-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||     

HOME   ଜିଲ୍ଲା

ଖବରକାଗଜ ହକର ଙ୍କ ଅକାଳ ବିୟୋଗ

27-Dec-2022



କର୍ଲାମୁଣ୍ଡା: (ପ୍ରଦିପ କୁମାର ସାହୁ)   
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ର ରିଷିଡା ଅଞ୍ଚଳରେ ଖବରକାଗଜ ର ବିତରକ(ହକର )ଥିବା ଗୟାଧର ନାଏକ ଙ୍କ ମଙ୍ଗଳବାର ଅକାଳ ବିୟୋଗ ହୋଇଯାଇଛି l ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୪୬ବର୍ଷ ହେଉଥିଲା l ସେ ଜଣେ ଲୋକପ୍ରିୟ ଯୁବକ ଥିଲେ l ଗ୍ରାମର ପ୍ରତ୍ୟେକ ସଭାସମିତି ର ନୋଟିସ ବୁଲାଇବା, ନିମନ୍ତ୍ରଣ କାର୍ଡ ବାଣ୍ଟିବା, ଲୋକଙ୍କୁ ବିଭିନ୍ନ ଖବର ଦେବା କାର୍ଯ୍ୟରେ ସେ ଆଗ ଖୋଜା ପଡୁଥିଲେ l ରିଷିଡା ଗାନ୍ଧୀନଗର ପଡା ର କବିରାଜ ନାଏକ ଙ୍କ ଏକମାତ୍ର ପୁତ୍ର ଗୟାଧର ଙ୍କର ମଧ୍ୟ ଗୋଟିଏ ୧୨ ବର୍ଷର ଝିଅ ଟିଏ ଅଛି l ପୃତ୍ରକୁ ଅକାଳରେ ହରାଇ ବୃଦ୍ଧ ବାପା, ମା ଶୋକରେ ବୁଡ଼ିଯାଇଥିବା ବେଳେ ତାଙ୍କ ବିଧବା ପତ୍ନୀ ଓ ଝିଅ ବି ବାହୁନି ବାହୁନି କାନ୍ଦୁଛନ୍ତି l ତାଙ୍କ ଶବଧାରରେ ପ୍ରେସ କ୍ଲବ ସଭାପତି ନରୋତ୍ତମ ସେଲମା, ବରିଷ୍ଠ ଖବରଦାତା କମ୍ବୁପାଣି ସାହୁ, ସତ୍ୟନାରାୟଣ କୁମାର, ସହପାଠୀ ତଥା ରିଞ୍ଜା ହାଇସ୍କୁଲ ଶିକ୍ଷକ ବେଲାର ପୁଟେଲ ଙ୍କ ସହ ବହୁଲୋକ ସାମିଲ ହୋଇଥିଲେ l ତାଙ୍କ ବିୟୋଗରେ ପ୍ରେସ କ୍ଲବ ସମ୍ପାଦକ ପ୍ରଦୀପ ସାହୁ, ସାମ୍ବାଦିକ ଭଜଶ୍ୟାମ ସାହୁ, ଯୁବରାଜ ସାହୁ, ସୁଶାନ୍ତ ରଣା, ସୌମ୍ୟରଞ୍ଜନ ତ୍ରିପାଠୀ, ରିଷିଡା ସରପଞ୍ଚ ସେବତୀ ରଣା, ସମିତି ସଭ୍ୟ ସିନୁ ବେହେରା, ପୂର୍ବତନ ସରପଞ୍ଚ ନାରାୟଣ ରଣା, ଗ୍ରାମ କମିଟି ସଭାପତି ନନ୍ଦକିଶୋର ରଣା, ଅନ୍ତର୍ଯ୍ୟାମୀ ସାହୁ, ଅଶୋକ କୁମାର ତ୍ରିପାଠୀ, ସହଦେଵ ସାହୁ, ଲଗ୍ନ ରଣା ପ୍ରମୁଖ ଗଭୀର ଶୋକପ୍ରକାଶ କରି ଅମର ଆତ୍ମାର ସଦଗତି କାମନା କରିଛନ୍ତି l ସେ ଜଣେ ସ୍ୱୀକୃତିପ୍ରାପ୍ତ ହକର ହୋଇଥିବାରୁ ସରକାରୀ ସହାୟତା ଯୋଗାଇଦେବାକୁ ପ୍ରେସ କ୍ଲବ ପକ୍ଷରୁ ନିବେଦନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like