-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଜାନୁଆରୀ ୧ ରୁ ୩ ତାରିଖ ଯାଏ ସୋନପୁରର ପଏଁରୀ ତିହାର, ବିଭିନ୍ନ ରାଜ୍ୟର କଳାକାରଙ୍କ ନାଚଗୀତରେ ଦୁଲୁକିବ ସହର, ଯୋଗ ଦେବେ , ୭୦୦କଳାକାର

28-Dec-2022



 ସୁବର୍ଣ୍ଣପୁର  - ସ୍ଥାନୀୟ  ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ସଭାଗୃହ ଠାରେ ଆଜି ନୃତ୍ୟ, ସଂଗୀତ, ନାଟକ ର ସମାବେଶ ଆୟୋଜନ କରୁଥିବା ଅଗ୍ରଣୀ ଅନୁଷ୍ଠାନ ପଏଁରୀ ପକ୍ଷରୁ ଜାନୁଆରୀ୧ରୁ ୩ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ହେବାକୁ ଥିବା ପଏଁରୀ ତିହାର ୨୦୨୩ ପାଇଁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଜାତୀୟ ଉତ୍ସବ ପଏଁରୀ ରେ ରାଜ୍ୟ  ଓ ରାଜ୍ୟ ବାହାରର  ୭୦୦ ପଶ୍ଚିମବଙ୍ଗ, ପଞ୍ଜାବ, ହରିୟାନା ସମେତ ବିଭିନ୍ନ ରାଜ୍ୟର କଳାକାର ଯୋଗ ଦେବା ର କାର୍ଯ୍ୟକ୍ରମ ରହିଛି l ଏବଂ ଦଣ୍ଡ ରତ୍ନ ଓ ମହର୍ଷି ବିପିନ ଜାଲ ଏହି ଉତ୍ସବ କୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଅନେକ ବିଧାୟକ, ମନ୍ତ୍ରୀ, ସାଂସଦ ଏବଂ ସ୍ଥାନୀୟ ଜ଼ିଲ୍ଲାପାଳ, ଏସପି, ଏଡିଏମ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ପ୍ରତ୍ୟେକ ସନ୍ଧ୍ୟାରେ ରାଜ୍ୟ ତଥା ରାଜ୍ୟ ବାହାର କଳାକାର ଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଲି ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ସୂଚନା ଦେଇଛନ୍ତି l ପଏଁରୀ ସଭାପତି ଲଡ଼ୁକିଶୋର ମଲ୍ଲିକ ସ୍ୱାଗତ ଭାଷଣ ଦେଇ ଥିବା ବେଳେ ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ ଓ  ପ୍ରତିଷ୍ଠାତା ସଭ୍ୟ ତଥା ପ୍ରାକ୍ତନ ମତ୍ସ୍ୟ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ ପ୍ରମୁଖ ସାମ୍ବାଦିକ ମାନଙ୍କ ପ୍ରଚାର ପ୍ରସାର ଲାଗି ଆଜି ଜାତୀୟସ୍ତର ରେ ଏ ଅନୁଷ୍ଠାନ ସୁବର୍ଣ୍ଣପୁର ର ଗୌରବ ବଢ଼ାଇଛି ବୋଲି ମତ ରଖି ଆଗକୁ ଦେଶ ବିଦେଶରେ ଯେମିତି ସୁନାମ ଅର୍ଜିବ ସେଥି ପାଇଁ ଆପଣ ମାନଙ୍କ ଏଭଳି ସହଯୋଗ  ଜାରି କରିବକୁ ଅନୁରୋଧ କରିଥିଲେ l ପରେ ପଏଁରୀ ଉପସଭାପତି ପ୍ରଫୁଲ୍ଲ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ l ସହ ସମ୍ପାଦକ ପୃଥିରାଜ ବାଗ, କୋଷାଧକ୍ଷ ସୁଶାନ୍ତ ସାହୁ, ପ୍ରକାଶ ଵେବର୍ତ୍ତl, ଅମିତ ସାହୁ, ସନ୍ତୋଷ ମିଶ୍ର, ସନ୍ତୋଷ ପାଢ଼ୀ, ସଂଗ୍ରାମ ସାଗର, ଗୋପାଳ ମେହେର, ସୋମ୍ୟରଞ୍ଜନ ସେଠୀଙ୍କ ସମେତ ଅନୁଷ୍ଠାନର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like