-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଚତୁର୍ଥ ପୂର୍ବାଞ୍ଚଳ ପେନକାକ ସିଲଟ ଚାମ୍ପିଅନସିପ ଅନୁଷ୍ଠିତ

26-Dec-2022



ବଲାଙ୍ଗୀର(ପ୍ରେରଣା ଖବର): କୋରାପୁଟ ଜିଲ୍ଲା,ପୂଜାରିପୁଟ ଇଣ୍ଡୋର୍ ଷ୍ଟାଡିୟମ୍ ଠାରେ ଚତୁର୍ଥ ପୂର୍ବାଞ୍ଚଳ ପେନକାକ ସିଲଟ ଚାମ୍ପିଅନସିପ ଅନୁଷ୍ଠିତ ହୋଇଯାଇଛି।ଓଡ଼ିଶା,ବିହାର,ୱେଷ୍ଟ ବେଙ୍ଗଲ, ଛତିଶଗଡ଼ ଏବଂ ଝାରଖଣ୍ଡ ଏଭଳି ୫ ଟି ରାଜ୍ୟରୁ ପ୍ରାୟ ୨୦୦ ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ଭାଗ ନେଇଥିଲେ ।ଏହି ଚାମ୍ପିଅନସିପ ର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କୋରାପୁଟ ବିଧାୟକ ରଘୁରାମ ପଡ଼ାଲ ଏବଂ

ଉଦଯାପନୀ ଉତ୍ସବ ମୁଖ୍ୟ ଅତିଥି ଭାବେ ପେନାକାକ ସିଲାଟ ର ଆନ୍ତର୍ଜାତିକ ରେଫରି ପ୍ରେମ ସିଂହ ଥାପା ଯୋଗଦାନ କରି ଖେଳର ମହତ୍ତ୍ଵ ଉପରେ ଆଲୋକପାତ କରିଥିଲେ।ଗୁରୁ ପ୍ରଶାନ୍ତ ପତ୍ର ଙ୍କ ଅଧ୍ୟକ୍ଷତାରେ ବଲାଙ୍ଗୀର

ଜିଲ୍ଲା ପେନାକାକ ସିଲାଟ ଆସୋସିଏସନ୍ ର ୭ ଜଣ ଛାତ୍ର ଛାତ୍ରୀ ଭାଗ ନେଇ କୃତିତ୍ୱ ହାସଲ କରିଥିଲେ । ସେମାନଙ୍କ ମଧ୍ୟରେ ସ୍ଥିତ ପ୍ରଜ୍ଞା ମିଶ୍ର,ଏବଂ କ୍ରିତିକା ଅଗ୍ରୱାଲ ସୁବର୍ଣ୍ଣ ପଦକ,ପ୍ରିନ୍ସ ପାତ୍ର,ରୋହିତ କୁମାର ସାହୁ,ଖୁସିରାମ ସେଠ୍ ଏବଂ ସୁଶ୍ରୀ ଦେବାଂଶି ରୌପ୍ୟ ପଦକ ହାସଲ କରିଥିବା ବେଳେ ତ୍ରିଲୋକେଶ ଶତପଥୀ ବ୍ରୋଞ୍ ପଦକ ହାସଲ କରି ବଲାଙ୍ଗୀର ର ଗୌରବ ଅର୍ଜନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like