-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ଜେଲ ଗଲା ହତ୍ୟାକାରୀ

27-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ)ତୁଳସୀ ଗଛ ଉପାଡି ଫିଙ୍ଗି ଦେଇଥିବା ଜଣେ ମାନସିକ ଯୁବକକୁ ହତ୍ୟା କରିଥିବା ଅଭିଯୋଗରେ ବିନିକା ପୋଲିସ ଜଣକୁ ଗିରଫ କରି ଆଜି ବିନିକା କୋଟକୁ ଚାଲାଣ କରିଥିଲା ସେଠାରେ ତାର ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ସୋନପୁର ଜେଲ ହାଜତକୁ ଯାଇଥିବା ଜଣାପଡିଛି ।ଘଟଣାରୁ ପ୍ରକାଶ ଯେ ବିନିକା ଏନଏସି ଅନ୍ତର୍ଗତ ଗୁଲାପଡା ଗ୍ରାମର ବାପ ଛେଉଣ୍ଡ ମାନସିକ ବିକୃତ ଯୁବକ ପ୍ରକାଶ ସେବକ ସେହି ଗ୍ରାମର ଜଣଙ୍କର ତୁଳସୀ ଗଛକୁ ଉପାଡି ଫିଙ୍ଗି ଦେଇଥିଲା ଗ୍ରାମର ପଣ୍ଡୁ ବେହେରା ଏହା ଜାଣି ରବିବାର ତା ଘରକୁ ଯାଇ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହ ଜୀବନରୁ ମାରି ଦେବି ବୋଲି ଧମକ ଦେଇଥିଲା ଠିକ ସେହି ଦିନରେ ପ୍ରକାଶ ନିକଟସ୍ଥ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପଣ୍ଡୁ ତାକୁ ଇଟା,ପଥରରେ ତା ମୁହଁ,ମୁଣ୍ଡକୁ ଆଘାତ କରି ରକ୍ତ ଜୁଡୁ ଜୁଡୁ ଅବସ୍ଥାରେ ସ୍କୁଟିରେ ବସାଇ ଘରକୁ ଆଣି କଚାଡି ଦେବାରୁ ସେ ଚେତାଶୂନ୍ୟ ହୋଇ ପଡ଼ିଥିଲା ଫଳରେ ପରିବାର ଓ ଆଖପାଖ ଲୋକେ ତୁରନ୍ତ ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ସଙ୍କଟାପନ୍ନ ଥିବାରୁ ବୁର୍ଲା ସ୍ଥାନାନ୍ତରିତ ହୋଇଥିଲା ହେଲେ ସୋମବାର ତାର ମୃତ୍ୟୁ ଘଟିଥିଲା । ମୃତ ପ୍ରକାଶର ମାଁ ସନ୍ଧ୍ୟାସନି ସେବକ(୬୦)ବିନିକା ଥାନାରେ ପୁଅକୁ ମାରି ଦିଆଯାଇଛି ବୋଲି ଲିଖିତ ଅଭିଯୋଗ କରିବା ପରେ ପୋଲିସ ଥାନା କେଶ ନଂ ୨୮୮/୨୨ ତାରିଖ ୨୫/୧୨ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ ।ବଲାଙ୍ଗିର ସାଇଣ୍ଟିଫିକ ଟିମ ମଧ୍ୟ ଆସି ତଦନ୍ତ କରି ଫେରିଥିଲେ ।ପୋଲିସ ଅଭିଯୁକ୍ତ ପଣ୍ଡୁ କୁ ଗିରଫ କରି ଟିକିନିକି ପଚରାଉଚୁରା କରିବା ପରେ ଆଜି ମଙ୍ଗଳବାର ବିନିକା କୋଟ କୁ ଚାଲାଣ କରିଥିଲା ସେଠାରେ ବେଲ ନାମଞ୍ଜୁର ହେବାରୁ ଅଭିଯୁକ୍ତକୁ ସୋନପୁର ଜେଲ ହାଜତକୁ ପଠାଇ ଦିଆଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like