-+91-9937148622 |
prerana_bgr@rediffmail.com |
Monday 21st September 2026 |
R.N.I. Regd No. ODIODI/2010/46693
Breaking News
28-Dec-2022
ବୌଦ୍ଧ ରେଞ୍ଜ ବଲାସିଙ୍ଗା ଠାରେ ବୁଧବାର ସକାଳ 10ଘଣ୍ଟା ସମୟରେ ଆଜାଦି ପାର୍କର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫିତା କାଟି ଉଦଘାଟନ କରିଥିଲେ ।ଏହାପରେ ପାର୍କ ପରିସର ବୁଲି ଦେଖିଥିଲେ ।ଏଥିରେ ବୌଦ୍ଧ
ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ, ବୌଦ୍ଧ ତହସିଲଦାର ଦେବୀ ପ୍ରସାଦ ଦାସ,ବୌଦ୍ଧ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତକାନ୍ତି ବଳୀଆରସିଂ ଯୋଗ ଦେଇଥିଲେ ବୌଦ୍ଧ ବନ ଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପଙ୍କ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଏହି କାର୍ଯ୍ୟକ୍ରମରେ ବୌଦ୍ଧ ବନବିଭାଗ ର ସମସ୍ତ ରେଞ୍ଜର, ଫରେଷ୍ଟର ,ଫରେଷ୍ଟ ଗାର୍ଡ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ