-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ଜିଲ୍ଲା

ଧର୍ମପରାୟଣ ମହିଳାଙ୍କ ପରଲୋକ, ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ

27-Dec-2022



ବଲାଙ୍ଗିର. ରୁଗୁଡି ପଡା ବାସିନ୍ଦା ଧର୍ମପରାୟଣ ମହିଳା ଶ୍ରୀମତି ଦେବହୁତି ପାଢିଙ୍କ ରାବିବାର ରାତିରେ ନିଜସ୍ୱ ବାସଭବନରେ ପରଲୋକ ଘଟି ଯାଇଛି । ମୃତ୍ୟୁ ସମୟରେ ତାଙ୍କୁ ୮୩ ବର୍ଷ ହେଉଥିଲା । ଶ୍ରୀମତୀ ପାଢି ବରିଷ୍ଟ ସାମ୍ବାଦିକ ତଥା କୋଶଳ ସାଂସ୍କୃତିକ ସଂଘର ମହାମନ୍ତ୍ରୀ ହିମାଂଶୁ ପାଢିଙ୍କ (ଜୟଗୁଡି)ମାତା ଅଟନ୍ତି । ଶେଷ ସମୟରେ ପତି ସୋମନାଥ ପାଢି, ଝିଅ ସଉଦା, ଜ୍ୱଇଁ ଦିଲିପ, ପୁତ୍ର ହିମାଂଶୁ, ପୁତ୍ରବଧୁ ଅନୁପମା, ନାତି ଚନ୍ଦ୍ର ଶେଖର, ଅଂଶୁମାନ, ଚିନ୍ମୟ, ରାମ, ସରୋଜ, ନାତୁଣି ବର୍ଷା, ବିଗୁଲ, ଅଣନାତି ଆରୁଷ, କିର୍ତ୍ତିମାନ, ଅଣ ନାତୁଣୀ ଆରବି,ଅବନ୍ତିକା ଓ ପରିବାର ବର୍ଗ ଉପସ୍ଥିତ ଥିଲେ । ଶ୍ରୀମତି ପାଢିଙ୍କ ପାର୍ଥିବ ଶରିରକୁ ଶୋଭାଯାତ୍ରାରେ ରୁଗୁଡି ପଡା ଦୁର୍ଗାମଣ୍ଡପ ପର୍ଯ୍ୟନ୍ତ ନିଆଯିବା ପରେ ଶେଷ ଦର୍ଶନ ପାଇଁ ରଖାଯାଇଥିଲା । ପରେ ତାଙ୍କ ଶରୀରକୁ ପୁରୀ ସ୍ଥିତ ସ୍ୱର୍ଗଦ୍ୱାରକୁ ନିଆଯାଇ ସମସ୍ତ ରିତି ନିତି ସହ  ଶେଷ କ୍ରୀୟା ସଂମ୍ପନ୍ନ କରାଯାଇଥିଲା । ପୁତ୍ର ହିମାଂଶୁ ମୁଖାଗ୍ନି ଦେଇଥିଲେ ।  ରୁଗୁଡି ପଡା ଦୁର୍ଗାମଣ୍ଡପର ସଭାପତି ଚେତନା ନନ୍ଦ ପଣ୍ଡା, ଶ୍ରୀକାନ୍ତ ରାଉତ, ଡା ବିକ୍ରମ କେଶରୀ ଦାଶ, ବିଭୁତି ମିଶ୍ର ପ୍ରମୁଖ ଶେଷ ଦର୍ଶନ କରିଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like