-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||     

HOME   ଜିଲ୍ଲା

ଡିଗ୍ରୀ କଲେଜ କୁଶଙ୍ଗର ଶୀତ ଦିନିଆଁ ଜାତୀୟ ସେବା ଶିବିର ଉଦଯାପିତ

28-Dec-2022



ବଲାଙ୍ଗିର - ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ କୁଶଙ୍ଗ ତରଫରୁ ୫୦ ଜଣ ସ୍ବେଛାସେବୀ ଛାତ୍ରଛାତ୍ରୀଙ୍କୁ ନେଇ କୁଶମେଲ ଗ୍ରାମରେ ଶୀତ ଦିନିଆଁ ଜାତୀୟ ସେବା ଶିବିର ଅନୁଷ୍ଠିତ ହୋଇଥିଲା l ସପ୍ତାହ ବ୍ୟାପି ଗତ ୨୨.ଡିସେମ୍ବର ୨୦୨୨ରୁ ୨୮ଡିସେମ୍ବର ୨୦୨୨ ପର୍ଯ୍ୟନ୍ତ କୁଶମେଳ ଗ୍ରାମରେ ସ୍ୱଚ୍ଛତା, ନିଶା ନିବାରଣ, ନାରୀ ଶିକ୍ଷାର ବିକାଶ ପାଇଁ ପ୍ରୋଗ୍ରାମ ଅଫିସର ଡ. ଲକ୍ଷ୍ମଣ ମେହେରଙ୍କ ତତ୍ତ୍ୱାବଧାନରେ ସଚେତନ

କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଶେଷ ଦିନରେ ସଚେତନ ବାର୍ତ୍ତାକୁ ଆଧାର କରି ଛାତ୍ରଛାତ୍ରୀମାନେ ବିଭିନ୍ନ ସ୍ଲୋଗାନ ଦେଇ ଗ୍ରାମ୍ୟ ପରିକ୍ରମା କରିଥିଲେ l ଗ୍ରାମ ମଝିରେ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ "ପଢଲେ ପାଠ ଦିଶବା ବାଟ" ନାଟକ ପ୍ରଦର୍ଶନ କରାଯାଇଥିଲା l ଏହି କାର୍ଯ୍ୟକ୍ରମର ସଫଳତା ସକାଶେ ସରପଞ୍ଚ କୌସ୍ତୁଭ ସାହୁ, ସମିତି ସଭ୍ୟ ମହାଦେବ ପଧାନ, ପ୍ରଧାନ ଶିକ୍ଷକ ସୀତାରାମ ସାହୁ, ପୋଲିସ ଅଧିକାରୀ ପ୍ରହଲ୍ଲାଦ ପଧାନ ତଥା ଅଂଚଳର ଲମ୍ବୋଦର ସାହୁ, ପ୍ରେମାନନ୍ଦ ଦିଶ୍ରୀ, ଯୁଧିଷ୍ଠିର ପଧାନ, ଶିବାଶିଷ ମିଶ୍ର, ସୁରଜ ସିଂ ଦେଓ ପ୍ରମୁଖ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ଭୂମିକା ରହିଥିଲା l ସନ୍ଧ୍ୟାରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମର ଆସର ବେଶ ମନଛୁଆଁ  ହେବା ସହିତ ଶିବିରଟି ଉଦଯାପିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026

You Might Also Like