ୍ଗା, ଥାଳିଆ ଫିଙ୍ଗା, ଗଣିତ କସା, ରଙ୍ଗ ଖେଳ, ସଙ୍ଗୀତ ଚୌକି,ଆଳୁ ଚାମୁଚ, ଅଖା ଡିଆଁ,ମିଠେଇ ଦୌଡ଼ ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଶେଷରେ ରିଲେ ରେସରେ ନବମ ଶ୍ରେଣୀର ଛାତ୍ରଛାତ୍ରୀ ଚମ୍ପିୟାନ ହୋଇଥିଲା। ପ୍ରଧାନ ଆଚାର୍ଯ୍ୟ ପ୍ରଭାତ କୁମାର ବେହେରା ସଭାପତିତ୍ୱରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ପ୍ରିନ୍ସିପାଲ୍ ତଥା କ୍ରୀଡ଼ା ଭାରତୀ ରାଜ୍ୟ ଉପସଭାପତି ଡ଼ଃ ଅଶୋକ କୁମାର ନାୟକ, ସଂମାନୀୟ ଅତିଥି କ୍ରୀଡ଼ାବିତ ତଥା ସାମ୍ବାଦିକ ଲିଙ୍ଗରାଜ ପୃଷ୍ଟି ଯୋଗ ଦେଇ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ପଦକ ପ୍ରଦାନ କରିଥିଲେ।କ୍ରୀଡ଼ା ଶିକ୍ଷକ ଅଜୟ କୁମାର ସାହୁ ପ୍ରତିଯୋଗିତା ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଗୁରୁମା ଗୁରୁଜୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like