-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଏକାଦଶ କୃଷି ଗଣନା 2021-22 ନିମନ୍ତେ ପ୍ରଥମ ଜିଲ୍ଲା ସ୍ତରୀୟ ସଂଯୋଜନା କମିଟି ବୈଠକ - ଜିଲ୍ଲାର ସମସ୍ତ 988 ଗୋଟି ଗ୍ରାମରେ ଜାନୁଆରୀରୁ ଆରମ୍ଭ ହେବ ସର୍ଭେ - ଜମିର ମାଲିକାନା, ଆକାର, ତଥା କୃଷି ଆନୁସଙ୍ଗିକ ବ୍ୟବହାର ଆଦି ସମ୍ପର୍କରେ ତଥ୍ୟ ସଂଗ୍ରହ

27-Dec-2022



ସୁବର୍ଣ୍ଣପୁର,ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଆନୁକୂଲ୍ୟରେ ହେବାକୁ ଯାଉଥିବା ଏକାଦଶ କୃଷି ଗଣନା ପାଇଁ ଜିଲ୍ଳା ପ୍ରଶାସନ ତରଫରୁ ପ୍ରଥମ ଜିଲ୍ଳା ସ୍ତରୀୟ ସଂଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ତଥା ଜିଲ୍ଳା କୃଷି ଗଣନା ଅଧିକାରୀ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଙ୍କ ପରାମର୍ଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ )ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ ଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ କୃଷି ଗଣନାର ଆଭିମୁଖ୍ୟ ସହିତ ଚଳିତ ବର୍ଷ ପାଇଁ ଏଥିରେ ସାମିଲ ହେବାକୁ ଥିବା ନୂତନ ନିୟମାବଳୀ ସମ୍ୱନ୍ଧରେ ଆଲୋଚନା କରାଯାଇଛି l 2023 ମାର୍ଚ୍ଚ 31ସୁଦ୍ଧା ସମ୍ପୂର୍ଣ ହେବାକୁ ଧାର୍ଯ୍ୟ କରାଯାଇଥିବା ସମୟ ଅନୁଯାୟୀ ଚଳିତ ଡିସେମ୍ବର ମଧ୍ୟରେ ସର୍ଭେ ପାଇଁ ଆବଶ୍ୟକ କର୍ମଚାରୀଙ୍କ ତାଲିକା ପ୍ରସ୍ତୁତି ସହ ତାଲିମ ପ୍ରଦାନ ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇ ଜାନୁଆରୀ ରୁ କ୍ଷେତ୍ରୀୟ ସର୍ଭେ କାର୍ଯ୍ୟ ଆରମ୍ଭ କରାଯିବ ନେଇ ବୈଠକରେ ସୂଚନା ପ୍ରଦାନ କରାଯାଇଛି l ଏହି କାର୍ଯ୍ୟକ୍ରମ କୁ ସୁବ୍ୟବସ୍ଥି ଓ ସୁପରିଚାଳନା ନିମନ୍ତେ ଜିଲ୍ଳା ଯୋଜନା ଓ ପରିସଂଖ୍ୟନ ବିଭାଗ ର କର୍ମଚାରୀ,କୃଷି ବିଭାଗର ଗ୍ରାମସେବକ ସହ ରାଜସ୍ବ ବିଭାଗର କ୍ଷେତ୍ର ଅଧିକାରୀ ସାମିଲ ରହିବେ l ଜିଲ୍ଲାର ସମସ୍ତ 988 ଗ୍ରାମ ରେ ଏହି ସର୍ଭେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ଏଥି ନିମନ୍ତେ 92 ଜଣ କର୍ମଚାରୀ ନିୟୋଜିତ ରହିବେ l ପ୍ରକାଶ ଥାଉକି  ଉଦାହରଣ ଭାବେ 20 ପ୍ରତିଶତ ଗ୍ରାମକୁ ସର୍ଭେ କରାଯାଇ 10 ମ କୃଷି ଗଣନା କରାଯାଇଥିବାବେଳେ ଚଳିତ ଏକାଦଶ କୃଷି ଗଣନା ରେ ଜିଲ୍ଲାର ଶତ ପ୍ରତିଶତ ଗ୍ରାମକୁ ଡିଜିଟାଲ ଭାବେ ମୋବାଇଲ ଆପ ଜରିଆରେ ସମସ୍ତ ସର୍ଭେ କରାଯାଇ 3ଟି ପର୍ଯ୍ୟାୟ ରେ ଡାଟାବେସ ପ୍ରସ୍ତୁତି କରାଯିବ l ଏହି ଗଣନା କାର୍ଯ୍ୟ ରେ ଜମିର ମାଲିକାନା, ଜମିର ଆକାର ପ୍ରକାର, କୃଷି ଯନ୍ତ୍ରପାତି ଉପଯୋଗ, ତଥା ଅନ୍ୟାନ୍ୟ କୃଷି ଆନୁସଙ୍ଗିକ ବ୍ୟବହାର, ଫସଲ ପ୍ରଣାଳୀ ଆଦି ଉପରେ ତଥ୍ୟ ସଂଗ୍ରହ କରାଯିବ l ଡିଜିଟାଲ ମାଧ୍ୟମରେ ଥିବା ଜମିର ରେକର୍ଡ କୁ ଏଥିପାଇଁ ବ୍ୟବହାର କରାଯିବ l ଏହି ଗଣନା କାର୍ଯ୍ୟର ପରିଚାଳନା ଓ ଅଗ୍ରଗତି ବିଭାଗ ୱେବ ପୋର୍ଟାଲ ରେ ମଧ୍ୟ ଅପଲୋଡ଼ କରାଯିବ l ଆଜି ର ଏହି ସଂଯୋଜନା କମିଟି ବୈଠକ ଜିଲ୍ଳା ଯୋଜନା ଓ ପରିସଂଖ୍ୟନ ଉପ ନିର୍ଦେଶକ ଶ୍ରୀ ଚତୁର୍ଭୁଜ ସାହୁ ଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଥିବାବେଳେ କମିଟିର ସଦସ୍ୟ ଉପନିର୍ଦେଶକ କୃଷି ଗୌରୀ ଶଙ୍କର ସିଂ, ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ଡ଼ଃ ଏ କେ କର, ସହକାରୀ ନିର୍ଦେଶକ ଉଦ୍ୟାନ ବିଭାଗ ହୃଷିକେଶ ଦାଶ, ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ଡି ଆଇ ଓ ବିକାଶ ରଞ୍ଜନ ନାୟକ ପ୍ରମୁଖ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like