-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||     

HOME   ଅପରାଧ

ମାଁ ର ଅଭିଯୋଗ ପୁଅକୁ ପିଟି ପିଟି ମାରିଦେଲା

27-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ)ବୃଦ୍ଧା ସମୟରେ ପୁଅର ସେବା ପାଇ ଜୀବନ ସାର୍ଥକ ହେବ ଭାବୁଥିବା ମାଁ ସନ୍ଧ୍ୟାରାଣୀ ସେବକ(୬୦) ସବୁଦିନ ପାଇଁ ପୁଅକୁ ହରାଇଲା,କାଣାଟେ ଭୁଲ କଳା ଜେ ମୋର ପୁଅକୁ ପିଟି ପିଟି ମାରି ଦେଲେ ବୋଲି ଆଖିରୁ ଲୁହ ନିଗାଡି କୋହଭରା ବୟସାଧ୍ୟ ମା ବିନିକା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।ଘଟଣା ପରେ ପୋଲିସ ଅଭିଯୁକ୍ତ କୁ ଗିରଫ କରି ଥାନାରେ ଅଟକ ରଖି ଟିକି ନିଖି ଭାବରେ ପଚରା ଉଚୁରା ଜାରି ରଖିଛି । ଦେଇଥିବା ଲିଖିତ ଅଭିଯୋଗ ପତ୍ରରୁ ଜଣା ଯାଇଛି ଯେ ବିନିକା ଏନଏସି ଅନ୍ତର୍ଗତ ୩ନଂ ୱାର୍ଡ ଗୁଲାପଡା ଗ୍ରାମର ପଣ୍ଡୁ ବେହେରା ରବିବାର ସକାଳେ ଘରକୁ ଆସି ତୋ ପୁଅକୁ ଜୀବନରେ ମାରି ଦେବାକୁ କହି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲା ପରେ ମୋ ପୁଅ ପ୍ରକାଶ ସେବକ ନଦୀକୁ ଗାଧୋଇ ଯାଇଥିବା ବେଳେ ସେଠାରେ ଇଟା ଓ ପଥରରେ ମୁହଁ,ମୁଣ୍ଡରେ ଆଘାତ କରି ରକ୍ତ ଜୁଡୁ ଜୁଡୁ ଅବସ୍ଥାରେ ସ୍କୁଟିରେ ବସାଇ ଘରକୁ ଆଣି କଚାଡି ଦେବାରୁ ସେ ଚେତାସୁଣ୍ୟ ହୋଇ ପଡ଼ିଥିଲା ।ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ଅଟୋ ସହାୟତାରେ ଚିକିତ୍ସା ପାଇଁ ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଦେଖି ଡାକ୍ତର ବୁର୍ଲା ସ୍ଥାନାନ୍ତରିତ କରିଥିଲେ ।ସେଠାରେ ଚିକିତ୍ସାଧୀନ ଥିବାବେଳେ ପ୍ରକାଶ ର ମୃତ୍ୟୁ ଘଟିଥିଲା । ଶବ ବ୍ୟବଚ୍ଛେଦ ପରେ ପ୍ରକାଶ ର ମୃତ ଶରୀର ସୋମବାର ଗ୍ରାମକୁ ଆସିବା ପରେ ଶୋକାକୁଳ ପରିବେଶ ସୃଷ୍ଟି କରିଥିଲା ।ଘଟଣା ପରେ ବଲାଙ୍ଗୀର ରୁ ସାଇଣ୍ଟିଫିକ ଟିମ ଆସି ତଦନ୍ତ କରି ଫେରି ଯାଇଥିବା ବେଳେ ବିନିକା ପୋଲିସ ଥାନାଧିକାରୀ ପବିତ୍ର ସାହୁଙ୍କ ନେତୃତ୍ୱରେ ଷ୍ଟାଫ ଅଭିଯୁକ୍ତ ପଣ୍ଡୁ କୁ ଗିରଫ କରି ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026
  ଜିଲ୍ଲା  
୨୮୦ ବ୍ୟାଗ୍ ଡିଏପି ସାର ଜବତ   26-Jun-2026
  ଜିଲ୍ଲା  
ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   26-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026

You Might Also Like