-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର: ସଦର ମହକୁମା ଚିକିତ୍ସାଳୟ ଠାରେ ସମ୍ଭାବ୍ୟ ମହାମାରୀ କରୋନା ର ପ୍ରତିକାର ଓ ମୁକାବିଲା ପାଇଁ ପ୍ରସ୍ତୁତି ଅଭ୍ୟାସ

27-Dec-2022



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ନବରଙ୍ଗପୁର ଜିଲ୍ଲା ସଦର ମହକୁମା ଚିକିତ୍ସାଳୟ ଠାରେ ସମ୍ଭାବ୍ୟ ମହାମାରୀ କରୋନା ର ପ୍ରତିକାର ଓ ମୁକାବିଲା ପାଇଁ ଏକ ପ୍ରସ୍ତୁତି ଅଭ୍ୟାସ (Mock Drill) ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ କୁ ନବରଙ୍ଗପୁର 

ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ନିଜେ ଉପସ୍ଥିତ ରହି ନିରୀକ୍ଷଣ କରିବା ସହିତ ମହାମାରୀ ର ସଫଳ ମୁକାବିଲା ପାଇଁ ସଦାସର୍ବଦା ସଜାଗ ରହିବା ପାଇଁ ପରାମର୍ଶ ଦେଇଥିଲେ । ସମ୍ଭାବ୍ୟ ମହାମାରୀ ର ମୁକାବିଲା ପାଇଁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ରେ ଦଶ ଗୋଟି ଆଇ ସି ୟୁ ବେଡ଼ ଏବଂ କୋଡ଼ିଏ ଟି ଆଇସୋଲେସନ ବେଡ ସହିତ ଆବଶ୍ୟକୀୟ ଔଷଧ ଅକ୍ସିଜେନ ଭେଣ୍ଟିଲେଟର, ମଲ୍ଟି ପାରା ମିଟର ଡିଶି ସକ, ଏକ୍ସ ରାୟ ମେସିନ, ଇ ସି ଜି ସିରିଂଜ ପମ୍ପ ଇତ୍ୟାଦି ମହଜୁତ ଅଛି ବୋଲି ଭାରପ୍ରାପ୍ତ ଅଧିକାରୀ ତଥା ବରିଷ୍ଠ  ଶଲ୍ୟ ଚିକିତ୍ସା ବିଶେଷଜ୍ଞ ଡକ୍ଟର ଲକ୍ଷ୍ମୀ ନାରାୟଣ ବିଷୋୟୀ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ

ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଡେପୁଟି କଲେକ୍ଟର ମୌସୁମୀ ନାୟକ, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ମଳୟ କୁମାର ତ୍ରିପାଠୀ, ମହାମାରୀ ବିଶେଷଜ୍ଞ ଡକ୍ଟର ଶିଳ୍ପୀ ଦାସ, ଡକ୍ଟର ମାଇକ୍ରୋ ବାଇଲୋଜିଷ୍ଟ ଅର୍ଧେନ୍ଦୁ ପ୍ରହରାଜ, ଡି ପି ମ ସୁଶାନ୍ତ ପ୍ରହରାଜ, ବରିଷ୍ଠ ଫାର୍ମାସିଷ୍ଟ ଜଗନ୍ନାଥ ରଥ, ଜିଲ୍ଲା ଜରୁରୀ କାଳୀନ ବିଭାଗର ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ, ଜରୁରୀ କାଳୀନ ବିଭାଗର ତ୍ରିପତି ବାଲାଜୀ ସାହୁ, ନୀଳକଣ୍ଠ ରାଜୁ, ସାହିଦ ଅକ୍ତର,ଅଭିନାସ ପାତ୍ର, ସନ୍ଦୀପ ନାୟକ ମୂଖ୍ୟ ଚିକିତ୍ସାଳୟ ର ପାରା ମେଡିକାଲ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like