-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ସୁଲିଆ ପୀଠରେ ନରସିଂହ- ସୁଲିଆ ଯାତ୍ର ଅଞ୍ଚଳରେ ଏକତା, ଶାନ୍ତି ମୈତ୍ରୀ ଓ ବିକାଶ ଆଣିବାରେ ସହାୟକ ହେଉଛି - ନରସିଂହ

27-Dec-2022



ବଲାଙ୍ଗିର(ପ୍ରେରଣା ଖବର)ଆଦିବାସୀଙ୍କ ପରଂପରା, ବିଶ୍ୱାସ ର ଏହି ସୁଲିଆ ପୀଠ କେବଳ ଆଦିବାସୀଙ୍କ ପୀଠ ହୋଇ ରହିନାହିଁ । ଏହି ପୀଠର ମାହାତ୍ମ୍ୟ ଯୋଗୁଁ ଆଜି ହଜାର ହଜାର ସଂଖ୍ୟାରେ ଅଣ ଆଦିବାସୀମାନେ ମଧ୍ୟ ଏଠାରେ ଏକତ୍ରିତ ହୋଇ ସୁଲିଆ ବାପା ଙ୍କ ପ୍ରତି ତାଙ୍କ ଆସ୍ଥା ଓ ବିଶ୍ୱାସ ଦେଖାଉଛନ୍ତି । ଏହି ଯାତ୍ରା ସହ କିଛି ବର୍ଷ ପୂର୍ବରୁ ସୁଲିଆ ମହୋତ୍ସବ ମଧ୍ୟ ଏଠାରେ ପାଳନ ହେଉଛି । ଏହାର ମାଧ୍ୟମରେ ଏଠାରେ ବିପୁଳ ଜନ ସମାଗମ ହେଉଛି । ଏଠିକାର ଆଦିବାସୀମାନେ ଏଠିକାର ଜଙ୍ଗଲ, ଜଳାଶୟ ଓ ପଶୁପକ୍ଷୀଙ୍କୁ ସୁରକ୍ଷା ଦେଉଛନ୍ତି । ମହୋତ୍ସବ ମାଧ୍ୟମରେ ଲୋକେ ଏକତ୍ରିତ ହୋଇ ଏ ଅଂଚଳର ଏକତା, ଶାନ୍ତି, ମୈତ୍ରି କୁ ଆହୁରି ସୁଦୃଢ

କରୁଛନ୍ତି । ଫଳରେ ଏ ଅଂଚଳ ଆଗାମୀ ଦିନରେ ବିକାଶ ଦିଗକୁ ନିଶ୍ଚିତ ଭାବରେ ଆଗେଇବ ବୋଲି ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଖଇରଗୁରା ର ପବିତ୍ର ସୁଲିଆ ପୀଠ ରେ ସୁଲିଆ ବାବାଙ୍କ ଦର୍ଶନ କରି ନିଜ ପ୍ରତିକ୍ରିୟାରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି କିଛି ବର୍ଷ ପୂର୍ବରୁ ରାଜ୍ୟର ଉଚ୍ଚତମ ନ୍ୟାୟାଳୟ ବନ୍ଦ ସପକ୍ଷରେ ନିର୍ଦ୍ଦେଶନାମା ଦେଇଥିଲେ । କିନ୍ତୁ ପରବର୍ତ୍ତି ସମୟରେ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ହଜାର ହଜାର ବର୍ଷ ପୂର୍ବରୁ ଆଦିବାସୀଙ୍କ ଦ୍ୱାରା ଚାଲିଥିବା ବଳି ପରଂପରାକୁ କୌଣସି ବି ଆଇନ ବଳରେ ବନ୍ଦ କରାଯାଇ ପାରିବନାହିଁ ବୋଲି ରାୟ ଦେଇଥିଲେ । କାରଣ ଆଜି ବି ଆଦିବାସୀ ତଥା ଅଣ ଆଦିବାସୀଙ୍କ

ଆସ୍ଥା ଓ ଦୃଢ ବିଶ୍ୱାସ ଯୋଗୁଁ ଏହି ପୀଠକୁ ନିଜର ମାନସିକ ପୁରଣ ପାଇଁ ଲକ୍ଷ ଲକ୍ଷ ଲୋକ ଦର୍ଶନ ପାଇଁ ଆସିଥାନ୍ତି । ଆଜି ସୁଲିଆ ପୀଠରେ ପ୍ରାତଃ ସମୟରୁ ହଜାର ହଜାର ସଂଖ୍ୟାରେ ଲୋକେ ଆସି ନିଜର ମାନସିକ ପୂରଣ ପାଇଁ ପଶୁ ବଳି ଦେଇଛନ୍ତି । ତା ସହ ଏଠାରେ ମହୋତ୍ସବ ମାଧ୍ୟମରେ ରାବଣ ଦରବାର ଏବଂ ମନୋରଂଜନ ପାଇଁ ମୀନାବଜାର ଯୋଗୁଁ ସକାଳୁ ରାତି ପର୍ଯ୍ୟନ୍ତ ପ୍ରବଳ ଜନସମାଗମ ହେଉଛି । ଏହି ଅଂଚଳରେ ଥିବା ଜଳାଶୟ ର ସୌନ୍ଦର୍ଯିକରଣ ସାଙ୍ଗକୁ ପର୍ଯ୍ୟଟକମାନେ ଯେମିତି ବର୍ଷତମାନ ଆକର୍ଷିତ ହୋଇ ମନୋରଂଜନ ପାଇଁ ଏଠାକୁ ଆସିବେ ତାର ବ୍ୟବସ୍ଥା କରାଯିବ ବୋଲି ବିଧାୟକ ଶ୍ରୀ ମିଶ୍ର କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like