-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଭଲିବଲ ଟୁର୍ଣ୍ଣାମ୍ୟାଚ ....

26-Dec-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଚିନା ବାଡ଼ି ପଡ଼ିଆ ଠାରେ ହକି ବିଶ୍ୱ କପ ଉପ ଲକ୍ଷେ ଭଲି ବଲ ଟୁର୍ଣ୍ଣାମ୍ୟାଚ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏ ଅବସରରେ ବ୍ଲକ ର ବିଭିନ୍ନ ପଞ୍ଚାୟତ ରୁ ୮ଟି ଦଳ ଭାଗ ନେଇଥିଲେ।ଅଂଶ ଗ୍ରହଣ କାରି ମାନଙ୍କ ମଧ୍ୟରୁ ଉପଯୁକ୍ତ ଖେଳାଲି ଚୟନ କରାଯାଇ ବ୍ଲକ ଟିମ ଗଠନ କରାଯାଇଥିଲା।ଟୁର୍ଣ୍ଣାମ୍ୟାଚ କୁ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷ୍ୟା  ଶ୍ରୀ ମତୀ କୁନି ସାହୁ  ଯୋଗ ଦେଇ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ତହସିଲଦାର ମିଳନ କୁମାର ଝାଙ୍କର, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ବ୍ଲକ ସରପଞ୍ଚ ସଂଘ ସଭାପତି ବରୁଣ ଛତ୍ରୀଆ, ଗଜବାହଲ ସରପଞ୍ଚ ଅରବିନ୍ଦ ଗହୀର, ସମିତି ସଭ୍ୟ ଆନନ୍ଦ ନାଗ,ଗୋଲାପ ଶଙ୍କର ସାହୁ ପ୍ରମୁଖ ଯୋଗ ଦେଇ ଖେଳାଲି ମାନଙ୍କୁ ଉତ୍ସାହିତ କରିଥିଲେ।ମ୍ୟାଚ କୁ କ୍ରୀଡା ଶିକ୍ଷକ  ଲଳିତ ସାହୁ,ଲଳିତ ଦାଶ୍ , ରାଜିକିଶୋର ରଣା, କୃପାସିନ୍ଧୁ ପଟେଲ ପରିଚାଳନା କରିଥିଲେ ଓ ଭାରତ ଭୁଷଣ ଷଡ଼ଙ୍ଗୀ ସ୍କୋର ବୋର୍ଡ ଦାୟିତ୍ଵ ରେ ରହିଥିଲେ। ନରୋତ୍ତମ ସେଲମା  ଉଦଘାଟନୀ ଉତ୍ସବର ମଞ୍ଚ ପରିଚାଳନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ  କ୍ଳର୍କ ପ୍ରଦୀପ କୁମାର ମାଝୀ, ସିନିୟର କ୍ଳର୍କ ଯୋଗେଶ୍ୱର ପୋଢ଼,ଅଗ୍ନିଶମ ବିଭାଗ ଅଫିସର ଇନ ଚାର୍ଜ ଜଗଦୀଶ ମେହେର ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026

You Might Also Like