-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ରାଜ୍ୟ

ଭୂମିକା ପକ୍ଷରୁ ସର୍ବଭାରତୀୟ ମଠଖାଇ ମହୋତ୍ସବ-୨ଠ୨୩ ଜାନୁୟାରୀ ୮ରୁ 

27-Dec-2022



ବଲାଙ୍ଗିର(ପ୍ରେରଣା ଖବର)- ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଭୂମିକା ପକ୍ଷରୁ ଆସନ୍ତା  ୨ଠ୨୩ ଜାନୁୟାରୀ ୮ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ପାଂଚ ଦିନ ବ୍ୟାପୀ ସର୍ବଭାରତୀୟ ନାଟ୍ୟ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ପ୍ରତ୍ୟେକ ଦିନ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବିଭିନ୍ନ ନାଟ୍ୟାନୁଷ୍ଠାନ ପକ୍ଷରୁ ନାଟକ ପରିବେଷିତ ହେବ । ନାଟକର ପୂର୍ବ ଗୌରବକୁ ଫେରାଇ ଆଣିବା ପାଇଁ ଗ୍ରାମାଂଚଳ ସ୍ତରରେ ଏହାର ବ୍ୟାପକ ପ୍ରଚାର ପ୍ରସାର କରାଯିବ ଓ ଏହି ସମସ୍ତ କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ଆଜି ସ୍ଥାନୀୟ ଆଇନ ମହାବିଦ୍ୟାଳୟ ଠାରେ ଭୂମିକା ପକ୍ଷରୁ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀ ଏହି ସୂଚନା ଦିଆଯାଇଛି । ଭୂମିକା ଅନୁଷ୍ଠାନର ସଭାପତି  ବ୍ୟାସଦେବ ନନ୍ଦଙ୍କ ପରିଚାଳନାରେ ଆୟୋଜିତ ଏହି ସାମ୍ବାଦିକ ସମ୍ମିଳନୀର ଭୂମିକାର ୁପସଭାପତି ଚିତ୍ତରଂଜନ ଦାଶ ଯୋଗ ଦେଇ ପାଞ୍ଚ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ନାଟ୍ୟମହୋତ୍ସବର ପରିଚାଳନା ଓ ପରିବେଷିତ ହେବାକୁ ଥିବା ବିଭିନ୍ନ ଭାଷାର ନାଟକ ସଂପର୍କରେ ସୂଚନା ଦେଇଥିଲେ । ପ୍ରଥମ ସଂଧ୍ୟାରେ ହିନ୍ଦି ନାଟକ କୋର୍ଟ ମାର୍ସଲ, ଦ୍ୱିତୀୟ ଦିନ ବେଙ୍ଗୋଲି ନାଟକ ଟିଟାସ ଏକ୍ ଟା ନଦୀର ନାମ୍ , ତୃତୀୟ ସଂଧ୍ୟାରେ ଓଡ଼ିଆ  ନାଟକ ଫୁଲ୍ ଟେନ୍‌ସନ , ଚତୁର୍ଥ ସଂଧ୍ୟାରେ କୋସଲୀ ନାଟକ କିଂଚିତ ଭୋଗମ ଓ ଉଦ୍‌ଯାପନୀସଂଧ୍ୟାରେ ଛତିଶଗଡି ନାଟକ ସାକୁବାଇ ପ୍ରଦର୍ଶିତ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ପ୍ରତ୍ୟେକ ଦିନ ନାଟକ ସରିବା ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଏଠାକାର ଲୁକ୍କାୟିତ ପ୍ରତିଭା ଓ କଳାକାର ମାନଙ୍କୁ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ରହିଛି । ଏଥିସହ ପ୍ରତ୍ୟେକ ଦିନର ମଂଚକୁ ଜଣେ ଜଣେ ଦିବଂଗତ କଳାକାରଙ୍କ ନାମରେ ଉତ୍ସର୍ଗୀକୃତ କରାଯିବ ବୋଲି ସୂଚନା ଦିଆଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ମଠଖାଇ ମହୋତ୍ସବର ଅଧ୍ୟକ୍ଷ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ଭୂମିକାର ମୁଖ୍ୟ ପରାମର୍ଶଦାତା ପ୍ରଫେସର ମଧୁସୂଦନ ପତି ଓ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ମଂଚାସୀନ ରହି ନାଟ୍ୟ ମହୋତ୍ସବକୁ କିପରି ସଫଳ କରାଯାଇପାରିବ ଓ ଗ୍ରାମାଞ୍ଚଚଳରୁ କିପରି ଅଧିକରୁ ଅଧିକ ସଂଖ୍ୟକ ନାଟ୍ୟପ୍ରେମୀ ଏଥିରେ ଜୋଡି ହୋଇ ପାରିବେ ସେ ନେଇ ଆୟୋଜକ କମିଟିକୁ ବିଭିନ୍ନ ପ୍ରସ୍ତାବ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like