-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଦେଶ ବିଦେଶ

ଭାରତକୁ ମିଳିବ କି ଫାଇଜର ଟିକା? କମ୍ପାନି ସହ ଚାଲିଛି କଥାବାର୍ତ୍ତା

04-Dec-2020



(ପ୍ରେରଣା ଖବର)  ନୂଆଦିଲ୍ଲୀ: ବ୍ରିଟେନ ପ୍ରଥମ ରାଷ୍ଟ୍ର ଭାବେ ଫାଇଜର ଓ ବାୟୋଏନ୍ଟେକ୍ର କୋଭିଡ ଟିକାର ଜରୁରୀକାଳିନ ବ୍ୟବହାର ପାଇଁ ଅନୁମତି ଦେଇଛି । ଆଉ କୋଭିଡ ସହ ମୁକାବିଲା କରି ମାନବ ସମାଜକୁ ସୁରକ୍ଷା ଯୋଗାଇ ଦେବାର ଔଷଧ ଏବେ ମିଳିପାରିଛି । ବିଶ୍ୱର ବିଭିନ୍ନ ରାଷ୍ଟ୍ର ଫାଇଜର ଟିକା ପାଇବା ପାଇଁ ଆଗୁଆ ବରାଦ ଦେଇ ସାରିଛନ୍ତି ।ଏପରି ସମୟରେ ଫାଇଜର, ଟିକା ଯୋଗାଣ ପାଇଁ ଭାରତ ସରକାରଙ୍କ ସହ କଥାବାର୍ତ୍ତା ଆରମ୍ଭ କରିଛି । ଏହି ସୂଚନା ଦେଇଛନ୍ତି ଫାଇଜର କଂପାନୀର ମୁଖପାତ୍ର ରୋମା ନାୟର । ସେ କହିଛନ୍ତି, ‘ଟିକା ଯୋଗାଣ ନେଇ ଭାରତ ସରକାରଙ୍କ ସହ କଥାବାର୍ତ୍ତା ଚାଲିଛି, ଟିକା ଯୋଗାଇବା ପାଇଁ ବିଶ୍ୱର ଏକାଧିକ ରାଷ୍ଟ୍ର ସହ ଚୁକ୍ତି ହୋଇ ସାରିଛି । ତେବେ ଫାଇଜର ଟିକା ସଂରକ୍ଷଣ ପାଇଁ ଭିତିଭୂମିର ଆବଶ୍ୟକତା ଓ ବିଶ୍ୱର ବିଭିନ୍ନ ଦେଶର କୋଲ୍ଡ ଷ୍ଟୋରେଜ ବ୍ୟବସ୍ଥାକୁ ଅନୁଧ୍ୟାନ କରି ପରବର୍ତ୍ତୀ ପଦକ୍ଷେପ ନିଆଯାଉଛି’ ।ଭାରତରେ ଫାଇଜରର କୋଭିଡ ଟିକା ପାଇଁ ଆବଶ୍ୟକ ସଂରକ୍ଷଣ ବ୍ୟବସ୍ଥା ସମସ୍ୟାର ସମାଧାନ ଖୁବ ଶୀଘ୍ର ହେବ ବୋଲି ଦୃଢ ଆଶାପ୍ରକାଶ କରିଛି ଫାଇଜର କଂପାନୀ । ଫାଇଜର ପକ୍ଷରୁ ବିକଶିତ ହୋଇଥିବା କୋଭିଡ ଟିକାକୁ ମାଇନସ ୭୦ ଡିଗ୍ରୀ ତାପମାତ୍ରାରେ ସଂରକ୍ଷିତ କରି ରଖିହେବ । ତେଣୁ ଭାରତ ଭଳି ବିଶାଳ ଦେଶରେ ଏତେ କମ ତାପମାତ୍ରାରେ ଟିକା ସଂରକ୍ଷଣ କରି ବଣ୍ଟନ କରିବା ସମ୍ଭବ ହେବ ନାହିଁ ବୋଲି ଶଙ୍କା ପ୍ରକାଶ ପାଇଛି । ସେପଟେ ଫାଇଜର ଟିକା ପାଇଁ ବିଶ୍ୱ ସମୁଦାୟରେ ଏକ ପ୍ରକାର ଦୌଡ ଆରମ୍ଭ ହୋଇଯାଇଛି । ବିଶ୍ୱର ପ୍ରତିପତି ଶାଳୀ ରାଷ୍ଟ୍ର ବ୍ରିଟେନ, ଆମେରିକା ଓ ୟୁରୋପ ଫାଇଜର ଠାରୁ କୋଭିଡ ଟିକା ପାଇଁ ଆଗୁଆ ଚୁକ୍ତି କରିସାରିଲେଣି ।ଆମେରିକା ଶହେ ମିଲିୟନ କୋଭିଡ ଟିକାର ଡୋଜ ପାଇଁ ବରାଦ କରିଥିବା ବେଳେ ୟୁରୋପ ୨ଶହ ମିଲିୟନ ଡୋଜ ଓ ଲଣ୍ଡନ ୪୦ ହଜାର ଡୋଜ ପାଇଁ ଆଗୁଆ ବରାଦ କରିଛି । ହେଲେ ଫାଇଜର ଟିକାକୁ ସଂରକ୍ଷିତ କରି ରଖିବା ପାଇଁ ଆବଶ୍ୟକ କୋଲ୍ଡ ଷ୍ଟୋରେଜ ଆଖିରେ ରଖି ବରାଦ କରିନାହାନ୍ତି ଭାରତ ସରକାର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like