-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଚାଷୀ ଙ୍କୁ ମାଡ଼ ମାରି ପେକ୍ସ୍ ସମ୍ପାଦକ ହରଡ  ଘଣାରେ

27-Dec-2022



ବେଲପଡ଼ା(ପ୍ରେରଣା ଖବର) - ବଲାଙ୍ଗୀର ଜିଲ୍ଲା ବେଳପଡ଼ା ଅନ୍ତର୍ଗତ ଘାଘୂର୍ଲି ପେକ୍ସ ସମ୍ପାଦକ ମହେଶ ପ୍ରତାପ ପାଣିଗ୍ରାହୀ ଙ୍କ ବିରୁଦ୍ଧରେ ଚାଷୀ ଖୁସିରାମ୍ ମହାକୁଡ ଆଣିଛନ୍ତି ସଙ୍ଗୀନ ଅଭିଯୋଗ ।  ପେକ୍ସ୍ ସମ୍ପାଦକ କୁଆଡେ ଖୁଶିରାମ ଙ୍କୁ ୨/୩ ଚାପୁଡ଼ା ମାରିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ ।ଖବର ପାଇ ଅତିରିକ୍ତ ତହସିଲଦାର ବେଳପଡ଼ା ଏବଂ ଏସି ଏସ ଓ ପାଟଣାଗଡ଼ ଘାଘୁର୍ଲି ପେକ୍ସ୍ କୁ ଯାଇ ତଦନ୍ତ କରିଥିଲେ । ଉପରୋକ୍ତ ଘଟଣା କୁ ନେଇ ଚାଷୀ ବେଳପଡ଼ା ଥାନାରେ ଗତ ତା ୨୫.୧୨.୨୦୨୨ ରିଖ ପେକ୍ସ୍ ସମ୍ପାଦକ ମହେଶ ପ୍ରତାପ ପାଣିଗ୍ରାହୀ ଙ୍କ ବିରୁଦ୍ଧରେ ଏତଲା ଦେଇଥିଲେ । ସୂଚନା ଅନୁଯାୟୀ ଖୁଶିରାମ୍ ଘଘୁର୍ଲି  ପେକ୍ସ୍ ଅଧିନସ୍ଥ ଜଣେ କ୍ଷୁଦ୍ର ଚାଷୀ ଅଟନ୍ତି । ତାଙ୍କର ଅମଳ ଧାନ ବିକ୍ରି କରିବା ପାଇଁ  ପାଇଥିବା ଟୋକନ୍ ଅନୁସାରେ ସେ ୧୯.୧୨.୨୦୨୨ ରେ ପେକ୍ସ୍ କୁ ଧାନ ଦେବା ପାଇଁ ନିର୍ଦ୍ଦେଶ ରହିଥିଲା ଏବଂ ୭ ଦିନ ମଧ୍ୟରେ ଧାନ ନିଶ୍ଚିତ ଭାବରେ ମଣ୍ଡିକୁ ଆଣିବାର ସୁଯୋଗ ମିଳିଥିଲା । ସେହି ଅନୁସାରେ ସେ ପେକ୍ସ୍ ସମ୍ପାଦକ ଙ୍କୁ ପଚାରି ତା,୨୪.୧୨.୨୦୨୨ ରିଖରେ ୧୦୯ ବସ୍ତା ଧାନ ନେଇ ପହଞ୍ଚିଥିଲେ  ।ଧାନ ଆଣିବା ଦେଖି ମହେଶ ରାଗିଯାଇ ଖୁସୀରାମ ଙ୍କୁ ୨/୩  ଚାପୁଡ଼ା ମାରିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିବା ଲିଖିତ ଅଭିଯୋଗ କରିଛନ୍ତି । ରାଗି ଚାପୁଡ଼ା ମାରିବା ର କାରଣ ,ସମ୍ପାଦକ ମହେଶ କୁଆଡେ ଚାଷୀ ଖୁସୀରାମ୍ ଙ୍କୁ ଧାନ ଆଣିବା ପୂର୍ବରୁ ୨୦୦୦ ଟଙ୍କା ଲାଞ୍ଚ ମାଗିଥିଲେ । ୨୦୦୦ ଟଙ୍କା ନ ଦେଇ ଧାନ ଧରି ସିଧା ସଳଖ ମଣ୍ଡି କୁ ଆସିଥିବାରୁ ସମ୍ପାଦକ ରାଗିଯାଇ ଚାପୁଡ଼ା ମାରିଥିବା ଖୁଶୀରାମ ଲିଖିତ ଅଭିଯୋଗ କରିଛନ୍ତି । ପେକ୍ସ୍ ସମ୍ପାଦକ ଙ୍କ ଏଭଳି ବ୍ୟବହାର ରେ ଚାଷୀ ଅତିଷ୍ଟ ହୋଇଥିଲେ । ଏଭଳି ଦୁର୍ନୀତି ଯୋଗୁଁ ବିଗତ ଦିନରେ ପେକ୍ସ୍ ସମ୍ପାଦକ ମାନଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ନଜିର୍ ରହିଛି । ତେବେ ଉପରୋକ୍ତ ସମ୍ବେଦନଶୀଳ ଘଟଣା ପାଇଁ ଚାଷୀ ଖୁଶୀରାମ୍ ସମ୍ପାଦକ ମହେଶ ଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ଡି ଆର ସି ଏସ ଙ୍କୁ ଲିଖିତ ଅଭିଯୋଗ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like