-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ବାଜି ମାରିଲେ ଓଡିଆ ଖେଳାଳୀ

27-Dec-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ) ଆନ୍ତର୍ଜାତୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ବାଜଜିମାରିଲେ ଓଡିଆ ଖେଳାଳୀ । ଦିଲ୍ଲୀର ତାଲକୋଟରା ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଦି୍ୱତୀୟ ଆନ୍ତର୍ଜାତୀୟ ଓପନ ତାଇକଣ୍ଡୋ ପ୍ରତିଯୋଗିତାରେ ଭାଗନେଇ ବାଜି ମାରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଏହେସାସ ତାଇକଣ୍ଡୋ ଏକାଡେମୀର ୬ ପ୍ରତିଭାବାନ ଖେଳାଳୀ । ତାଲକୋଟରା ଇଣ୍ଡୋର ଷ୍ଟାଡିୟମ ଦିଲ୍ଲୀରେ ଏହା ୨୩ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ତାଲକୋଟରା ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଏହି ଦି୍ୱତୀୟ ଆନ୍ତର୍ଜାତୀୟ ଓପନ ତାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ଭାରତ ସମେତ ଇଜପଟ,କଙ୍ଗୋ ରିପବ୍ଲିକ,ଘାନା,ଦକ୍ଷିଣ କୋରିଆ,ନେପାଲ ଏବଂ ବାଙ୍ଗଲାଦେଶ ର ଖେଳାଳୀମାନେ ଅଂଶଗ୍ରହଣ କରିଥିଲେ । କୋଚ ଏହେସାସ ହୋତାଙ୍କ ନେତତ୍ୱରେ ଏହି ୬ ଜଣିଆ ଟିମ ସେଠାରେ ଅଂଶଗ୍ରହଣ କରିଥିଲେ । ତେବେ ସେଥିରେ ଅନ୍ୱେଶ ହୋତଙ୍କୁ କାଂସ୍ୟ ପଦକ,ହର୍ଷିତା ନାୟକଙ୍କୁ ସ୍ୱର୍ଣ୍ଣ ପଦକ,ବିଶ୍ୱରଂଜନ ସାହଙ୍କୁୁ ରୋପ୍ୟ ପଦକ,କୁମାର କାଶ୍ୟପ ଶଡଙ୍ଗୀ ସ୍ୱର୍ଣ୍ଣ ପଦକ,ଦେବାଶିଷ ଚରଣ ନାୟକ କାଂସ୍ୟ ପଦକଏବଂ ଆଶୁତୋଷ ଦାଶଙ୍କୁ ରୋପ୍ୟ ପଦକ ମିଳିଥିବା ଜଣାପଡିଛିା ସୁବର୍ଣ୍ଣପୁର ଜିଲ୍ଲାର ଏହି ଖେଳାଳୀଙ୍କୁ ସଫଳତା ମିଳିବା ପରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲି ସୁନିଲ ନରଓ୍‌ôାଣେ,ଜିଲ୍ଲା କ୍ରୀଡା ଅଧିକାରୀ ଅଭିଳାଶ ପୁରୋହିତ,ଓଡିଶା ତାଇକଣ୍ଡୋ ସଂଘର ସଂପାଦକ ମନମୋହନ ଭଂଜ,ଜିଲ୍ଲା ତାଇକଣ୍ଡୋ ସଂଘର ସଭାପତି ରବୀନ୍ଦ୍ର ହୋତା, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା,ପୁର୍ବତନ ସମିତି ସଭ୍ୟ ପିତାମ୍ବର ସାହୁଙ୍କ ସମେତ ଅନେକ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like