-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ମାଁ ଦ୍ୱାରସେହ୍ନି ଫୁଟବଲ ପ୍ରଥମ ସେମିଫାଇନାଲ ,ଖଡ଼ିଆଳ କୁ ହରାଇ ପତ୍ରାପାଳି ଫାଇନାଲରେ

27-Dec-2022



ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ପଲ୍ଲୀଶ୍ରୀ ହାଇସ୍କୁଲ ଖେଳ ପଡ଼ିଆରେ ୨୨ ତାରିଖରୁ ଚାଳିଥିବା ଜୟମାଁ ଦ୍ୱାରସେହ୍ନି ଫୁଟବଲ ପ୍ରତିଯୋଗିତାର ପଞ୍ଚମ ଦିନରେ ଆଜି ପ୍ରଥମ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ମ୍ୟାଚ ଖଡ଼ିଆଳ ଓ ପତ୍ରାପାଳି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ପତ୍ରାପାଳି ଦଳର ଖେଳାଳି ମାନେ ସୁନ୍ଦର ପ୍ରଦର୍ଶନ କରି ୨-୦ ଗୋଲ ରେ ବିଜୟୀ ହୋଇ ଫାଇନାଲରେ ପ୍ରଥମ ଦଳ ଭାବରେ ପହଞ୍ଚିଛନ୍ତି । ଦ୍ଵିତୀୟ ସେମିଫାଇନାଲ ଆସନ୍ତାକାଲି ମଙ୍ଗଳବାର ଦିନ ହେବ। ଫାଇନାଲ ଶୁକ୍ରବାର

ଦିନ ହେବ । ଆଜିର ଖେଳରେ ଅତିଥିଭାବେ ବଲାଙ୍ଗିର ଜିଲ୍ଲା ସରପଞ୍ଚ ସଂଘ ସଭାପତି ବିରବର ସାହୁ , କୁଡ଼ସୁଡ଼ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ସଂଜୀବ ସାହୁ , ସମାଜସେବୀ ଅନିଲ କୁମାର ତ୍ରିପାଠୀ, ଅଲଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଯୁବରାଜ ବାଗ , ଝରିଆଲ ସରପଞ୍ଚ ଭରଦ୍ବାଜ ଗହୀର , ଜାମଖୁଣ୍ଟା ସରପଞ୍ଚ ଉଦ୍ଧବ ବେହେରା, ଗନ୍ଧରଲା ସରପଞ୍ଚଙ୍କ ପ୍ରତିନିଧି ପ୍ରଦୀପ ଜାଲ, ଚାନ୍ଦୋତରା ସରପଞ୍ଚ ଜିତେନ ବଛା , ଅର୍ଷାତୁଲା ସରପଞ୍ଚଙ୍କ ପ୍ରତିନିଧି ଟଙ୍କଧର ପୁଟେଲ , ଯୁବନେତା ନିତ୍ୟାନନ୍ଦ ପୃଷେଠ, ସଞ୍ଜୀବ ଛୁରା ପ୍ରମୁଖ ଯୋଗଦେଇ ଖେଳାଳି ମାନଙ୍କୁ

ଉତ୍ସାହିତ କରିଥିଲେ । ଦୁଷ୍ମନ୍ତ ସାହୁ ଖେଳ ପରିଚାଳନା କରିଥିବାବେଳେ ବୁଲୁ ମାଝୀ ଓ ଡିସେମ୍ବର ଭୋଇ ଲାଇନ ରେ ସହଯୋଗ କରିଥିଲେ । ଅମୁଲ୍ୟ ସିଂଦେଓ , ଘାସି ରଣା ଓ ଓମ ପ୍ରକାଶ ସାହୁ ଖେଳର ଧାରା ବିବରଣୀ ପ୍ରଦାନ କରିଥିବା ବେଳେ ଆୟୋଜକ କମିଟିର ସଞ୍ଜୟ ସାହୁ , ବିଟୁ ସାହୁ , ପିଣ୍ଟୁ ସାହୁ, ହେମନ୍ତ ସାହୁ ସୋନୁ ସାହୁ, ଉପେନ ସାହୁ , ଦୀପକ ମଳିକ, ଚନ୍ଦ୍ରକାନ୍ତ ଚନ୍ଦା ପ୍ରମୁଖ ପ୍ରତିଯୋଗିତାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like