-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ଶୁଲିଆ ପୀଠରେ ବଳି ଯାତ୍ରା, ଭିନ୍ନ୍ ମତ ରଖିଲେ ଜୀବେଦୟା ଅନୁଷ୍ଠାନର ସଭାପତି

28-Dec-2022



 ବଲାଙ୍ଗୀର ଜିଲ୍ଲାର  ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା ତିନି ଦିନ ଧରି ପାଳିତ ହୋଇ ଯାଇଛି । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକର ଖଇରଗୁରା ଓ କୁମୁରିଆ ଗାଁ’ରେ ଆଦିବାସୀଙ୍କ ଶୁଲିଆ ଯାତ୍ରା ପାଳିତ ହୋଇଛି  ।

ଚଳିତ ବର୍ଷ କୋଭିଡ କଟକଣା ନ ଥିବା ଯୋଗୁଁ ବହୁ ସଂଖ୍ୟା ରେ ରାଜ୍ୟ ତଥା ରାଜ୍ୟ ବାହାରୁ ଏହି  ପାରମ୍ପରିକ ଯାତ୍ରା ରେ ଯୋଗ ଦେଇଥିଲେ । ପୂର୍ବ ବର୍ଷ ପରି ବଡ଼ଖଳା ଓ ସାନ ଖଳାରେ ହଜାର, ହଜାର ସଂଖ୍ୟାରେ ନିରୀହ ପଶୁ ପକ୍ଷୀ ଙ୍କୁ ବଳି ନାମରେ ହତ୍ୟା କରିବା ନେଇ ଜିଲ୍ଲା ଜିବେଦୟା ଅନୁଷ୍ଠାନ ତରଫରୁ ଦୃଢ଼ ନିନ୍ଦା କରାଯାଇଛି। ପ୍ରଶାସନିକ ପଦାଧିକାରୀ ଙ୍କ ଉପସ୍ଥିତି ରେ ରକ୍ତରଂଜିତ ହୋଇଥିବା ଏହି ବଡ଼ଖଳା ଓ ସାନ ଖଳା ରେ କୌଣସି ଆଇନ ଅନୁଯାୟୀ କିଛି ପଦକ୍ଷେପ ନ ନେବା କେତେ ଯୁକ୍ତି, ଯୁକ୍ତ ବୋଲି ପ୍ରଶ୍ନ କରିଛନ୍ତି 'ଜିବେଦୟା'ଅନୁଷ୍ଠାନ ସଭାପତି ଶ୍ରୀକାନ୍ତ ସାହୁ। ଆଗରୁ ପ୍ରଶାସନିକ କଟକଣା ରହୁଥିବାରୁ ପଶୁବଳିକୁ ନେଇ ମୁହାଁମୁହିଁ ହେଉଥିଲେ ଓ ଏହି ବଳି ସଂଖ୍ୟା କିଛି ମାତ୍ରା ରେ ହ୍ରାସ ପାଇବା ଦେଖା ଯାଉ ଥିଲା । ପୋଲିସ ପ୍ରଶାସନ ଉପସ୍ଥିତ ସତ୍ତ୍ବେ ତଥା ସରକାରୀ ଭାବେ ଚଳିତ ବର୍ଷ ସଚେତନତା କାର୍ଯ୍ୟକ୍ରମ କରାଯାଇ ନ ଥିବା  ତଥା ସେଭଳି କିଛି କଟକଣା ନ ଥିବା ଯୋଗୁଁ ଏହି ପରିସ୍ଥିତି ସୃଷ୍ଟି ହୋଇଥିବା ବିଭିନ୍ନ ଅନୁଷ୍ଠାନ ତରଫରୁ ପ୍ରକାଶ ପାଉଛି।  ଖଇରଗୁଡ଼ାର ବଡ଼ ଖଳା ଏବଂ କୁମୁରିଆର ସାନ ଖଳାରେ ପଶୁ ପକ୍ଷୀ ବଳି ଦିଆଯାଇଛି ।

ବ୍ୟାପକ ସଚେତନତା ଦ୍ବାରା ଏହି ବଳି ପ୍ରଥା ପ୍ରତିହତ କରିହେବ ବୋଲି    ସ୍ବେଛାସବୀ ଅନୁଷ୍ଠାନ 'ଜିବେଦୟା' ତତଫରୁ ପ୍ରକାଶ କରାଯିବା ସହ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆଗମୀ ଦିନରେ ବ୍ୟାପକ କରାଯିବା ସଭାପତି ଶ୍ରୀ ସାହୁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like